• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ହନୁମାନ ଜିଉଙ୍କ ବିଗ୍ରହ ଏବଂ ମନ୍ଦିର ପ୍ରତିଷ୍ଠା ମହୋତ୍ସବ : ନାମ ଯଜ୍ଞ, ଘୃତ ଯଜ୍ଞ ଓ ଅନ୍ନ ଯଜ୍ଞରେ ସମଗ୍ର ଅଞ୍ଚଳ ପ୍ରକମ୍ପିତ

Proprietor Abhimanyu Maharana by Proprietor Abhimanyu Maharana
February 18, 2025
in Uncategorized
0
ହନୁମାନ ଜିଉଙ୍କ ବିଗ୍ରହ ଏବଂ ମନ୍ଦିର ପ୍ରତିଷ୍ଠା ମହୋତ୍ସବ : ନାମ ଯଜ୍ଞ, ଘୃତ ଯଜ୍ଞ ଓ ଅନ୍ନ ଯଜ୍ଞରେ ସମଗ୍ର ଅଞ୍ଚଳ ପ୍ରକମ୍ପିତ
Share on FacebookShare on TwitterWhatsapp

୧୮ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀ ଶ୍ରୀ ଶ୍ରୀ ମା’ ପାଟ୍ଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୂଲ୍ୟରେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟ୍ଟଖଣ୍ଡାଙ୍କ ମନ୍ଦିର ପରିସରରେ ଶ୍ରୀ ଶ୍ରୀ ଶ୍ରୀ ହନୁମାନ ଜିଉଙ୍କ ବିଗ୍ରହ ଏବଂ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ସମିତିର ସମ୍ପାଦକ ଶିବରାମ ପ୍ରଧାନୀ ଙ୍କ ନେତୃତ୍ୱରେ ଶନିବାର ଠାରୁ ଆରମ୍ଭ ହୋଇଛି l

ଏହି ଅବସରରେ ରୀତିନୀତି ଅନୁଯାଇ ନିୟମିତ ପୂଜାର୍ଚନା ଚାଲୁ ରହିଛି l ମଙ୍ଗଳବାର ସକାଳ ୯ ଘଣ୍ଟରୁ ନାମଯଜ୍ଞ ଆରମ୍ଭ ହୋଇଛି l ଅପରାହ୍ନରେ ଦେବତା ମହାସ୍ନାନ, ମଧ୍ୟ ରାତ୍ରୀରେ ଦେବତା ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା l ଏଥିରେ ପୁରୋହିତ ଭାବେ ପିତାମ୍ବର ରଥ,

ପୂର୍ଣ୍ଣ ଚନ୍ଦ୍ର ଶତପଥି, ରାମକୃଷ୍ଣ ଆଚାର୍ଯ୍ୟ, ନୀଳାଚଳ ମିଶ୍ର ଓ ସନ୍ତୋଷ ରଥ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟ ସୁଚାରୁ ରୂପେ ତୁଲାଇଥିଲେ l କର୍ତ୍ତା ଭାବେ ଲୋକନାଥ ପାଢ଼ୀ, ମଦନ ମୋହନ ପାଢ଼ୀ ଓ ପ୍ରମୋଦ କୁମାର ସାହୁ (ମୁନା) ନିଜ ନିଜର କାର୍ଯ୍ୟ ସମ୍ପାଦନା କରିଥିଲେ l

ଏହି ଅବସରରେ ସ୍ଥାନୀୟ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନ୍ନ ପ୍ରସାଦ ସେବନର ବ୍ୟବସ୍ଥା ମଧ୍ୟ କରାଯାଇଥିଲା l ୧୯ ତାରିଖ ବୁଧବାର ଦିନ ସକାଳ ୯ ଘଣ୍ଟ ରୁ କର୍ମାରମ୍ଭ, ଦେବତା ନଗର ଭ୍ରମଣ, ଶୁଭଲଗ୍ନରେ ଦେବତା ସିଂହାସନ ଆରୋହଣ, ଘୃତଯଜ୍ଞ ପୂର୍ଣ୍ଣାହୁତି ଏବଂ ନାମଯଜ୍ଞ ପୂର୍ଣାହୁତି,

ନଗର କିର୍ତ୍ତନ ସହ ଦ୍ୱିତୀୟ ଦିନ ପାଇଁ ସ୍ଥାନୀୟ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନ୍ନ ପ୍ରସାଦ ସେବନର ବ୍ୟବସ୍ଥା ମଧ୍ୟ କରାଯାଇଛି l ଏଣୁ ଅଞ୍ଚଳବାସୀ ଉକ୍ତ ଧର୍ମୀୟ କାର୍ଯ୍ୟକ୍ରମରେ ତନ, ମନ, ଧନ ପ୍ରଦାନ ପୂର୍ବକ ଭକ୍ତି କୃପା ଲାଭ କରିବା ପାଇଁ ସମିତି ତରଫରୁ ଅନୁରୋଧ କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026
ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

March 9, 2026
ବଲାଙ୍ଗିର ରେ ଓମ୍ ଏଣ୍ଟରପ୍ରାଇଜେସ୍ ର ନୂତନ ବ୍ରାଞ୍ଚ ଉଦଘାଟିତ

ବଲାଙ୍ଗିର ରେ ଓମ୍ ଏଣ୍ଟରପ୍ରାଇଜେସ୍ ର ନୂତନ ବ୍ରାଞ୍ଚ ଉଦଘାଟିତ

March 9, 2026
AIG Hospitals Launches South India’s First ZAP-X®️ Gyroscopic Neuro-Radiosurgery Platform, Transforming Brain Tumor Treatment into a Non-Invasive Day-Care Procedure

AIG Hospitals Launches South India’s First ZAP-X®️ Gyroscopic Neuro-Radiosurgery Platform, Transforming Brain Tumor Treatment into a Non-Invasive Day-Care Procedure

March 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026
ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

March 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version