• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ଼ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ : ମହିଳା ମାନେ ସାମାଜିକ ବିକାଶର କେନ୍ଦ୍ରବିନ୍ଦୁ

Proprietor Abhimanyu Maharana by Proprietor Abhimanyu Maharana
March 8, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ଼ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ : ମହିଳା ମାନେ ସାମାଜିକ ବିକାଶର କେନ୍ଦ୍ରବିନ୍ଦୁ
Share on FacebookShare on TwitterWhatsapp

୦୭ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ନୟାଗଡ  :- ନୟାଗଡ଼ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ସୃଜନ ସମ୍ମିଳନୀ କକ୍ଷରେ ଜିଲ୍ଲା ସମାଜ ମଙ୍ଗଳ ବିଭାଗ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ମହିଳା ଦିବସ ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ଅର୍ଚ୍ଚନା କଅଁରଙ୍କ ସୁପରିଚାଳନାରେ ଅନୁଷ୍ଠିତ ହୋଇ ଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ନାରୀ ସୁରକ୍ଷା ଉପରେ ଗୁରୁତ୍ୱାରୋପ କରିବା ସହ ମହିଳା ମାନେ କିଭଳି ସାମାଜିକ ଉନ୍ନତିର ମେରୁଦଣ୍ଡ ସେ ସମ୍ପର୍କରେ ମତବ୍ୟକ୍ତ କରିଥିଲେ l

ଏଥିରେ ମୁଖ୍ୟବକ୍ତା ଭାବେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଅଞ୍ଜଳି ମାଛଖଣ୍ଡ ସାମାଜିକ ସ୍ଥିରତାରେ ମହିଳା ମାନଙ୍କର କିଭଳି ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ରହିଥିବାରୁ ସେମାନେ କିଭଳି ବିଭିନ୍ନ ରୂପରେ ଚିର ବନ୍ଦନୀୟା ସେ ସମ୍ପର୍କରେ ବେଶ ରୋଚକ ତଥ୍ୟ ପ୍ରଦାନ କରିଥିଲେ l ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ, କଟକ ସାଂସଦଙ୍କ ପ୍ରତିନିଧି ପ୍ରମୁଖ ଅନ୍ୟତମ ସମ୍ମାନିତ ଅତିଥି ଭାବେ ଯୋଗଦେଇ ମହିଳା ସଶକ୍ତି କରଣ ଉପରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ l

ତେବେ ଜିଲ୍ଲା ପୋଷଣ ଅଧିକାରୀ ଆଶିଷ ରଞ୍ଜନ ମହାପାତ୍ରଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଶାନ୍ତି ଶୃଙ୍ଖଳାର ସହ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସାଂସ୍କୃତିକ କାର୍ଯ୍ୟକ୍ରମ ପାରିବେଷିତ ହୋଇଥିବା ବେଳେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରୀ ମହିଳା ମାନଙ୍କୁ ଏହି ଅବସରରେ ସମ୍ବର୍ଦ୍ଧିତ କରାଯିବା ସହ ପୁରସ୍କୃତ କରାଯାଇଥିଲା l ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ, ଜିଲ୍ଲାର ସମସ୍ତ ସିଡିପିଓ, ଅଙ୍ଗନବାଡି କର୍ମୀ, ମହିଳା ସୁରକ୍ଷା ସମ୍ପର୍କିତ କାର୍ଯ୍ୟକ୍ରମରେ ନିୟୋଜିତ ସମସ୍ତ ମହିଳା କର୍ମୀଙ୍କ ସମେତ ବହୁ ସଂଖ୍ୟାରେ ମହିଳା ଉପସ୍ଥିତ ଥିବା ଦେଖିବାକୁ ମିଳିଥିଲା l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସେଂଟର ଫର୍ ସାଇଟ ପକ୍ଷରୁ ଭୁବନେଶ୍ୱରରେ ଆଡ୍‌ଭାନ୍ସଡ ପେଡିଆଟ୍ରିକ ଅପ୍‌ଥାଲମୋଲୋଜି ସେବାର ଶୁଭାରମ୍ଭ

Centre for Sight Introduces Advanced Pediatric Ophthalmology Services in Bhubaneswar

May 7, 2026
ସେଂଟର ଫର୍ ସାଇଟ ପକ୍ଷରୁ ଭୁବନେଶ୍ୱରରେ ଆଡ୍‌ଭାନ୍ସଡ ପେଡିଆଟ୍ରିକ ଅପ୍‌ଥାଲମୋଲୋଜି ସେବାର ଶୁଭାରମ୍ଭ

ସେଂଟର ଫର୍ ସାଇଟ ପକ୍ଷରୁ ଭୁବନେଶ୍ୱରରେ ଆଡ୍‌ଭାନ୍ସଡ ପେଡିଆଟ୍ରିକ ଅପ୍‌ଥାଲମୋଲୋଜି ସେବାର ଶୁଭାରମ୍ଭ

May 7, 2026
ବାଲିପାଟଣା ରେ ଜନ ଆକ୍ରୋଶ ମହିଳା ସମାବେଶ

ବାଲିପାଟଣା ରେ ଜନ ଆକ୍ରୋଶ ମହିଳା ସମାବେଶ

May 7, 2026
ଶିକ୍ଷକ ପଣ୍ଡିତ ଅଜୟ ପତିଙ୍କୁ ଅବସରକାଳୀନ ସମ୍ବନ୍ଧନା

ଶିକ୍ଷକ ପଣ୍ଡିତ ଅଜୟ ପତିଙ୍କୁ ଅବସରକାଳୀନ ସମ୍ବନ୍ଧନା

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସେଂଟର ଫର୍ ସାଇଟ ପକ୍ଷରୁ ଭୁବନେଶ୍ୱରରେ ଆଡ୍‌ଭାନ୍ସଡ ପେଡିଆଟ୍ରିକ ଅପ୍‌ଥାଲମୋଲୋଜି ସେବାର ଶୁଭାରମ୍ଭ

Centre for Sight Introduces Advanced Pediatric Ophthalmology Services in Bhubaneswar

May 7, 2026
ସେଂଟର ଫର୍ ସାଇଟ ପକ୍ଷରୁ ଭୁବନେଶ୍ୱରରେ ଆଡ୍‌ଭାନ୍ସଡ ପେଡିଆଟ୍ରିକ ଅପ୍‌ଥାଲମୋଲୋଜି ସେବାର ଶୁଭାରମ୍ଭ

ସେଂଟର ଫର୍ ସାଇଟ ପକ୍ଷରୁ ଭୁବନେଶ୍ୱରରେ ଆଡ୍‌ଭାନ୍ସଡ ପେଡିଆଟ୍ରିକ ଅପ୍‌ଥାଲମୋଲୋଜି ସେବାର ଶୁଭାରମ୍ଭ

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version