• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଧାନସଭା ପରିସରରେ ବୀର ସୁରେନ୍ଦ୍ର ସାଏଙ୍କୁ ଶ୍ରଦ୍ଧାଞ୍ଜଳି

Proprietor Abhimanyu Maharana by Proprietor Abhimanyu Maharana
February 28, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ବିଧାନସଭା ପରିସରରେ ବୀର ସୁରେନ୍ଦ୍ର ସାଏଙ୍କୁ ଶ୍ରଦ୍ଧାଞ୍ଜଳି
Share on FacebookShare on TwitterWhatsapp

୨୮ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ଭୁବନେଶ୍ୱର :- ମହାନ ବୀର ପୁରୁଷ ଓ ଭାରତର ସର୍ବଶ୍ରେଷ୍ଠ ସ୍ଵାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏ ୧୮୦୯ ମସିହା ଜାନୁଆରୀ ମାସ ୨୩ ତାରିଖ ଦିନ ସମ୍ବଲପୁର ସହରର ଉତ୍ତରକୁ ପ୍ରାୟ ୨୧ ମାଇଲ ଦୂରରେ ଅବସ୍ଥିତ ବରଗାଁ ବା ଖିଣ୍ଡା ଗ୍ରାମରେ ଚୌହାନ୍ ରାଜପରିବାରରେ ଜନ୍ମଗ୍ରହଣ କରିଥିଲେ । ପଶ୍ଚିମ ଓଡ଼ିଶାରେ ୧୮୨୭ ମସିହାରେ ବୀର ସୁରେନ୍ଦ୍ର ସାଏ ସ୍ଵାଧୀନତା ସଂଗ୍ରାମର ଅଗ୍ନିଶିଖାକୁ ପ୍ରଜ୍ଜ୍ଵଳିତ କରି ଇଂରେଜମାନଙ୍କ ବିରୁଦ୍ଧରେ ବିଦ୍ରୋହ କରିଥିଲେ । ତାଙ୍କର ପ୍ରଧାନ ଲକ୍ଷ୍ୟ ଥିଲା ସମ୍ବଲପୁର ମାଟିରୁ ବ୍ରିଟିଶ ଶାସନ ଲୋପ କରିବା । ପରବର୍ତ୍ତୀ ପର୍ଯ୍ୟାୟରେ ଏହା ଅଧିକ ସୁସଙ୍ଗଠିତ, ସୁସଂହତ ତଥା ବୀରତ୍ଵପୂର୍ଣ୍ଣ ଥିଲା ।ସୁରେନ୍ଦ୍ର ସାଏଙ୍କ କୌଶଳପୂର୍ଣ୍ଣ ଗରିଲା ଯୁଦ୍ଧ, ରଣସଜ୍ଜା, ଦୃଢ଼ ମନୋବଳ, ଅସୀମ ଧୈର୍ଯ୍ୟ ଓ ସାହସ ନିକଟରେ ଇଂରେଜମାନେ ହାର ମାନିଥିଲେ । ଓଡ଼ିଶାର ଏହି ବରପୁତ୍ର, ବିପ୍ଳବୀ ବୀର ସୁରେନ୍ଦ୍ର ସାଏଙ୍କ ବିପ୍ଳବର ଜୟଗାଥା ଓଡ଼ିଶା ଇତିହାସରେ ଚିରଦିନ ପାଇଁ ସ୍ଵର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ପୃଷ୍ଠା ମଣ୍ଡନ କରୁଥିବ । ବୀର ସୁରେନ୍ଦ୍ର ସାଏଙ୍କ ୧୪୧ତମ ଶ୍ରାଦ୍ଧବାର୍ଷିକୀ ବିଧାନସଭା ପରିସରରେ ଅନୁଷ୍ଠିତ ହୋଇ ଯାଇଥିବା ବେଳେ ବାଚସ୍ପତି ଶ୍ରୀମତୀ ସୁରମା ପାଢୀ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ,ଉପବାଚସ୍ପତି ଶ୍ରୀ ଭବାନୀଶଙ୍କର ଭୋଇ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ ପ୍ରମୁଖ ଉପସ୍ଥିତ ରହି ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ପ୍ରଦାନ କରି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଶାଶ୍ଵତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଦେଶାତ୍ମବୋଧକ ସଙ୍ଗୀତ ପରିବେଷଣ କରାଯାଇଥିଲା । ସୁଶ୍ରୀ ରୋଜାଲିନ ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅପହରଣ ମାମଲାରେ ଜଣେ ମହିଳାଙ୍କୁ ପାରଳାଖେମୁଣ୍ଡିରୁ ଉଠାଇ ନେଲା ପଶ୍ଚିମବଙ୍ଗ ପୋଲିସ

ଅପହରଣ ମାମଲାରେ ଜଣେ ମହିଳାଙ୍କୁ ପାରଳାଖେମୁଣ୍ଡିରୁ ଉଠାଇ ନେଲା ପଶ୍ଚିମବଙ୍ଗ ପୋଲିସ

August 13, 2026
ବ୍ଲକ୍ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

ବ୍ଲକ୍ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

August 13, 2026
ଗୁଜୁରାଟରେ ଅନୁଷ୍ଠିତ ଜାତୀୟସ୍ତରର ପ୍ରେରଣା କାର୍ଯ୍ୟକ୍ରମରେ ପାରଳା କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ର ଶୁଭଙ୍କର ସମ୍ମାନୀତ

ଗୁଜୁରାଟରେ ଅନୁଷ୍ଠିତ ଜାତୀୟସ୍ତରର ପ୍ରେରଣା କାର୍ଯ୍ୟକ୍ରମରେ ପାରଳା କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ର ଶୁଭଙ୍କର ସମ୍ମାନୀତ

August 13, 2026
ଗଜପତିରେ ‘ହର ଘର ତ୍ରିରଙ୍ଗା–୨୦୨୬’ ଉତ୍ସବମୁଖର ପରିବେଶରେ ବାହାରିଲା ବିଶାଳ ତ୍ରିରଙ୍ଗା ବାଇକ୍ ରାଲି

ଗଜପତିରେ ‘ହର ଘର ତ୍ରିରଙ୍ଗା–୨୦୨୬’ ଉତ୍ସବମୁଖର ପରିବେଶରେ ବାହାରିଲା ବିଶାଳ ତ୍ରିରଙ୍ଗା ବାଇକ୍ ରାଲି

August 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅପହରଣ ମାମଲାରେ ଜଣେ ମହିଳାଙ୍କୁ ପାରଳାଖେମୁଣ୍ଡିରୁ ଉଠାଇ ନେଲା ପଶ୍ଚିମବଙ୍ଗ ପୋଲିସ

ଅପହରଣ ମାମଲାରେ ଜଣେ ମହିଳାଙ୍କୁ ପାରଳାଖେମୁଣ୍ଡିରୁ ଉଠାଇ ନେଲା ପଶ୍ଚିମବଙ୍ଗ ପୋଲିସ

August 13, 2026
ବ୍ଲକ୍ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

ବ୍ଲକ୍ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

August 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version