• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଙ୍କୀରେ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜୟନ୍ତୀ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
March 6, 2025
in ଓଡ଼ିଶା, କଟକ, ହୋମ୍
0
ବାଙ୍କୀରେ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜୟନ୍ତୀ ପାଳିତ
Share on FacebookShare on TwitterWhatsapp

୫ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍)  ଡମପଡ଼ା  :- ବାଙ୍କୀ ବିଜୁ ଜନତାଦଳ କାର୍ଯ୍ୟାଳୟ ଠାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ୧୦୯ତମ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ପ୍ରଥମେ ବାଙ୍କୀ କଚେରୀ ପଡିଆ ଠାରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଏବଂ ରାଣୀ ଶୁକଦେଈ ମହିଳା ମହାବିଦ୍ୟାଳୟ ଠାରେ ଥିବା ପ୍ରତିମୂର୍ତ୍ତିରେ ଫୁଲମାଳ ଦିଆଯାଇଥିଲା । ଏଥିରେ ଉପନଗରପାଳ ସନ୍ତୋଷ କୁମାର ରଣା, କାଉନସିଲର ପଠାଣୀ ବେହେରା, ସନ୍ତୋଷ କୁମାର ରଣା, ଛାତ୍ରବିଜେଡି ସଭାପତି ବ୍ରଜବଲ୍ଲଭ କର, ଯୁବନେତା ଶ୍ରୀନିବାସ ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।

ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟରେ ରୋଗୀମାନଙ୍କୁ ଏବଂ ଉପକାରାଗାରାରେ କଇଦିମାନଙ୍କୁ ମିଷ୍ଠାନ ବଣ୍ଟନ କରାଯାଇଥିଲା ।ବିଜୁଜନତାଦଳ କାର୍ଯ୍ୟାଳୟ ଠାରେ ଏକ ସମାବେଶ ଉପନଗରପାଳ ସନ୍ତୋଷ କୁମାର ରଣାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ବାଙ୍କୀ ନଗରପାଳ ମାଣିକ ସାହୁ, ବାଙ୍କୀ କେନ୍ଦ୍ରବ୍ୟାଙ୍କ ସଭାପତି ସୁବାସ ଚନ୍ଦ୍ର ପାଢ଼ୀ, କଟକ ଜିଲ୍ଲା ବିଜେଡି ସଂପାଦକ ସନାତନ ବେହେରା, ଡମପଡ଼ା ବ୍ଲକ ବିଜେଡି ସଭାପତି ଆର୍ତ୍ତତ୍ରାଣ ସ୍ୱାଇଁ, ସମିତି ସଭ୍ୟ ନାରାୟଣ ଜେନା, ସମବାୟବିତ୍ ସମରେନ୍ଦ୍ର ମହାପାତ୍ର, ପ୍ରତିଲତା ଗିରି,କାଉନସିଲର ଜାମିନିକାନ୍ତ ମହାପାତ୍ର, ଚନ୍ଦନ ଗଣ୍ଠିଆ, ରାଜେନ୍ଦ୍ର ମହାପାତ୍ର, ଆଇନଜୀବୀ ପ୍ରଦୀପ ପୃଷ୍ଟି, ସନ୍ତୋଷ ମିଶ୍ର ସହ ଛାତ୍ରବିଜେଡି ,

ଯୁବବିଜେଡି, ମହିଳାବିଜେଡି ଯୋଗଦେଇ ବିଜୁବାବୁଙ୍କର ଗୁଣଗାନ କରିବା ସହ ଓଡ଼ିଶା ସରକାର ତାଙ୍କର ଜନ୍ମଜୟନ୍ତୀରେ ପଂଚାୟତରାଜ ଦିବସ ପାଳନ କରୁନଥିବାରୁ ସଭାରେ କ୍ଷୋଭ ପ୍ରକାଶ କରାଯାଇଥିଲା । ଏଭଳି ଜଣେ ଜନନାୟକଙ୍କ ନାମରେ ପଂଚାୟତ ଦିବସ ପାଳନ ନକରିବା ଏକ ପରିତାପର ବିିଷୟ । ଏହାକୁ ଘୋର ନିନ୍ଦା କରାଯାଇଥିଲା । ଶେଷରେ ନଗର ଯୁବବିଜେଡି ସଭାପତି ପଠାଣୀ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।  

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

May 7, 2026
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version