• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜଙ୍ଗଲ ଜମିରେ ନିର୍ମିତ ବେଆଇନ ପଂଚାୟତ ଅଫିସକୁ ଭାଙ୍ଗିବା ଲାଗି ନିର୍ଦ୍ଦେଶ ଦେଲେ ଜାତୀୟ ଗ୍ରୀନ୍ ଟ୍ରିବୁନାଲ୍

Proprietor Abhimanyu Maharana by Proprietor Abhimanyu Maharana
February 27, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଜଙ୍ଗଲ ଜମିରେ ନିର୍ମିତ ବେଆଇନ ପଂଚାୟତ ଅଫିସକୁ ଭାଙ୍ଗିବା ଲାଗି ନିର୍ଦ୍ଦେଶ ଦେଲେ ଜାତୀୟ ଗ୍ରୀନ୍ ଟ୍ରିବୁନାଲ୍
Share on FacebookShare on TwitterWhatsapp

୨୬ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ରଣପୁର ବ୍ଲକ  :- ନୟାଗଡ ଜିଲ୍ଲା ରଣପୁର ବ୍ଲକ ଝାଡପଡା ପଂଚାୟତରେ ଜଙ୍ଗଲ ଜମି ଉପରେ ବେଆଇନ ଭାବେ ନିର୍ମାଣ କରାଯାଇଥିବା ପଂଚାୟତ ଗୃହକୁ ହଟାଇବା ପାଇଁ ଜାତୀୟ ଗ୍ରୀନ୍ ଟ୍ରିବୁନାଲ୍ ରାଜ୍ଯ ସରକାରଙ୍କୁ ନିର୍ଦେଶ ଦେଇଛନ୍ତି. ପୂର୍ବରୁ ଏହି ଘଟଣାର ତଦନ୍ତ ପାଇଁ ନୟାଗଡ ଜିଲ୍ଲାପାଳ, ଖୋର୍ଦ୍ଧା ଡିଏଫଓ ଓ ରାଜ୍ଯ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଜଣେ ବୈଜ୍ଞାନିକଙ୍କୁ ନେଇ ତିନି ଜଣିଆ କମିଟି ଗଠନ କରାଯାଇଥିଲା. ଏହି ମାମଲାରେ ରାଜ୍ଯ ସରକାର, ରାଜ୍ଯ ଓ କେନ୍ଦ୍ର ପରିବେଶ ଓ ଜଙ୍ଗଲ ବିଭାଗ, ରାଜସ୍ଵ ବିଭାଗ ସଚିବ, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ନୟାଗଡ ଜିଲ୍ଲାପାଳ, ନୟାଗଡ ଏସପି, ରଣପୁର ତହସିଲଦାର, ଝାଡପଡା ପଂଚାୟତ,

ସରପଞ୍ଚ ଓ ଅନ୍ଯ ଜଣେ ବ୍ଯକ୍ତି ଙ୍କୁ ନୋଟିସ ଜାରି ହୋଇଥିଲା . ଝାଡପଡା ଗାଁର ନିତ୍ଯାନନ୍ଦ ଜେନା କିଛି ବର୍ଷ ତଳେ ସେହି ମୌଜାର ଖାତା ନମ୍ବର ୩୮୭ , ପ୍ଲଟ ନମ୍ବର ୧୭୯୩ ରେ ବେଆଇନ ଭାବେ ଏକ ଗୃହ ନିର୍ମାଣ କରିଥିଲେ . କାରଣ ଏହି ଜମିର ସାବିକ କିସମ ଜଙ୍ଗଲ ଥିବାରୁ ଏଠାରେ ବିନା ଅନୁମତିରେ କୌଣସି ନିର୍ମାଣ କାର୍ଯ୍ଯ କରିହେବ ନାହିଁ କିମ୍ବା ଏହି ଜମି କାହାକୁ ହସ୍ତାନ୍ତର କରାଯାଇପାରିବ ନାହିଁ. ଏହା ପରେ ସେହି ଘରକୁ ଝାଡପଡା ପଞ୍ଚାୟତ ଅଫିସ ଭାବେ ବ୍ଯବହାର କରାଗଲା . ଝାଡପଡା ପଞ୍ଚାୟତ ପକ୍ଷରୁ ସେହି ଖାତା ନମ୍ବରରେ ଥିବା ପ୍ଲଟ ନମ୍ବର ୧୭୯୫କୁ ପଞ୍ଚାୟତ ନାମରେ ହସ୍ତାନ୍ତର କରିବାକୁ ରଣପୁର ତହସିଲ ନିକଟରେ ଆବେଦନ କରିଥିଲେ .

କିନ୍ତୁ ତହସିଲଦାର ଏହାକୁ ଖାରଜ କରିଥିଲେ . ପଞ୍ଚାୟତ ପକ୍ଷରୁ ପରେ ଉପ-ଜିଲ୍ଲାପାଳଙ୍କ ନିକଟରେ ଆବେଦନ କରାଯାଇଥିଲା . ତାହା ମଧ୍ଯ ଖାରଜ ହେଲା . ଏହି ଜମିର ସାବିକ କିସମ ଜଙ୍ଗଲ ହୋଇଥିବାରୁ ଏହା ହସ୍ତାନ୍ତର କରାଯାଇପାରିବ ନାହିଁ ବୋଲି ଉପ-ଜିଲ୍ଲାପାଳ ତାଙ୍କ ନିର୍ଦ୍ଦେଶରେ କହିଥିଲେ . ଏହା ବିରୋଧରେ ପଞ୍ଚାୟତ ଓଡିଶା ହାଇକୋର୍ଟରେ ମଧ୍ଯ ଅପିଲ କରିଥିଲେ . ତାହା ମଧ୍ଯ ଖାରଜ ହୋଇଥିଲା . ପଞ୍ଚାୟତ ଅଫିସ ପାଇଁ ଆଉ ଏକ ଉପଯୁକ୍ତ ଯାଗା ଚୟନ କରିବାକୁ ହାଇକୋର୍ଟ ପ୍ରସ୍ତାବ ଦେଇଥିଲେ .

କିନ୍ତୁ ପଞ୍ଚାୟତ ପକ୍ଷରୁ ପ୍ଲଟ ନମ୍ବର ୧୭୯୩ ରେ ଥିବା ଘର ପାଖରେ ଆଉ ଏକ ଗୃହ ନିର୍ମାଣ କରିବାକୁ ଉଦ୍ଯମ କରିବାରୁ ଗ୍ରାମବାସୀ ବିରୋଧ କରିଥିଲେ . ଏହାକୁ ନେଇ ଝାଡପଡା ଗ୍ରାମର ବାସିନ୍ଦା ରବିନ୍ଦ୍ର ପ୍ରଧାନ ଏନଜିଟି ନିକଟରେ ମାମଲା କରିଥିଲେ. ଏନଜିଟି ନିର୍ଦେଶରେ ଗଠନ ହୋଇଥିବା କମିଟି ତଦନ୍ତ କରି ଜଙ୍ଗଲ ଜମି ଉପରେ ନିର୍ମାଣ କରାଯାଇଥିବା ରିପୋର୍ଟ ଦେଇଥିଲେ. ରାଜ୍ଯ ସରକାର ମଧ୍ଯ ଏହି ରିପୋର୍ଟ ଅନୁସାରେ କାର୍ଯ୍ଯାନୁଷ୍ଠାନ ହେବା ଆବଶ୍ଯକ ବୋଲି କହିଥିଲେ. ଏହି ଆଧାରରରେ ଜଙ୍ଗଲ ଜମି ଉପରେ ବେଆଇନ ନିର୍ମାଣକୁ ଭାଙ୍ଗିବା ସହ ନୂତନ ନିର୍ମାଣ ଉପରେ ରୋକ ଲଗାଇବାକୁ ଏନଜିଟି ନିର୍ଦେଶ ଦେଇଛନ୍ତି. ଏକ ମାସ ମଧ୍ଯରେ ଏହି ବେଆଇନ ଘରକୁ ଭାଙ୍ଗିବା ଲାଗି ନୟାଗଡ ଜିଲ୍ଲାପାଳଙ୍କୁ ଟ୍ରିବୁନାଲ୍ ନିର୍ଦ୍ଦେଶ ଦେଇଛନ୍ତି. ଆବେଦନକାରୀଙ୍କ ପକ୍ଷରୁ ଓଡିଶା ହାଇକୋର୍ଟର ଆଇନଜୀବୀ ଶ୍ରୀ ଅଖଣ୍ଡ ଏହି ମାମଲା ପରିଚାଳନା କରୁଥିଲେ.

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

May 8, 2026
ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

May 7, 2026
Taneira celebrates Savitri Vrata with the Inaya collection and exclusive festive offers

ସାବିତ୍ର ଉପଲକ୍ଷେ ତନେଇରା ପକ୍ଷରୁ ‘ଇନାୟା’ କଲେକ୍ସନ : ଆକର୍ଷଣୀୟ ଅଫର ପାଇବେ ଗ୍ରାହକ

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version