• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବନ୍ଧୁକ ମୁନରେ ଲୁଟ : ସ୍ୱାମୀଙ୍କୁ ବାନ୍ଧିଲେ ସ୍ତ୍ରୀ ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ୮ ଭରି ସୁନା ଅଳଙ୍କାର ଓ ଲକ୍ଷାଧିକ ଟଙ୍କା – ଦୋକାନ ବଜାର ବନ୍ଦ, ରାସ୍ତାରୋକ

Proprietor Abhimanyu Maharana by Proprietor Abhimanyu Maharana
February 28, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
ବନ୍ଧୁକ ମୁନରେ ଲୁଟ : ସ୍ୱାମୀଙ୍କୁ ବାନ୍ଧିଲେ ସ୍ତ୍ରୀ ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ୮ ଭରି ସୁନା ଅଳଙ୍କାର ଓ ଲକ୍ଷାଧିକ ଟଙ୍କା – ଦୋକାନ ବଜାର ବନ୍ଦ, ରାସ୍ତାରୋକ
Share on FacebookShare on TwitterWhatsapp

୨୭ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ଅଞ୍ଚଳ ଚୋରଙ୍କ ଆତଙ୍କ ଦିନକୁ ଦିନ ବୃଦ୍ଧି ପାଉଛି l ବାରମ୍ବାର ଚୋରୀ, ଡକାୟତି, ଲୁଟତରାଜ, ରାହାଜାନି କରି ସିଧାସଳଖ ସ୍ଥାନୀୟ ପୋଲିସ କୁ ଚାଲେଞ୍ଜ ଦେଇ ଚାଲିଛନ୍ତି l ଏଭଳି ଘଟଣା ବାରମ୍ବାର ଘଟୁଥିବା ବେଳେ ବୁଧବାର ମଧ୍ୟରାତ୍ରି ରେ ତୁମୁଡିବନ୍ଧ ସ୍ଥିତ ଡ଼ଃ.ଆମ୍ବେଦକର ଛକ ବାସିନ୍ଦା ପିତାମ୍ବର ସାହୁ (ସନ୍ତୋଷ)ଙ୍କ ଘର ଉପରେ ୪/୫ ଜଣ ଅଜଣା ମୁଖା ଧାରୀ ଦୁର୍ବୁର୍ତ୍ତ ଅଚାନକ ଚଢ଼ାଉ କରି ୮ ଭରି ସୁନା ଅଳଙ୍କାର ଏବଂ ନଗଦ ଏକ ଲକ୍ଷ ଟଙ୍କା ଲୁଟ କରି ନେଇଯାଇଛନ୍ତି l

ଜଳେଶପଟ୍ଟା ସ୍ଥିତ ଜଳେଶ୍ୱର ଶୈବ ପୀଠରେ ଶିବ ରାତ୍ରି ଥିବା କାରଣରୁ ରାତି ତମାମ ଗହଳ ଚହଳ ଲାଗି ରହିଥିଲା l ସବୁଦିନ ଭଳି ସନ୍ତୋଷ ତାଙ୍କ ପରିବାର ସହ କବାଟ ବନ୍ଦ କରି ଶୋଇପଡ଼ିଥିଲେ l ରାତି ଅଧରେ କେହି କବାଟ ବାଡେଇବାରୁ ଖୋଲିବାକୁ ସଂକୋଚ କରି ଚେଇଁ ବସିଥିଲେ ସନ୍ତୋଷ l କିନ୍ତୁ ଚୋର ମାନେ କବାଟ ଭାଙ୍ଗି ଭିତରେ ପଶିଥିଲେ l ପ୍ରଥମେ ସନ୍ତୋଷଙ୍କ ପାଟିକୁ ବଡ଼ ସେଲୋଟେପରେ ବନ୍ଦ କରି ପଛପଟ ଦୁଇ ହାତକୁ ବାନ୍ଧି ତାଙ୍କ ସ୍ତ୍ରୀ ମୁଣ୍ଡରେ ବନ୍ଧୁକ ଲଗାଇ ସବୁ ଅଳଙ୍କାର ଲୁଟି ନେଇଯାଇଥିଲେ ଦୁର୍ବୃତ୍ତ l ସେପଟେ ପୋଲିସ ଶିବରାତ୍ର ପାଇଁ ମନ୍ଦିର ପଇଁତରା ମାରୁଥିବା ବେଳେ ଏପଟେ ଏକ ବଡ଼ ଧରଣର କଳାକନା ବୁଲାଇଲେ ଚୋର l

ପ୍ରକାଶ ଥାଉକି ୨୦୨୩ ମସିହା ଏପରି ଶିବରାତ୍ରରେ ହିଁ ମେଡିକାଲ ସମ୍ମୁଖ ଝୁନା ପରିଡ଼ାଙ୍କ ଗୃହରୁ ଏକ ବଡ଼ ଧରଣର ଚୋରୀ ହୋଇଥିଲା l ଏପରି ଛୋଟ ବଡ଼ ଧରଣର ଚୋରୀ ନିୟମିତ ହେଉଥିବାରୁ ପୋଲିସର ଅପାରଗତାର ଯଥେଷ୍ଟ ଫାଇଦା ଉଠାଉଛନ୍ତି ଚୋରଦଳ l ତେଣୁ ପୋଲିସ କାର୍ଯ୍ୟାନୁଷ୍ଠାନରେ ଅସନ୍ତୋଷ ବ୍ୟକ୍ତ କରି ଗୁରୁବାର ତୁମୁଡିବନ୍ଧରେ ବଣିକ ସଂଘ ଓ ଗ୍ରାମବାସୀଙ୍କ ତରଫରୁ ସମସ୍ତ ଦୋକାନ ବଜାର ବନ୍ଦ କରି ପ୍ରାୟ ୫ ଘଣ୍ଟାରୁ ଉର୍ଦ୍ଧ ସମୟ ଧରି ରାସ୍ତାରୋକ କରିଥିଲେ l

ଯାହା ଫଳରେ ରାସ୍ତାର ଦୁଇ ପାର୍ଶ୍ଵରେ ସହ ସହ ଯାନବାହାନ ଅଟକି ଥିବାରୁ ଜନସାଧାରଣ ଓ ଯାତ୍ରୀ ମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ l ଖବର ପାଇ ବାଲିଗୁଡ଼ା ପୋଲିସ ଏସଡିପିଓ ରାମେନ୍ଦ୍ର ପ୍ରସାଦ ଘଟଣା ସ୍ଥଳରେ ନିଜେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରି ତୁମୁଡିବନ୍ଧ ଗ୍ରାମବାସୀ ଓ ବଣିକ ସଂଘ ସହ ଆପୋଷ ଆଲୋଚନା କରି ଏହି ଡକାୟତି ଘଟଣାର ତଦନ୍ତ କରିବା ସହ ଅଞ୍ଚଳରେ ପାଟ୍ରୋଲିଂ ବ୍ୟବସ୍ଥାକୁ କଡାକଡ଼ି କରିବେ ବୋଲି ପ୍ରତିଶୃତି ଦେବା ପରେ ରାସ୍ତାରୋକ ପ୍ରତ୍ୟାହାର କରିଥିଲେ ଅଞ୍ଚଳ ବାସୀ l

ତେବେ ବାରମ୍ବାର ଏହିଭଳି ଚୋରୀ, ଡକାୟତି, ଲୁଟତରାଜ ଓ ରାହାଜାନି ତୁମୁଡିବନ୍ଧ ଅଞ୍ଚଳରେ ଲାଗିରହିଥିବା ବେଳେ ପୋଲିସର କାର୍ଯ୍ୟାନୁଷ୍ଠାନ ସନ୍ତୋଷଜନକ ନଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ l ଅପରପକ୍ଷେ ଆଇନ ବ୍ୟବସ୍ଥାରେ କୋହଳତା ଯୋଗୁଁ ବାରମ୍ବାର ଗିରଫ ପରେ ଚୋରଙ୍କୁ ସହଜରେ ଜାମିନ ମିଳିଯାଉଛି ଏବଂ ପୋଲିସ କୁ ଆଉ ଭୟ କରୁନାହାନ୍ତି l ତେବେ ଏସଡିପିଓ ଙ୍କ ପ୍ରତିଶୃତି ପରେ ଚୋରଙ୍କ ଉପରେ ଅଙ୍କୁଶ ଲଗାଇବାରେ ପୋଲିସ କେତେଦୂର ସଫଳ ହେଉଛି ତାହା ତୁମୁଡିବନ୍ଧ ଜନସାଧାରଣ ଦେଖିବାକୁ ବାକି ରହିଲା l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

August 4, 2026
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

August 4, 2026
ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

August 4, 2026
ଜାତୀୟ ସ୍ତରର ପ୍ରତିଯୋଗିତାରେ ଓଡ଼ିଶା ପୋଲିସ କ୍ରୀଡାବିତଙ୍କ ଚମକ : କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

ଜାତୀୟ ସ୍ତରର ପ୍ରତିଯୋଗିତାରେ ଓଡ଼ିଶା ପୋଲିସ କ୍ରୀଡାବିତଙ୍କ ଚମକ : କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

August 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

August 4, 2026
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

August 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version