• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ଼ ଜିଲ୍ଲା ସ୍କୁଲ୍ କଲେଜ ଶିକ୍ଷକ କର୍ମଚାରୀ ସମନ୍ଵୟ ସମିତି ତରଫରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ

Proprietor Abhimanyu Maharana by Proprietor Abhimanyu Maharana
February 18, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ଼ ଜିଲ୍ଲା ସ୍କୁଲ୍ କଲେଜ ଶିକ୍ଷକ କର୍ମଚାରୀ ସମନ୍ଵୟ ସମିତି ତରଫରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ
Share on FacebookShare on TwitterWhatsapp

୧୭  ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :- ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ ସମିତି ତରଫରୁ ରାଜ୍ୟ ସଂଗଠନ ର ନିଷ୍ପତ୍ତି କ୍ରମେ ଏକ ପାଞ୍ଚ ଦଫା ସମ୍ବଳିତ ଦାବିପତ୍ର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଙ୍କ ଉଦ୍ଦେଶ୍ୟରେ ନୟାଗଡ଼ ଜିଲାପାଳଙ୍କୁ ପ୍ରଦାନ କରାଗଲା। ଏହି ଦାବୀ ଗୁଡିକ ହେଉଛି 194 ବିଦ୍ୟାଳୟ କୁ ଅନୁଦାନ ପ୍ରଦାନ,

ନୂତନ ଅନୁଦାନପ୍ରାପ୍ତ ବେସରକାରୀ ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ମାନଙ୍କୁ ଅବସର ପରେ ପେନସନ ପ୍ରଦାନ, ସମସ୍ତ ସ୍କୁଲ କଲେଜ କୁ ସରକାରୀକରଣ,ଅବସର ବୟସ ସୀମା 62 ବର୍ଷକୁ ବୃଦ୍ଧି ,2004 ରୁ 2013 ମଧ୍ୟରେ ନିଯୁକ୍ତି ପାଇଥିବା ଶିକ୍ଷକ କୁ 6 ଟି notional increment ପ୍ରଦାନ ।

ନଚେତ୍ ଆଗାମୀ ମାର୍ଚ୍ଚ ଦ୍ଵିତୀୟ ସପ୍ତାହରେ ଏକ ଦୁର୍ବାର ଆନ୍ଦୋଳନ କରିବା ପାଇଁ ଚେତାବନୀ ଦେଇଛନ୍ତି। ଓଷ୍ଟା ର ରାଜ୍ଯ ସମ୍ପାଦକ ମାଣିକେଶ୍ଵର ସ୍ୱାଇଁ,ଜିଲ୍ଲା ଓଷ୍ଟା ସମ୍ପାଦକ ମାନସ କୁମାର ସାହୁ, ଜିଲ୍ଲା ଓଷ୍ଟା ସଭାପତି ଅଯୋଧ୍ୟା ନାଥ ନାୟକ, ଅଲୋଷ୍ଟାର ରାଜ୍ଯ ଯୁଗ୍ମ ସଂପାଦକ କବିରାଜ ବିଶ୍ଵାଳ,ରାଜ୍ୟ ଓଷ୍ଟାର ସଦସ୍ୟ ବିନାୟକ ପରିଡ଼ା,ବ୍ଲକ ସମ୍ପାଦକ ଅଭିମନ୍ୟୁ ମହାନ୍ତି ଓ ପ୍ରଭାକର ମିଶ୍ର ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନାଚୁଣୀ ଥାନାରେ କୈଶୋର ସମସ୍ୟା ନିରାକରଣ ସଚେତନତା ଶିବିର

ନାଚୁଣୀ ଥାନାରେ କୈଶୋର ସମସ୍ୟା ନିରାକରଣ ସଚେତନତା ଶିବିର

May 8, 2026
ଅଶୋକ ନଗର ଉଠାଦୋକାନୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ମାନବିକ ଅଧିକାର କମିଶନଙ୍କୁ ଦାବିପତ୍ର ପ୍ରଦାନ

ଅଶୋକ ନଗର ଉଠାଦୋକାନୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ମାନବିକ ଅଧିକାର କମିଶନଙ୍କୁ ଦାବିପତ୍ର ପ୍ରଦାନ

May 8, 2026
ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

May 8, 2026
ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

May 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନାଚୁଣୀ ଥାନାରେ କୈଶୋର ସମସ୍ୟା ନିରାକରଣ ସଚେତନତା ଶିବିର

ନାଚୁଣୀ ଥାନାରେ କୈଶୋର ସମସ୍ୟା ନିରାକରଣ ସଚେତନତା ଶିବିର

May 8, 2026
ଅଶୋକ ନଗର ଉଠାଦୋକାନୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ମାନବିକ ଅଧିକାର କମିଶନଙ୍କୁ ଦାବିପତ୍ର ପ୍ରଦାନ

ଅଶୋକ ନଗର ଉଠାଦୋକାନୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ମାନବିକ ଅଧିକାର କମିଶନଙ୍କୁ ଦାବିପତ୍ର ପ୍ରଦାନ

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version