• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସୁପରଷ୍ଟାର ଅନୁଭବ ମହାନ୍ତିଙ୍କ ବାୟୋଗ୍ରାଫି ଉନ୍ମୋଚିତ

Proprietor Abhimanyu Maharana by Proprietor Abhimanyu Maharana
February 16, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ସୁପରଷ୍ଟାର ଅନୁଭବ ମହାନ୍ତିଙ୍କ ବାୟୋଗ୍ରାଫି ଉନ୍ମୋଚିତ
Share on FacebookShare on TwitterWhatsapp

ଏହି ପୁସ୍ତକର ଗ୍ରାଣ୍ଡ ଲଂଚ ଇଭେଂଟକୁ ମିଳିଛି ଉତ୍ସାହଜନକ ପ୍ରତିକ୍ରିୟା

 ୧୫ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :- ଓଡିଶାର ଲୋକପ୍ରିୟ ସୁପରଷ୍ଟାର, ଯୁବ ଆଇକନ ତଥା ପ୍ରଭାବଶାଳୀ ରାଜନେତା ଶ୍ରୀ ଅନୁଭବ ମହାନ୍ତିଙ୍କୁ ତାଙ୍କର ବହୁପ୍ରତିକ୍ଷୀତ ବାୟୋଗ୍ରାଫିର ବିଶାଳ ଉନ୍ମୋଚନ ସହ ସମ୍ମାନିତ କରାଯାଇଛି । ଭୁବନେଶ୍ୱରର ହୋଟେଲ ସ୍ୟାଣ୍ଡିସ୍ ଟାୱାରଠାରେ ଆୟୋଜିତ ଏହି ଲଂଚ ଇଭେଂଟରେ ଚଳଚିତ୍ର ଓ ସାହିତ୍ୟ ଜଗତ ଏବଂ ରାଜନୈତିକ ମହଲର ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମ ବେଶ ସଫଳ ହୋଇଥିଲା ଏବଂ ଏହି ଅବସରରେ ଅନୁଭବ ମହାନ୍ତିଙ୍କ ଉଲ୍ଲେଖନୀୟ ଜୀବନ ଓ କ୍ୟାରିୟରକୁ ପ୍ରଶଂସା କରାଯାଇଥିଲା ।

ଟାଇମପାସ ପବ୍ଲିକେସନ ଦ୍ୱାରା ପ୍ରକାଶିତ ଏହି ବାୟୋଗ୍ରାଫିର ରଚନା କରିଛନ୍ତି ଜାଗୃତି ଶୁକ୍ଳା । ଯେବେକି ସ୍ୱର୍ଗତଃ ଅସ୍ତିତ୍ୱ ଏହାର ସହ-ରଚନା କରିଥିବା ବେଳେ ମାନସ ପଢିଆରୀ ଏହାର ଓଡିଆ ସଂସ୍କରଣ ଅନୁବାଦ କରିଛନ୍ତି । ଓଡିଶା ଚଳଚିତ୍ର ଶିଳ୍ପରେ ତାଙ୍କର ପ୍ରାଧାନ୍ୟତାଠାରୁ ଆରମ୍ଭ କରି ତାଙ୍କର ପ୍ରଭାବଶାଳୀ ରାଜନୈତିକ କ୍ୟାରିୟର ଏବଂ ଓଡିଶା ତଥା ରାଜ୍ୟବାସୀଙ୍କ ପାଇଁ ତାଙ୍କର ଦୃଢ ନିଷ୍ଠା ପର୍ଯ୍ୟନ୍ତ, ଏହି ବାୟୋଗ୍ରାଫି ଅନୁଭବ ମହାନ୍ତିଙ୍କ ପ୍ରେରଣାଦାୟୀ ଯାତ୍ରା ଉପରେ ଗଭୀର ଦୃଷ୍ଟିକୋଣ ପ୍ରଦାନ କରିଛି । ଏହି ପୁସ୍ତକ ଅନୁଭବ ମହାନ୍ତିଙ୍କ ସ୍ୱର୍ଗୀୟ ପିତା ପ୍ରଫେସର ଶ୍ରୀ ଅଭୟ କୁମାର ମହାନ୍ତିଙ୍କ ପ୍ରତି ଏକ ହୃଦୟସ୍ପର୍ଶୀ ଶ୍ରଦ୍ଧାଞ୍ଜଳି । ଏହି ଅବସରରେ ଅତିଥିମାନଙ୍କ ଗହଣରେ ପ୍ରକାଶକ ସରୋଜ ବଳ ମଧ୍ୟ ଉପସ୍ଥିତ ଥିଲେ ।

ଏହି ଅବସରରେ ମୁଖ୍ୟ ବକ୍ତା ଶ୍ରୀ ଦେବଦାସ ଛୋଟରାୟ ଶ୍ରୀ ମହାନ୍ତିଙ୍କ ପ୍ରଭାବର ଗଭୀରତା ଉପରେ ଆଲୋକପାତ କରି କହିଥିଲେ, “ଏହି ପୁସ୍ତକ କେବଳ ଏକ ଆତ୍ମଜୀବନୀ ନୁହେଁ ବରଂ ଓଡିଶା ସହ ତାଙ୍କର ନିଷ୍ଠାପରତା, ସମର୍ପଣ ଓ ଏକ ଅତୁଟ ବନ୍ଧନର ପ୍ରମାଣ ଅଟେ । ଜଣେ ସୁନାମଧନ୍ୟ ଲେଖକ, କବି ଓ ଗୀତିକାର ଶ୍ରୀ ଛୋଟ୍‌ରାୟ ଭବିଷ୍ୟତର ପିଢିଙ୍କୁ ଅନୁପ୍ରାଣିତ କରିବା ପାଇଁ ପ୍ରଭାବଶାଳୀ ବ୍ୟକ୍ତିମାନଙ୍କ ଯାତ୍ରାର ଦସ୍ତାବିଜକରଣର ମହତ୍ୱକୁ ଆଲୋକପାତ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଚଳଚିତ୍ର ଓ ସାହିତ୍ୟ ଜଗତର ପ୍ରତିଷ୍ଠିତ ବ୍ୟକ୍ତିବିଶେଷ, ରାଜନେତା ଓ ପ୍ରଶଂସକମାନେ ଅଂଶଗ୍ରହଣ କରିଥିଲେ । ହୃଦୟସ୍ପର୍ଶୀ ଅଭିଭାଷଣ, ଆଲୋଚନା ଓ ଅନୁଭବ ମହାନ୍ତିଙ୍କ ସ୍ୱର୍ଗୀୟ ପିତାଙ୍କ ପ୍ରତି ଏକ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜିଳୀ ସହିତ ଏହି ସନ୍ଧ୍ୟା ତାଙ୍କ ଜୀବନ ଓ ବିରାସତର ଏକ ପ୍ରକୃତ ସେଲିବ୍ରେଶନ ଥିଲା । କାର୍ଯ୍ୟକ୍ରମ ଅବସରରେ ନିଜର କୃତଜ୍ଞତା ଜଣାଇ ଶ୍ରୀ ଅନୁଭବ ମହାନ୍ତି କହିଥିଲେ, “ଏହି ପୁସ୍ତବ ମୋର ଖୁବ୍ ବ୍ୟକ୍ତିଗତ ଅଟେ ।

ଏହା କେବଳ ମୋର ଯାତ୍ରା ନୁହେଁ ବରଂ ମୋ ପିତାଙ୍କ ଶିକ୍ଷା, ମୋର ସଂଘର୍ଷ ଓ ଓଡିଶା ପାଇଁ ମୋର ଦୃଢ ଭଲ ପାଇବାର ଏକ ପ୍ରତିଫଳନ ଅଟେ । ମୁଁ ଆଶା କରୁଛି ପାଠକମାନେ ଏହି ପୁସ୍ତକର ପୃଷ୍ଠାଗୁଡିକରୁ ପ୍ରେରଣା ପାଇବେ ।” ଏହି ବାୟୋଗ୍ରାଫି ଏବେ ପ୍ରମୁଖ ବୁକ୍‌ଷ୍ଟୋର ଓ ଅନଲାଇନ ଷ୍ଟୋରଗୁଡିକରେ ଉପଲବ୍ଧ ହେଉଛି । ପାଠକମାନେ ସ୍ଥିରତା, ସଫଳତା ଏବଂ ସେବା ପ୍ରତି ନିରନ୍ତର ପ୍ରତିବଦ୍ଧତାର ଏକ ପ୍ରେରଣାଦାୟକ କାହାଣୀ ସମ୍ପର୍କରେ ଜାଣିପାରିବେ, ଯାହା ଏହାକୁ ପ୍ରଶଂସକ ଓ ଆଶାୟୀ ନେତାମାନଙ୍କ ପାଇଁ ଏକ ପଠନଯୋଗ୍ୟ ପୁସ୍ତକରେ ପରିଣତ କରୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version