No Result
View All Result
୦୭ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ନୂଆଗାଁ :- ନୟାଗଡ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ (ଜିଲ୍ଲା ସମାଜ ସମାଜ ବିଭାଗ,ନୟାଗଡ ) ତରଫରୁ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ମହିଳା ମହିଳା ଦିବସ ପାଳିତ ହୋଇଯାଇଛି । ଏହି ଦିବସ ଉପଲକ୍ଷେ ଅନୁଷ୍ଠିତ ରଚନା ପ୍ରତିଯୋଗିତାରେ ନୂଆଗାଁ ଆଦର୍ଶ ବିଦ୍ୟାଳୟର ଛାତ୍ରୀ ବିଜୟଲକ୍ଷ୍ମୀ ପରିଡ଼ା ଅଂଶ ଗ୍ରହଣ କରି ତୃତୀୟ ସ୍ଥାନ ଅଧିକାର କରିଥିବା ବେଳେ,
ସାଧାରଣ ଜ୍ଞାନ ପ୍ରତିଯୋଗିତାରେ ଆରିଆନ ପଣ୍ଡା ଦ୍ଵିତୀୟ ଏବଂ ଡ୍ରଇଂ ପ୍ରତିଯୋଗିତାରେ ସିପ୍ରା ସୋମାଲିନ ଦ୍ଵିତୀୟ ସ୍ଥାନ ଅଧିକାର କରିଛନ୍ତି । କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ଙ୍କୁ ନୟାଗଡ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ ପୁରସ୍କୃତ କରିଥିଲେ ।

No Result
View All Result