• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବୈଷ୍ଣବ ପରିଡ଼ାଙ୍କ ୮୪ତମ ଜୟନ୍ତୀ ସମାରୋହ : ଗଣଆନ୍ଦୋଳନ ଓ ଗଣ ବିଚାରର ପ୍ରତୀକ ଥିଲେ – ବୈଷ୍ଣବ ପରିଡ଼ା

Proprietor Abhimanyu Maharana by Proprietor Abhimanyu Maharana
February 16, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ବୈଷ୍ଣବ ପରିଡ଼ାଙ୍କ ୮୪ତମ ଜୟନ୍ତୀ  ସମାରୋହ :  ଗଣଆନ୍ଦୋଳନ ଓ ଗଣ ବିଚାରର ପ୍ରତୀକ ଥିଲେ –  ବୈଷ୍ଣବ ପରିଡ଼ା
Share on FacebookShare on TwitterWhatsapp

୧୫ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :- ଜଣେ ଲଢୁଆ ରାଜନୀତିଜ୍ଞ, ସଫଳ ସୃଜନସ୍ରଷ୍ଟା, ଦକ୍ଷ ଅନୁବାଦକ ଓ ବିଖ୍ୟାତ ଭାଷାକର୍ମୀ ଭାବରେ ତାଙ୍କ ଜୀବଦ୍ଦଶାରେ ବେଶ୍ ଚର୍ଚ୍ଚିତ ଥିଲେ ସ୍ୱର୍ଗତ ବୈଷ୍ଣବ ପରିଡ଼ା  । ଏକଦା ‘ଭାଷା ସୁରକ୍ଷା ସମ୍ମିଳନୀ’ର ପ୍ରତିଷ୍ଠାତା ସଭାପତି ଭାବରେ ସେ ସାରା ରାଜ୍ୟରେ ଆଲୋଡନ ସୃଷ୍ଟି କରିବା ସହ ନିଜ ଭାଷା ପ୍ରତି ଅଙ୍ଗୀକାର ଓ ମାଟି ପ୍ରତି ପ୍ରତିବଦ୍ଧତାର ପରିଚୟ ଦେଇଥିଲେ  । ଏ କ୍ଷେତ୍ରରେ ସେ ଥିଲେ ଜଣେ ଉଦାହରଣୀୟ ବ୍ୟକ୍ତିତ୍ୱ  । ନିଜ ମାତୃଭାଷାର ସୁରକ୍ଷା ପାଇଁ ତାଙ୍କର ଲଢେଇ, ନିଜର ସୃଜନ କର୍ମ ଏବଂ ଗଣ ଆନ୍ଦୋଳନର ନେତା ଭାବରେ ସେ ସର୍ବଦା ସ୍ମରଣୀୟ ରହିବେ ।

ତାଙ୍କ ଅବର୍ତ୍ତମାନରେ ଭାଷା ସୁରକ୍ଷା ସମ୍ପର୍କିତ ଅନେକ କଥା ଚୁପ୍ ପଡ଼ିଗଲା ବୋଲି ଆଜି ସ୍ଥାନୀୟ ଲୋହିଆ ଏକାଡେମୀଠାରେ ଅନୁଷ୍ଠିତ ବୈଷ୍ଣବ ପରିଡ଼ାଙ୍କ ୮୪ତମ ଜୟନ୍ତୀ ସମାରୋହରେ ଯୋଗଦେଇ ଅତିଥିମାନେ ମତପ୍ରକାଶ କରିଛନ୍ତି  । ସମାରୋହରେ ଉପସ୍ଥିତ ଅତିଥିବୃନ୍ଦ ସ୍ୱର୍ଗତ ପରିଡ଼ାଙ୍କୁ ସ୍ମରଣକରି ତାଙ୍କୁ ଜଣେ ବିଶିଷ୍ଟ ରାଜନେତା, ସୁସାହିତ୍ୟିକ ଓ ଭାଷା ସୁରକ୍ଷା ଆନ୍ଦୋଳନର କର୍ଣ୍ଣଧାର ଭାବେ ବର୍ଣ୍ଣନା କରିବା ସହ ଗଣ ଆନ୍ଦୋଳନ ଓ ଗଣ ବିଚାରର ପ୍ରତୀକ ଥିଲେ ବୈଷ୍ଣବ ପରିଡ଼ା ବୋଲି ପ୍ରକାଶ କରିଥିଲେ  ।

ବରିଷ୍ଠ ସାମ୍ବାଦିକ ଶ୍ରୀଯୁକ୍ତ ରବି ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସମାରୋହରେ ମୁଖ୍ୟ ଅତିଥି ଭାବରେ ବିଶିଷ୍ଟ ଭାଷାବିତ୍ ଡ. ଦେବୀପ୍ରସନ୍ନ ପଟ୍ଟନାୟକ ଯୋଗଦେଇଥିଲା ବେଳେ ବିଶେଷ ଅତିଥି ଭାବରେ ଯୋଗଦେଇଥିଲେ ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକ ଓ ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ପଞ୍ଚାନନ କାନୁନ୍‌ଗୋ ଏବଂ ସମ୍ମାନିତ ଅତିଥି ଥିଲେ ବିଶିଷ୍ଟ ସାମ୍ବାଦିକ ଶ୍ରୀଯୁକ୍ତ ପ୍ରଦୋଷ ପଟ୍ଟନାୟକ । ଏଥିରେ ମୁଖ୍ୟବକ୍ତା ଭାବରେ ଯୋଗଦେଇ ଶିକ୍ଷାବିତ୍‌ ପ୍ରାଧ୍ୟାପକ ଡ. ମାନସ ବେହେରା “ଭାରତୀୟ ସମ୍ବିଧାନ ଓ ଆମ ଆଞ୍ଚଳିକ ଭାଷା” ଶୀର୍ଷକ ଚତୁର୍ଥ ବୈଷ୍ଣବ ପରିଡ଼ା ସ୍ମାରକୀ ବକ୍ତୃତା ପ୍ରଦାନ କରିଥିଲେ  ।

ଅତିଥିମାନେ ସ୍ୱର୍ଗତ ପରିଡ଼ାଙ୍କ ସ୍ମୃତି ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇ କହିଥିଲେ, ସ୍ୱର୍ଗତ ବୈଷ୍ଣବ ପରିଡ଼ା ଓଡ଼ିଆ ଭାଷା ସୁରକ୍ଷା ପାଇଁ ଯେଉଁ ଦୁର୍ବାର ଆନ୍ଦୋଳନ ଗଢି ତୋଳିଥିଲେ ତାହା ଓଡ଼ିଆମାନଙ୍କର ଜାତୀୟ ଚେତନା ବୃଦ୍ଧି କରିବା ସହ ମାତୃଭାଷାର ସୁରକ୍ଷା ଓ ବ୍ୟବହାର ନେଇ ଜନସାଧାରଣଙ୍କୁ ସଚେତନ କରାଇପାରିଥିଲା  । ପ୍ରାରମ୍ଭରେ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ଭାଷା ସୁରକ୍ଷା ସମ୍ମିଳନୀର ସମ୍ପାଦକ ଅମିତାଭ ଖିଲାର, ଅତିଥି ପରିଚୟ ପ୍ରଦାନ କରିଥିଲେ ବୈଷ୍ଣବ ପରିଡ଼ା ସ୍ମୃତିନ୍ୟାସର ଉପସଭାପତି ସାହିତ୍ୟିକ ବାସୁଦେବ ଦାସ ।

ଏହି ଅବସରରେ ବିଶିଷ୍ଟ ଭାଷାକର୍ମୀ ଓ ସଂଗଠକ ଶ୍ରୀଯୁକ୍ତ ଦଣ୍ଡପାଣି ମହାପାତ୍ରଙ୍କୁ ବୈଷ୍ଣବ ପରିଡ଼ା ସ୍ମୃତି ସମ୍ମାନ-୨୦୨୫ ପ୍ରଦାନ କରାଯାଇଥିଲା  । ପୁରସ୍କାର ସ୍ୱରୂପ ଶ୍ରୀଯୁକ୍ତ ମହାପାତ୍ରଙ୍କୁ ସାଲ୍‌, ମାନପତ୍ର ଓ ୧୦ ହଜାର ଟଙ୍କାର ଅର୍ଥରାଶି ପ୍ରଦାନ କରାଯାଇଥିଲା  । ଅତିଥିମାନଙ୍କୁ ବୈଷ୍ଣବ ପରିଡ଼ା ସ୍ମୃତିନ୍ୟାସ ପକ୍ଷରୁ ସମ୍ବର୍ଦ୍ଧିତ କରିଥିଲେ ସ୍ୱର୍ଗତ ବୈଷ୍ଣବ ପରିଡ଼ାଙ୍କ କନ୍ୟା ଶ୍ରୀମତୀ ଲୁନିତା ବାରିକ ଏବଂ ଧନ୍ୟବାଦ ଅର୍ପଣ କରିଥିଲେ ବୈଷ୍ଣବ ପରିଡ଼ା ସ୍ମୃତିନ୍ୟାସର ସଦସ୍ୟ ଶ୍ରୀଯୁକ୍ତ ବିଶ୍ୱନାଥ ବେହେରା  । ସହଯୋଗ କରିଥିଲେ ନୀଳମାଧବ ସାହୁ  । ଏହି ସମାରୋହରେ ବହୁ ବିଜ୍ଞ ବ୍ୟକ୍ତିବିଶେଷ ଯୋଗ ଦେଇଥିଲେ  ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version