• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଧାନସଭାରେ ଉଠିଲା କଟକ ବାଲିଯାତ୍ରାରେ ଅବ୍ୟବସ୍ଥା ପ୍ରସଙ୍ଗ

Proprietor Abhimanyu Maharana by Proprietor Abhimanyu Maharana
February 21, 2025
in ଓଡ଼ିଶା, କଟକ, ଖୋର୍ଦ୍ଧା, ମହାନଗର, ହୋମ୍
0
ବିଧାନସଭାରେ ଉଠିଲା କଟକ ବାଲିଯାତ୍ରାରେ ଅବ୍ୟବସ୍ଥା ପ୍ରସଙ୍ଗ
Share on FacebookShare on TwitterWhatsapp

ଏ ସମସ୍ତ ପ୍ରସଙ୍ଗରେ ଉତ୍ତର ରଖିଥିଲେ ବିଭାଗୀୟ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ।

୨୧ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର  :- ବିଧାନସଭାରେ ଉଠିଲା କଟକ ବାଲିଯାତ୍ରାରେ ଅବ୍ୟବସ୍ଥା ପ୍ରସଙ୍ଗ । ମାହାଙ୍ଗାର ବିଜେପି ନେତା ତଥା ସ୍ଵାଧୀନ ବିଧାୟକ ଶାରଦା ପ୍ରଧାନ ଗତବର୍ଷ ବାଲିଯାତ୍ରାରେ ଜିଲ୍ଲା ପ୍ରଶାସନର ଅବ୍ୟବସ୍ଥା ନେଇ ଅଭିଯୋଗ ଉଠାଇଥିଲେ । ଗଣକବି ବୈଷ୍ଣବ ପାଣି ମଞ୍ଚରେ ରେକର୍ଡ଼ ଡାନ୍ସ ହୋଇଥିବାରୁ ସେ ଆପତ୍ତି ଉଠାଇଥିଲେ । ଏହା ଓଡ଼ିଆ ଅସ୍ମିତା ପ୍ରତି ଅପମାନ । ଏପରିକି କଟକ ଜିଲ୍ଲାର ବିଧାୟକ ହୋଇଥିବା ସତ୍ତ୍ୱେ ତାଙ୍କୁ ଉପେକ୍ଷିତ କରାଯାଇଥିବା ସେ ଅଭିଯୋଗ କରିଛନ୍ତି । ନିଲାମ ପ୍ରକ୍ରିୟା ବି ସ୍ୱଚ୍ଛ ନଥିଲା । ଏହାର ଯାଞ୍ଚ ପାଇଁ ସେ ଦାବି କରିଛନ୍ତି ।

କଟକ ବାରବାଟୀ ବିଧାୟକ ସୋଫିଆ ଫିର୍ଦୋସ ମଧ୍ୟ ନିଲାମ ପ୍ରକ୍ରିୟାକୁ ନେଇ ଆପତ୍ତି ଉଠାଇଥିଲେ । ଏହାକୁ ଉଛେଦ କରିବାକୁ ସେ ଦାବି ଉଠାଇଲେ । ନିଲାମ ପ୍ରକ୍ରିୟା ବନ୍ଦ ନହେଲେ ବାଲିଯାତ୍ରାର ମାନ ହ୍ରାସ ପାଉଛି । ଅନ୍ୟପଟେ ବାଙ୍କୀ ବିଧାୟକ ଦେବୀରଂଜନ ତ୍ରିପାଠୀ ବାଲିଯାତ୍ରାରେ ତାରକସି ଷ୍ଟଲକୁ ସ୍ଥାନ ଓ ଜାତୀୟ ମାନ୍ୟତା ପାଇଁ ଦାବି କରିଛନ୍ତି । ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ନେଇ ବହୁ ଉଦ୍ୟମ କରିଥିଲେ । ଏ ସମସ୍ତ ପ୍ରସଙ୍ଗରେ ଉତ୍ତର ରଖିଥିଲେ ବିଭାଗୀୟ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଆଗକୁ ତାରକସି ଷ୍ଟଲ ପାଇଁ ବ୍ୟବସ୍ଥା ହେବ ।

ହେଲେ ଜାତୀୟ ମାନ୍ୟତା ଦେବା UNESCOର କାମ । ବାଲିଯାତ୍ରାକୁ UNESCO କିପରି ଜାତୀୟ ମାନ୍ୟତା ମିଳିବ ସେନେଇ ଏକ ବିଶେଷଜ୍ଞ ଟିମ UNESCO ସହ ଯୋଗାଯୋଗରେ ଅଛନ୍ତି । ଆଗକୁ ଜାତୀୟ ମାନ୍ୟତା ମିଳିବାର ଆଶା ରଖାଯାଇଛି । ବାଲିଯାତ୍ରାରେ ଓଡ଼ିଆ ସଂସ୍କୃତି ଓ ଭାଷା ବିଭାଗର ସିଧା ସଳଖ ହସ୍ତକ୍ଷେପ ରହେନି । ଆୟ ବ୍ୟାୟର ହିସାବ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଗଠିତ ଜିଲ୍ଲା ସଂସ୍କୃତିକ ପରିଷଦ ରଖେ ।

ଜିଲ୍ଲାପାଳଙ୍କ ତଥ୍ୟ ଅନୁସାରେ ୨୦୨୪ ବାଲିଯାତ୍ରାରେ ୨୪୩୮ ଷ୍ଟଲ ଆବଣ୍ଟନ ହୋଇଥିଲା । ଏଥିରୁ ୧୧୮୮ ନିଲାମ ଓ ୧୨୫୦ ସ୍ଥିରୀକୃତ ଦର ମାଧ୍ୟମରେ ଆବଣ୍ଟନ କରାଯାଇଥିଲା । ପ୍ରୟୋଜକ ଓ ଅନ୍ୟ ମାଧ୍ୟମରେ ୬ କୋଟି ୩୮ ଲକ୍ଷ ୨୬ ହଜାର ୪୪୬ ଟଙ୍କା ଆଦାୟ ହୋଇଥିଲା । ବିଭିନ୍ନ ପ୍ରସଙ୍ଗ ନେଇ ଜିଲ୍ଲା ସାଂସ୍କୃତିକ ପରିଷଦ ସହ ଆଲୋଚନା କରିବାର ପ୍ରତିଶୃତି ଦେଇଛନ୍ତି । ବାଲିଯାତ୍ରା ସହ ଜଡିତ ବିଭିନ୍ନ ବିଭାଗ ସହ ଆଲୋଚନା କରି ଏହାର ତର୍ଜମା କରାଯିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

June 28, 2026
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version