• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବୟନଜ୍ୟୋତି ଯୋଗାଣ ଓ କର୍ମଶାଳା ନିର୍ମାଣ କାର୍ଯ୍ୟାଦେଶ ପ୍ରଦାନ

Proprietor Abhimanyu Maharana by Proprietor Abhimanyu Maharana
February 18, 2025
in ଓଡ଼ିଶା, ଗଜପତି, ଗଞ୍ଜାମ, ହୋମ୍
0
ବୟନଜ୍ୟୋତି ଯୋଗାଣ ଓ କର୍ମଶାଳା ନିର୍ମାଣ କାର୍ଯ୍ୟାଦେଶ ପ୍ରଦାନ
Share on FacebookShare on TwitterWhatsapp

୧୮ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ :- ରାଜ୍ୟରେ କାର୍ଯ୍ୟରତ ବୁଣାକାରଙ୍କୁ ସ୍ବାବଲମ୍ବୀ ଓ ସେମାନଙ୍କ ଆର୍ଥିକ ମାନଦଣ୍ଡରେ ଅଭିବୃଦ୍ଧି ନିମନ୍ତେ ରାଜ୍ୟ ସରକାର ବହୁ କଲ୍ୟାଣକାରୀ ଯୋଜନା କାର୍ଯ୍ୟକାରୀ କରିଛନ୍ତି । ସେମାନଙ୍କ ଅଭାବ ଅସୁବିଧାକୁ ଦୃଷ୍ଟି ଦେଇ ବିଭିନ୍ନ ପ୍ରକାର ସହାୟତା ମଧ୍ୟ ଯୋଗାଇ ଦେଉଛନ୍ତି । ଏହି ପରିପ୍ରେକ୍ଷୀରେ ଶେରଗଡ଼ ବ୍ଲକ ପିତଳ ଗ୍ରାମରେ ଅବସ୍ଥାପିତ ପିତଳ ତନ୍ତୁବାୟ ସହଯୋଗ ସମିତି ଲିଃ ର ୨୮ଜଣ ବୁଣାକାରଙ୍କୁ ମୁଖ୍ୟମନ୍ତ୍ରୀ ବୟନ ଜ୍ୟୋତି ଯୋଜନାରେ ବୟନ ଜ୍ୟୋତି ଯୋଗାଣ ଓ ୪ ଜଣ ହିତାଧିକାରୀଙ୍କୁ କର୍ମଶାଳା ନିର୍ମାଣ ଯୋଜନାରେ ସାମିଲ କରାଯାଇଛି ।

ମଙ୍ଗଳବାର ସମିତିର ନୂତନ କୋଠା ପରିସରରେ ମୁଖ୍ୟମନ୍ତ୍ରୀ ବୟନ ଜ୍ୟୋତି ଯୋଜନାର ହିତାଧିକାରୀଙ୍କୁ ବୟନ ଜ୍ୟୋତି ଯୋଗାଣ ଓ କର୍ମଶାଳା ନିର୍ମାଣ କାର୍ଯ୍ୟାଦେଶ ପତ୍ର ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସମିତି ସଭାନେତ୍ରୀ କେ.ତେଜେଶ୍ୱରୀ ପାତ୍ରଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ବ୍ରହ୍ମପୁର ସ୍ଥିତ ବୟନ ଶିଳ୍ପ ବିଭାଗର ବୟନ ନୀରିକ୍ଷକ ପ୍ରତାପ କୁମାର ପଣ୍ଡିତ, ବୈଷୟିକ ସହାୟକ ଦିଲ୍ଲୀପ ପ୍ରସାଦ ଦାସ, ଯୁବ ସମାଜସେବା ପିଙ୍କୁ ପରିଡ଼ା, ଉପ ସଭାପତି ଟି.ଲିଙ୍ଗରାଜ, ନିର୍ଦ୍ଦେଶକ କେ.ଗଣେଶ, ଜି.ଲିଙ୍ଗରାଜ ଓ ଏ.ମାଲେଶୁ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ ।

ଅତିଥି ମାନେ ଉପସ୍ଥିତ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ପତ୍ର ପ୍ରଦାନ କରିଥିଲେ। ବୁଣାକାମ ବେଳେ ବିଜୁଳି ବ୍ୟାହତ ଓ କର୍ମଶାଳା ଅଭାବରୁ ସୃଷ୍ଟି ହେଉଥିବା ଅଭାବ ଜନିତ ପରିସ୍ଥିତିରୁ ଉପକୃତ ହେବା ପାଇଁ ମୁଖ୍ୟମନ୍ତ୍ରୀ ବୟନ ଜ୍ୟୋତି ଯୋଜନାରେ ବୟନ ଜ୍ୟୋତି ଯୋଗାଣ ଓ କର୍ମଶାଳା ନିର୍ମାଣ ଆଦେଶନାମା ପତ୍ର ପାଇ ହିତାଧିକାରୀ ମାନେ ଅତ୍ୟନ୍ତ ଖୁସି ଅନୁଭବ କରିଥିଲେ। ଆଗାମୀ ଦିନରେ ପିତଳ ଗ୍ରାମରେ କାର୍ଯ୍ୟରତ ଓ ବୁଣାକାର ଓ ବୁଣା କାର୍ଯ୍ୟରେ ସହଯୋଗ କରୁଥିବା ବୁଣାକାରଙ୍କୁ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରିବା ଆମର ଲକ୍ଷ୍ୟ ରହିଛି ବୋଲି ସଭାନେତ୍ରୀ ପ୍ରତିକ୍ରିୟା ରଖିଛନ୍ତି। ସମ୍ପାଦକ ସୂର୍ଯ୍ୟ ନାରାୟଣ ମହାରଣା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ସୂଚନାଯୋଗ୍ୟ ଯେ ପୁର୍ବରୁ ଏହି ଯୋଜନାରେ ପିତଳ ଗ୍ରାମର କାର୍ଯ୍ୟରତ ୫୭ ଜଣ ବୁଣାକାରଙ୍କୁ ଇନଭେର୍ଟର ପ୍ରଦାନ କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

April 26, 2026
ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026
ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

April 26, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

April 26, 2026
ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version