• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଗଜପତି ଜିଲ୍ଲା ସାମ୍ବାଦିକ ସଂଘର ସଭାପତିଙ୍କ ପିତୃ ବିୟୋଗରେ ବିଭିନ୍ନ ମହଲରେ ଶୋକ

Proprietor Abhimanyu Maharana by Proprietor Abhimanyu Maharana
August 28, 2020
in Uncategorized, ଓଡ଼ିଶା, ହୋମ୍
0
ଗଜପତି ଜିଲ୍ଲା ସାମ୍ବାଦିକ ସଂଘର ସଭାପତିଙ୍କ ପିତୃ ବିୟୋଗରେ ବିଭିନ୍ନ ମହଲରେ ଶୋକ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୮ ଅଗଷ୍ଟ ଶୁକ୍ରବାର) ପାରଳାଖେମୁଣ୍ଡି :– ଗଜପତି ଜିଲ୍ଲା ଏସୟୁଜେ ସାମ୍ବାଦିକ ସଂଘର ସଭାପତି ତଥା ଦୈନିକ ସମୟର ଜିଲ୍ଲା ପ୍ରତିନିଧି ଗରୁଡଧ୍ୱଜ ଚୌଧୁରୀଙ୍କ ପିତା ବ୍ରହ୍ମପୁର ଗୋସାଇଁନୁଆଗାଁ ନିବାସୀ ଦାଶରଥି ଚୌଧୁରୀ (୯୪)ଙ୍କ ବ୍ରହ୍ମପୁର ସ୍ଥିତ ଏମକେସିଜି ମେଡିକାଲରେ ବିୟୋଗ ଘଟିଛି । ସେ ଗତ କିଛି ଦିନ ହେବ ଅସୁସ୍ଥ ହୋଇ ଚିକିତ୍ସିତ ଅବସ୍ଥାରେ ରହିଥିଲେ । ସେ ଜଣେ ମିଷ୍ଟ ଭାଷୀ,ପରୋପକାରୀ ଏବଂ ଧର୍ମପରାୟଣ ବ୍ୟକ୍ତି ଭାବେ ନିଜ ଅଞ୍ଚଳରେ ବେଶ ପରିଚିତ ଥିଲେ । ତାଙ୍କ ବିୟୋଗରେ ଗଜପତି ଜିଲ୍ଲାର ବିଭିନ୍ନ ମହଲରୁ ଶୋକ ପ୍ରକାଶ କରିଯାଇ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରାଯାଇଛି ।

ଏହି ଖବର ପ୍ରକାଶ ପରେ ବ୍ରହ୍ମପୁର ସାଂସଦ ଚନ୍ଦ୍ରସେଖର ସାହୁ,ପାରଳାଖେମୁଣ୍ଡି ବିଧାୟକ କେ.ନାରାୟଣ ରାଓ,ମୋହନା ବିଧାୟକ ଦାଶରଥୀ ଗମାଙ୍ଗ,ପୁର୍ବତନ ବିଧାୟକ କେ.ସୁରିୟା ରାଓ,ଜିଲ୍ଲା ବିଜେଡି ସଭାପତି ପ୍ରଦୀପ ନାୟକ,ପାରଳା ଯୁବରାଣୀ କଲ୍ୟାଣୀ ଦେବୀ,ଜିଲ୍ଲା ବରିଷ୍ଠ ବିଜେଡି ନେତା ବସନ୍ତ ଦାସ,ନଗର କଂଗ୍ରେସ ସଭାପତି ବସନ୍ତ ପଣ୍ଡା ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି ।

ସେହିପରି ଏସୟୁଜେ ସାମ୍ବାଦିକ ସଂଘର ସାଧାରଣ ସମ୍ପାଦକ ତାରିଣୀ ପ୍ରସାଦ ପଣ୍ଡା,ବରିଷ୍ଠ ସାମ୍ବାଦିକ ଗଣେଶ ରାଜୁ,ରଶ୍ମିରଞ୍ଜନ ମିଶ୍ର,ଦେବାଶିଷ ପାଢି,ଶିଶିର କୁମାର ଗୌଡ,ଦ୍ୱିଜେନ୍ଦ୍ର ନାଥ ପାଢି,ବିଧାନ ଚୌଧୁରୀ,ବାସୁଦେବ ଦାସ,ଆଦର୍ଶ ଦାସ,ଜଗଦୀଶ ପଣ୍ଡା,ରୁପେଶ ସାହୁ,ସୁଜିତ ବିଶୋଇ,କୃଷ୍ଣ କୁମାର ବେହେରା,ସୁଜିତ ପ୍ରଧାନ,ପ୍ରଭାତ ପାତ୍ର,ବୀର କିଶୋର ପଟ୍ଟନାୟକ,ରାମଗୋବିନ୍ଦ ଆଚାର୍ଯ୍ୟ, ଗଣେଶ ବିଷୋୟୀ,ଆମୋଦ ବର୍ଦ୍ଧନ,ସୀତାକାନ୍ତ ପଣ୍ଡା,ଶ୍ରୀକାନ୍ତ ମହାରାଣା,ସରୋଜ ବୀର,ସରୋଜ ପାଣିଗ୍ରାହୀ,ବିବେକା ନନ୍ଦ ବେହେରା, ଶିବାଜୀ ପଟ୍ଟନାୟ କପି.ଅନୀଲ,ବାଳକୃଷ୍ଣ ପାଣିଗ୍ରାହୀ, କୃଷ୍ଣ ମୋହନ ପଟ୍ଟନାୟକ ପ୍ରମୁଖ ସାମ୍ବାଦିକମାନେ ଶୋକ ପ୍ରକାଶ କରିବା ସହ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି (ରିପୋର୍ଟ-ଗରୁଡ ଧ୍ଵଜ ଚୌଧୁରୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

June 30, 2026
ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version