• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟ ସଡ଼କ ସୁରକ୍ଷା ପରିଷଦ ବୈଠକ ଅନୁଷ୍ଠିତ : ସୁରକ୍ଷିତ ଘର ବାହୁଡା ଉପରେ ପରିବହନ ମନ୍ତ୍ରୀଙ୍କ ଗୁରୁତ୍ୱ

Proprietor Abhimanyu Maharana by Proprietor Abhimanyu Maharana
March 7, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ରାଜ୍ୟ ସଡ଼କ ସୁରକ୍ଷା ପରିଷଦ ବୈଠକ ଅନୁଷ୍ଠିତ : ସୁରକ୍ଷିତ ଘର ବାହୁଡା ଉପରେ ପରିବହନ ମନ୍ତ୍ରୀଙ୍କ ଗୁରୁତ୍ୱ
Share on FacebookShare on TwitterWhatsapp

• ସଡ଼କ ସୁରକ୍ଷା ଉପରେ ସଚେତନତା ସୃଷ୍ଟିକୁ ଗୁରୁତ୍ୱ

• ନିୟମ ଭଙ୍ଗକାରୀଙ୍କ ଉପରେ ହେବ କଡା କାର୍ଯ୍ୟାନୁଷ୍ଠାନ

• ନିୟମିତ ଚେକିଂ ସହ ହେବ ଜୋରିମାନା ଆଦାୟ

• ରବିବାର ଓ ବୁଧବାର ହେବ ଶୂନ୍ୟ ସହନଶୀଳତା ଦିବସ

୬ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ଭୁବନେଶ୍ୱର  :-  ସାରା ଦେଶରେ ଏବେ ରାସ୍ତା ଦୁର୍ଘଟଣା ବଢ଼ିବା ସହ ଏଥି ଜନିତ ମୃତ୍ୟୁ ହାର ମଧ୍ୟ ବଢ଼ିବାରେ ଲାଗିଛି । ଦ୍ରୁତ ଗତିରେ ଗାଡି ଚାଳନା, ମଦ୍ୟପାନ, ବିନା ହେଲମେଟ ରେ ଗାଡି ଚଳାଇବା ଏବଂ ସଚେତନତା ଅଭାବ ଯୋଗୁଁ ବାରମ୍ବାର ଦୁର୍ଘଟଣା ହେବା ସହ ଧନଜୀବନ ହାନି ଘଟୁଛି । ତେଣୁ ରାସ୍ତା ଦୁର୍ଘଟଣାର ସବୁ କାରଣକୁ ଖୋଜିବା ସହ ଏହାର ନିରାକରଣ ଏବଂ ସଚେତନତା ସୃଷ୍ଟି କରି ଦୁର୍ଘଟଣା ହାରକୁ କମ କରିବାକୁ ପଡିବ ବୋଲି ଇସ୍ପାତ ଓ ଖଣି ଏବଂ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀ ବିଭୁତିଭୁଷଣ ଜେନା ମତବ୍ୟକ୍ତ କରିଛନ୍ତି ।

ଲୋକସେବା ଭବନ ସ୍ଥିତ ତୃତୀୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସଡ଼କ ସୁରକ୍ଷା ପରିଷଦ ବୈଠକରେ ଅଧ୍ୟକ୍ଷତା କରିବା ସହ ମନ୍ତ୍ରୀ ଶ୍ରୀ ଜେନା ଯୋଗ ଦେଇଥିବା ଅଂଶୀଦାର ମାନଙ୍କ ଠାରୁ ସଡ଼କ ସୁରକ୍ଷା ସଂପର୍କିତ ବିଭିନ୍ନ ବିଷୟକୁ ଅନୁଧ୍ୟାନ କରିବା ସହ ସମସ୍ତଙ୍କ ମଧ୍ୟରେ ସଚେତନତା ସୃଷ୍ଟି ସହ କଡ଼ା ଦଣ୍ଡ ବିଧାନ ଓ ଜୋରିମାନା ଆଦାୟ କଡାକଡି କରିବାକୁ ନିର୍ଦ୍ଦେଶ ଦେଇଥିଲେ । ପ୍ରତ୍ୟେକଟି ଜୀବନ ଆମ ପାଇଁ ମୁଲ୍ୟବାନ ହୋଇଥିବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ କଥା ଅନୁଯାଇ ସୁରକ୍ଷିତ ଘର ବାହୁଡା ଲାଗି ଆମ ସମସ୍ତଙ୍କୁ ଉଦ୍ୟମ କରିବାକୁ ପଡିବ ବୋଲି ମନ୍ତ୍ରୀ ଶ୍ରୀ ଜେନା ମତବ୍ୟକ୍ତ କରିଥିଲେ ।

ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କହିଲେଯେ ବିନା ହେଲମେଟରେ ଗାଡି ଚାଳନା ଏବଂ ଓଭର ସ୍ପିଡ ଯୋଗୁଁ ଦୁର୍ଘଟଣା ବଢ଼ିବାରେ ଲାଗିଛି । ତେଣୁ ସିସିଟିଭି ନେଟୱାର୍କ ବ୍ୟବସ୍ଥାର ସୁଦୃଢ଼ୀକରଣ ସହ ବେଆଇନ ପାର୍କିଂ ହଟାଇବା ଏବଂ ଦୁର୍ଘଟଣାରେ ଆହତଙ୍କୁ ତୁରନ୍ତ ଚିକିତ୍ସା ସୁବିଧା ଯୋଗାଇ ଦେବା ଉପରେ ନିଜର ମତ ରଖିଥିଲେ । ସେହିଭଳି ଉନ୍ନୟନ କମିଶନର ଶ୍ରମତୀ ଅନୁ ଗର୍ଗ ଯୋଗଦେଇ କହିଥିଲେ ଯେ ବ୍ଲାକ ସ୍ପଟ ଚିହ୍ନଟ ସହ ୧୮ ବର୍ଷର କମ ବୟସର ପିଲାଙ୍କୁ ଗାଡିଚାଳନାରୁ କ୍ଷାନ୍ତ କରିବା, ଗ୍ରାମାଞ୍ଚଳରେ ସଡ଼କ ସଚେତନତା ସୃଷ୍ଟି ଓ ରୋଡ଼ ସେଫଟି ପଲିସି ଉପରେ ନିଜର ମତ ରଖିଥିଲେ ।

ଏହି ବୈଠକରେ ଦେଶ ଓ ରାଜ୍ୟରେ ସଡ଼କ ଦୁର୍ଘଟଣାର ସ୍ଥିତି, ଦୁର୍ଘଟଣାର କାରଣ ଦୁର୍ଘଟଣା ପ୍ରବଣ ସ୍ଥାନ ଚିହ୍ନଟ, ଖରାପ ଥିବା ରାସ୍ତାର ମରାମତି, ମଦ୍ୟପାନ କରି ଗାଡି ଚାଳନାକୁ ରୋକିବା, ସିସି ଟିଭି ନେଟୱାର୍କ, ସହରାଞ୍ଚଳ ସମେତ ଗ୍ରାମାଞ୍ଚଳରେ ଦୁର୍ଘଟଣାକୁ କମ କରିବା ଦିଗରେ ନିଆଯିବାକୁ ଥିବା ପଦକ୍ଷେପ ବିଷୟରେ ଆଲୋଚନା ହୋଇଥିଲା । ୨୦୨୪ ରେ ଖୋର୍ଦ୍ଧା , ସୁନ୍ଦରଗଡ଼, କଟକ, ଗଞ୍ଜାମ ଏବଂ କେଉଁଝର ଜିଲ୍ଲାରେ ଅଧିକ ଦୁର୍ଘଟଣା ହୋଇଥିବା ରେକଡ ହୋଇଥିବା ବେଳେ ବିଭିନ୍ନ ବିଦ୍ୟାଳୟ, ହସ୍ପିଟାଲ, ମନ୍ଦିର ତଥା ଅଧିକ ଜନଗହଳିପୂର୍ଣ୍ଣ ସ୍ଥାନରେ ଦୁର୍ଘଟଣାକୁ ରୋକିବା ପାଇଁ ପ୍ରତିହତ ବ୍ୟବସ୍ଥା ଗ୍ରହଣ କରିବାକୁ ବୈଠକରେ ଆଲୋଚନା ହୋଇଥିଲା ।

ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ପୁଲିସ ଡିଜି ଶ୍ରୀ ୱାଇବି ଖୁରାନିଆ, ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଊଷା ପାଢ଼ୀ, ଓଏସଆରଟିସି ସିଏମଡି, ଶ୍ରୀ ଦିପ୍ତେଶ ପଟ୍ଟନାୟକ, ପରିବହନ କମିଶନର ଶ୍ରୀ ଅମିତାଭ ଠାକୁର, ଅତିରିକ୍ତ ପୁଲିସ କମିଶନର ଶ୍ରୀ ନରସିଂହ ଭୋଳ,ଜାତୀୟ ରାଜପଥ ପ୍ରାଧିକରଣ କତ୍ତୃପକ୍ଷଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଏବଂ ରାଜ୍ୟ ସଡ଼କ ସୁରକ୍ଷା ପରିଷଦର ବିଭିନ୍ନ ସଦସ୍ୟମାନେ ଯୋଗ ଦେଇଥିଲେ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

June 28, 2026
ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version