• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସ୍ଵର୍ଗତଃ ଦୁର୍ଯ୍ଯୋଧନ ପ୍ରଧାନଙ୍କର ସ୍ମୃତି ଉଦ୍ଦେଶ୍ୟରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ

Proprietor Abhimanyu Maharana by Proprietor Abhimanyu Maharana
February 20, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ସ୍ଵର୍ଗତଃ ଦୁର୍ଯ୍ଯୋଧନ ପ୍ରଧାନଙ୍କର ସ୍ମୃତି ଉଦ୍ଦେଶ୍ୟରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ
Share on FacebookShare on TwitterWhatsapp

୨୦ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ବର/ନୂଆଦିଲ୍ଲୀ  :- ଦିଲ୍ଲୀର ବିଖ୍ୟାତ ଉଦ୍ୟୋଗପତି ଓ ସ୍ୱନାମଧନ୍ୟ ସମାଜସେବୀ ଦୁର୍ଯ୍ଯୋଧନ ପ୍ରଧାନଙ୍କର ସ୍ମୃତି ଉଦ୍ଦେଶ୍ୟରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ସ୍ଵର୍ଗତଃ ପ୍ରଧାନଙ୍କର ବିୟୋଗର ଏକାଦଶ ତିଥି ଉପଲକ୍ଷେ ଭୁବନେଶ୍ବରର ଏ. ଏ କନଭେନସନ ଏବଂ ଦିଲ୍ଲୀର ହାଉଜଖାସ୍ ଜଗନ୍ନାଥ ମନ୍ଦିର ପରିସରରେ ବୁଧବାର ଫେବୃଆରୀ ୧୯ ତାରିଖ ଦିନ ଆୟୋଜିତ ଏକାଦଶ ଉତ୍ସବରେ ତାଙ୍କର ଶତାଧିକ ପରିବାର ସଦସ୍ୟ, ବନ୍ଧୁବାନ୍ଧବ ଏବଂ ପ୍ରଶଂସକ ଯୋଗ ଦେଇଥିବା ଦେଖାଯାଇଥିଲା ।

ଏହି ଅବସରରେ ଉପସ୍ଥିତ ବହୁ ବିଶିଷ୍ଟ ବ୍ୟକ୍ତି ସ୍ଵର୍ଗତଃ ପ୍ରଧାନଙ୍କର ଆଦର୍ଶ ଜୀବନ, ଉତ୍କର୍ଷ ଦର୍ଶନ ଏବଂ ଉତ୍ସର୍ଗୀକୃତ ସମାଜସେବାର ଅମ୍ଲାନ ସ୍ମୃତି ଚାରଣ କରିବା ସହିତ ତାଙ୍କର ଅମର ଆତ୍ମାର ସଦ୍ଗତି ଓ ଚିରଶାନ୍ତି କାମନା କରିଥିଲେ । ସ୍ଵର୍ଗତଃ ପ୍ରଧାନ ଏକାଧାରରେ ଜଣେ ଧର୍ମପରାୟଣ, କର୍ତ୍ତବ୍ୟନିଷ୍ଠ, ନିଷ୍ଠାପର, ମିଷ୍ଟଭାଷୀ, ଦରଦୀ, ପରୋପକାରୀ ତଥା ସର୍ବୋପରି ଜଣେ ସର୍ବଗୁଣ ସମ୍ପନ୍ନ ମଣିଷ ଥିଲେ। ଦିଲ୍ଲୀ ଓ ଜାତୀୟ ରାଜଧାନୀ କ୍ଷେତ୍ରର ବହୁ ସାମାଜିକ, ସାଂସ୍କୁତିକ,

ଧାର୍ମିକ ଓ ଦାତବ୍ୟ ଅନୁଷ୍ଠାନ ସହିତ ସେ ଜୀବନର ଶେଷ ପର୍ଯ୍ୟନ୍ତ ସକ୍ରିୟ ଭାବେ ଜଡ଼ିତ ରହି ଆସିଥିଲେ । ନୂଆଦିଲ୍ଲୀର ହାଉଜଖାସ୍ ଜଗନ୍ନାଥ ମନ୍ଦିରକୁ ପରିଚାଳନା କରୁଥିବା ଶ୍ରୀ ନୀଳାଚଳ ସେବାସଙ୍ଘ ଏବଂ ଛତରପୁରଠାରେ ଠାକୁର ନିଗମାନନ୍ଦଙ୍କର ଆଶ୍ରମ ସ୍ଥାପନା କରିଥିବା ଦିଲ୍ଲୀ ସାରସ୍ବତ ସଙ୍ଘର ସ୍ଵର୍ଗତଃ ପ୍ରଧାନ ଯଥା କ୍ରମେ ପ୍ରତିଷ୍ଠାତା ସମ୍ପାଦକ ଓ ସଭାପତି ଥିଲେ ।

ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଓ ରାଜୀବ ଗାନ୍ଧୀଙ୍କର ଖୁବ ଅନ୍ତରଙ୍ଗ ଥିବା ସ୍ଵର୍ଗତଃ ପ୍ରଧାନ ଦୀର୍ଘ କାଳ ଧରି ଗାନ୍ଧୀ ପରିବାରର ବାସଗୃହ ଏବଂ ଫାର୍ମ ହାଉସର ରକ୍ଷଣାବେକ୍ଷଣ କାର୍ଯ୍ୟକୁ ତଦାରଖ କରୁଥିଲେ। ଶ୍ରୀ ପ୍ରଧାନଙ୍କର ନିମନ୍ତ୍ରଣ କ୍ରମେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ହାଉଜଖାସ୍ ମନ୍ଦିରର ରଥଯାତ୍ରାରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ସାଧାରଣରେ ଡିଡି ପ୍ରଧାନ ନାମରେ ବେଶ୍ ଲୋକପ୍ରିୟ, ସ୍ଵର୍ଗତଃ ପ୍ରଧାନଙ୍କର ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ମଦନଲାଲ ଖୁରାନା, ସାହିବ ସିଂ ବର୍ମା, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ଓ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ବିଶ୍ୱ ଭୂଷଣ ହରିଚନ୍ଦନଙ୍କ ସହିତ ଖୁବ ଘନିଷ୍ଠ ସମ୍ପର୍କ ରହିଥିଲା ।

ଶ୍ରୀ ପ୍ରଧାନଙ୍କର ପରଲୋକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ, କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମ, ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ଗଭୀର ଶୋକ ପ୍ରକାଶ କରିଛନ୍ତି। ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଥିବା ଅନ୍ୟ ବରେଣ୍ୟ ବ୍ଯକ୍ତିମାନଙ୍କ ମଧ୍ୟରେ ରାଜ୍ଯ ମନ୍ତ୍ରୀ, ପୃଥୀରାଜ ହରିଚନ୍ଦନ, ସମ୍ପଦ ସ୍ଵାଇଁ, ବିଧାୟକ ବାବୁ ସିଂହ, ପୋଲିସ ଡିଜି ୱାଇ.ବି ଖୁରାନିଆ, ବରିଷ୍ଠ ରାଜନେତା ବ୍ରଜ କିଶୋର ତ୍ରିପାଠୀ, ଦେବୀ ପ୍ରସାଦ ମିଶ୍ର, ସୁରେଶ ଚନ୍ଦ୍ର ରାଉତରାୟ, ଗଣେଶ୍ଵର ବେହେରା, ଅତନୁ ସବ୍ୟସାଚୀ ନାୟକ, ପ୍ରସାଦ ହରିଚନ୍ଦନ,ସିଦ୍ଧାନ୍ତ ମହାପାତ୍ର, ପ୍ରିୟଦର୍ଶୀ ମିଶ୍ର, ରୋଜାଲିନ ପାଟ୍ଟଶାଣି, ଶୋଭନୀୟ ଆନ୍ଦୋଳନର ମୁଖ୍ୟ ଡଃ ଅରୁନ୍ଧତୀ ଦେବୀ, ୱାର୍ଲଡ ଓଡ଼ିଶା ସୋସାଇଟିର ଅଧ୍ୟକ୍ଷ କିଶୋର ଦ୍ଵିବେଦୀ, ସିଲଭର ଗାନ୍ଧୀ ମୋହନ ମହାପାତ୍ର,

ଯାଜପୁର ସାଂସଦ ଡଃ ରବୀନ୍ଦ୍ର ନାରାୟଣ ବେହେରା, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତଗତ ସଚିବ ମନୋଜ ସାହୁ, କର୍ପୋରେଟ ପରାମର୍ଶ ଦାତା ରମେଶ ସାହୁ, ଉଦୟ ଇଣ୍ଡିଆର ସମ୍ପାଦକ ଦୀପକ ରଥ,ସୁନୀତି ମୁଣ୍ଡ, କୁଳମଣି ବିଶ୍ଵାଳ, ସମ୍ବିତ ତ୍ରିପାଠୀ, ପରମାତ୍ମା ଦାସ, ପବିତ୍ର ମହାରଥା, ମନୋଜ ନାୟକ, ରୀତା ପାତ୍ର, ବାଳକୃଷ୍ଣ ପଣ୍ଡା,ପ୍ରବୋଧ ସାମନ୍ତରା ଏବଂ କାବେରୀ ବେହେରା ପ୍ରମୁଖ ଅନ୍ତର୍ଭୁକ୍ତ ଥିଲେ। ଏହି ଅବସରରେ ପ୍ରସିଦ୍ଧ ଗାୟିକା ଜୟଶ୍ରୀ ଧଳଙ୍କ ଦ୍ୱାରା ସ୍ବର୍ଗତଃ ପ୍ରଧାନଙ୍କର ସ୍ମୃତି ଉଦ୍ଦେଶ୍ୟରେ ପ୍ରସ୍ତୁତ ଏକ ସାଙ୍ଗୀତିକ ଭିଡିଓ ପରିବେଷଣ କରାଯାଇଥିଲା I ସ୍ବର୍ଗତଃ ଆତ୍ମାଙ୍କର ସ୍ମରଣରେ ଏକ ସ୍ମରଣିକା ମଧ୍ୟ ଉନ୍ମୋଚନ କରାଯାଇଥିଲା I

ଦିଲ୍ଲୀଠାରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସମାବେଶରେ ଉପସ୍ଥିତ ଥିବା ମାନ୍ୟଗଣ୍ୟ ବ୍ୟକ୍ତିମାନଙ୍କ ମଧ୍ୟରେ ଜୟରାମ ସାମଲ, ଶରତ ନନ୍ଦ, ଗଜେନ୍ଦ୍ର ସାମନ୍ତ, ଅଶୋକ ପ୍ରଧାନ, କ୍ଷୀରୋଦ ପାତ୍ର, ଡଃ ଅଶୋକ ଚୌଧୁରୀ, ଦିଲ୍ଲୀପ ସ୍ଵାଇଁ ,ରବି ପାଣି , ଅବନୀ ସାହୁ, ଗୋବର୍ଦ୍ଧନ ଧଳ,ପ୍ରଦୀପ୍ତ ସାହୁ, ଅଭୟ ପ୍ରଧାନ, ଅଜୟ ପ୍ରଧାନ, ସଞ୍ଜୟ ମିଶ୍ର, ଅଶୋକ ପ୍ରଧାନ (ଖ), ପ୍ରଦୀପ ସ୍ୱାଇଁ, ଦିଲ୍ଲୀପ ରାଉତ, ରଙ୍କନିଧି ସାହୁ, ସନ୍ତୋଷ ରାଉତ, ବିମଳ ପଣ୍ଡା ଏବଂ ସ୍ଵର୍ଣ୍ଣପ୍ରଭା ପତି ପ୍ରମୁଖ ସାମିଲ ଥିଲେ । ଏ.ଏ କନଭେନସନଠାରେ ଆୟୋଜିତ ଏକାଦଶ ଉତ୍ସବକୁ ସୂଚାରୁ ରୂପେ ଆୟୋଜନ ଓ ସଫଳତାର ସହିତ ସମାପନ କରିବାରେ ସ୍ଵର୍ଗତଃ ପ୍ରଧାନଙ୍କର ତିନି ସୁପୁତ୍ର ରବୀନ୍ଦ୍ରନାଥ,

ରମାକାନ୍ତ ଓ ହେମାକାନ୍ତ ମୁଖ୍ୟ ଭୂମିକା ନିର୍ବାହ କରିଥିଲେ । ସେମାନଙ୍କୁ ସହଯୋଗ କରିଥିବା ପରିବାର ସଦସ୍ୟମାନଙ୍କ ମଧ୍ୟରେ ଦୁଇ ଝିଅ କନକଲତା ପାତ୍ର ଓ ବିଦୁଲତା ଜେନା, ତିନି ବୋହୂ ସବିତା ପ୍ରଧାନ, ରୁନୁ ପ୍ରଧାନ ଏବଂ ଶାଳିନୀ ପ୍ରଧାନ, ଜ୍ୱାଇଁ ପ୍ରଶାନ୍ତ କୁମାର ପାତ୍ର, ନାତି ନାତୁଣୀ, ଅଣନାତି ଅଣନାତୁଣୀ ଯଥା :- ସିଦ୍ଧାର୍ଥ ପ୍ରଧାନ, ଶେଖର ପ୍ରଧାନ, ସଞ୍ଚିତ ପ୍ରଧାନ, ସୌରଭ ପ୍ରଧାନ, ପ୍ରୀତି ପହି, ସ୍ୱାତୀ ପାତ୍ର, ସଂଘମିତ୍ରା ବିଶ୍ଵାଳ, ଗାୟତ୍ରୀ ପ୍ରଧାନ, ନିବେଦିତା ଜେନା, ମେହେକ ପ୍ରଧାନ, ଚାର୍ବି, ଚାର୍ବିକ, ଶ୍ରେୟଶ୍ରୀ, ମାଲବିକ, ଆଂଶିକା, ଲାବଣ୍ୟ, ନାତୁଣୀ ବୋହୂ ରିସ୍କି ପ୍ରିୟା ପ୍ରଧାନ ଏବଂ ନାତୁଣୀ ଜ୍ୱାଇଁ ରବୀନ ଗୋଚ୍ଛୱାଲ ପ୍ରମୁଖ ସାମିଲ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version