• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉଦଘାଟନ ହେଲା ପଳାଶୁଣୀ ଫୁଟ୍ ଓଭରବ୍ରିଜ୍

Proprietor Abhimanyu Maharana by Proprietor Abhimanyu Maharana
March 9, 2025
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଉଦଘାଟନ ହେଲା ପଳାଶୁଣୀ ଫୁଟ୍ ଓଭରବ୍ରିଜ୍
Share on FacebookShare on TwitterWhatsapp

– ଲୋକଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ କଲେ ସାଂସଦ ଅପରାଜିତା

– ଟଙ୍କପାଣି ସାଇ ମନ୍ଦିର ପାଖରେ ହେବ ଓଭରବ୍ରିଜ୍

– ନଖରା ସମ ହସ୍ପିଟାଲ ପାଖରେ ଆଉ ଏକ ଫୁଟ୍ ଓଭରବ୍ରିଜ୍

୦୭ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ପଳାଶୁଣୀ :- ବହୁ ପ୍ରତୀକ୍ଷିତ ପଳାଶୁଣୀ ଫୁଟ୍ ଓଭରବ୍ରିଜ୍ ଆଜି ଉଦଘାଟନ ହୋଇଛି । ସାଂସଦ ଅପରାଜିତା ଷଡ଼ଙ୍ଗୀ ଏହାକୁ ଉଦଘାଟନ କରିଛନ୍ତି। ଲୋକଙ୍କ ଉଦ୍ଦେଶ୍ୟରେ ସେ ଏହାକୁ ଉତ୍ସର୍ଗୀକୃତ କରିଛନ୍ତି । ଫଳରେ ପଳାଶୁଣୀ ସମେତ ଆଖପାଖ ଅଞ୍ଚଳର ବାସିନ୍ଦାଙ୍କ ଦୀର୍ଘଦିନର ଦାବି ପୂରଣ ହୋଇଛି । ସାଂସଦ ଶ୍ରୀମତୀ ଷଡ଼ଙ୍ଗୀ କହିଛନ୍ତି, ଗତ କିଛି ବର୍ଷ ଭିତରେ ପଳାଶୁଣୀ ଛକ ଜାତୀୟ ରାଜପଥ ଉପରେ 200ରୁ ଅଧିକ ଦୁର୍ଘଟଣା ହୋଇଛି । ଏଥିରେ ଅନେକ ମୃତାହତ ହୋଇଛନ୍ତି।

ଏହି ସ୍ଥାନରେ ଫୁଟ୍ ଓଭରବ୍ରିଜ୍ ନିର୍ମ।ଣ ପାଇଁ ଦୀର୍ଘ ଦିନରୁ ଦାବି ହେଉଥିଲା । ତେବେ ସାଂସଦ ଶ୍ରୀମତୀ ଷଡ଼ଙ୍ଗୀ ଏହି ଦାବିକୁ ଗୁରୁତର ସହ ନେଇ ଫୁଟ୍ ଓଭରବ୍ରିଜ୍ ନିର୍ମ।ଣ ପାଇଁ ପ୍ରୟାସ ଆରମ୍ଭ କରିଥିଲେ। ଗତବର୍ଷ ଜୁଲାଇ ମାସ ୧୯ ତାରିଖରେ ସେ କେନ୍ଦ୍ର ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟି ପଳାଶୁଣୀଠାରେ ଫୁଟ୍ ଓଭରବ୍ରିଜ୍ ପାଇଁ ପ୍ରସ୍ତାବ ଦେଇଥିଲେ। କେନ୍ଦ୍ରମନ୍ତ୍ରୀ ତତ୍କାଳ ପଦକ୍ଷେପ ନେଇ ଏହି ପ୍ରସ୍ତାବକୁ ମଞ୍ଜୁରୀ ଦେବା ସହ ପ୍ରକଳ୍ପ ପାଇଁ 3 କୋଟି ଟଙ୍କାର ଅନୁମୋଦନ ଦେଇଥିଲେ।

କିନ୍ତୁ ପୂର୍ବ ବିଜେଡି ସରକାର ସହଯୋଗ ନ କରିବାରୁ ଫୁଟ୍ ଓଭରବ୍ରିଜ୍ ନିର୍ମ।ଣ କାମ ବିଳମ୍ବିତ ହୋଇଥିଲା । ବିଜେପି ସରକାର ଆସିବା ପରେ ଏହି ପ୍ରକଳ୍ପ କାମ ତ୍ବରାନ୍ବିତ ହୋଇଥିଲା ବୋଲି ସାଂସଦ କହିଛନ୍ତି। ଏହି ଫୁଟ୍ ଓଭରବ୍ରିଜ୍ ଦ୍ବାରା ସ୍ଥାନୀୟ ଲୋକେ ଆଶ୍ବସ୍ତ ହୋଇଛନ୍ତି। ବୃଦ୍ଧ ଓ ବୃଦ୍ଧାଙ୍କଠାରୁ ନେଇ ପଥଚାରୀମାନେ ସୁବିଧାରେ ରାସ୍ତା ପାର୍ ହେବେ ବୋଲି ସେ କହିଛନ୍ତି।
ଟଙ୍କପାଣି ସାଇ ମନ୍ଦିର ଛକରେ ଭିଡ଼କୁ ଏଡ଼ାଇବାକୁ ଏକ ଓଭରବ୍ରିଜ୍ କରାଯିବ ବୋଲି ସାଂସଦ ଶ୍ରୀମତୀ ଷଡ଼ଙ୍ଗୀ କହିଛନ୍ତି।

ଏଥିପାଇଁ ପ୍ରକ୍ରିୟା ଚାଲିଛି। ଖୁବଶୀଘ୍ର କାମ ଆରମ୍ଭ ହେବ । ସେହିଭଳି ନଖରା ସମ୍ ହସ୍ପିଟାଲ ପାଖରେ ଆଉ ଏକ ଫୁଟ୍ ଓଭରବ୍ରିଜ ହେବ ବୋଲି ସାଂସଦ ସୂଚନା ଦେଇଛନ୍ତି । ଆଜିର ଉଦଘାଟନୀ କାର୍ଯ୍ୟକ୍ରମରେ ଏନଏଚ୍ଏଆଇର ପ୍ରକଳ୍ପ ନିର୍ଦ୍ଦେଶକ ସୂରଜ ସିଂ, ଉତ୍ତର ନିର୍ବାଚନମଣ୍ଡଳୀ ବିଧାୟକ ପ୍ରାର୍ଥୀ ପ୍ରିୟଦର୍ଶୀ ମିଶ୍ର ଓ ଅନ୍ୟମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ୟାସନଗର ପ୍ରେସ ଫୋରମର ଦ୍ୱିବାର୍ଷିକ କର୍ମକର୍ତ୍ତା ଚୟନ

ବ୍ୟାସନଗର ପ୍ରେସ ଫୋରମର ଦ୍ୱିବାର୍ଷିକ କର୍ମକର୍ତ୍ତା ଚୟନ

October 11, 2026
ମୁରିବାହାଲରେ ଭୟଙ୍କର ସଡ଼କ ଦୁର୍ଘଟଣା : କ୍ରେନକୁ ପିଟିଲା ବାଇକ୍, ଚାଳକ ମୃତ

ମୁରିବାହାଲରେ ଭୟଙ୍କର ସଡ଼କ ଦୁର୍ଘଟଣା : କ୍ରେନକୁ ପିଟିଲା ବାଇକ୍, ଚାଳକ ମୃତ

October 11, 2026
ସିନ୍ଧେକେଲାରେ ବଣିକ ସଂଘର ନୂଆଁଖାଇ ଭେଟଘାଟ, ପୂର୍ବତନ ସମ୍ପାଦକ ସମ୍ମାନିତ

ସିନ୍ଧେକେଲାରେ ବଣିକ ସଂଘର ନୂଆଁଖାଇ ଭେଟଘାଟ, ପୂର୍ବତନ ସମ୍ପାଦକ ସମ୍ମାନିତ

October 11, 2026
କଣ୍ଟାବାଞ୍ଜିରେ ଟ୍ରାଫିକ୍ ଅରାଜକତା, ଚୋରି ଆତଙ୍କ: ଏସଡିପିଓଙ୍କୁ ନାଗରିକ କମିଟିର ଦାବିପତ୍ର

କଣ୍ଟାବାଞ୍ଜିରେ ଟ୍ରାଫିକ୍ ଅରାଜକତା, ଚୋରି ଆତଙ୍କ: ଏସଡିପିଓଙ୍କୁ ନାଗରିକ କମିଟିର ଦାବିପତ୍ର

October 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ୟାସନଗର ପ୍ରେସ ଫୋରମର ଦ୍ୱିବାର୍ଷିକ କର୍ମକର୍ତ୍ତା ଚୟନ

ବ୍ୟାସନଗର ପ୍ରେସ ଫୋରମର ଦ୍ୱିବାର୍ଷିକ କର୍ମକର୍ତ୍ତା ଚୟନ

October 11, 2026
ମୁରିବାହାଲରେ ଭୟଙ୍କର ସଡ଼କ ଦୁର୍ଘଟଣା : କ୍ରେନକୁ ପିଟିଲା ବାଇକ୍, ଚାଳକ ମୃତ

ମୁରିବାହାଲରେ ଭୟଙ୍କର ସଡ଼କ ଦୁର୍ଘଟଣା : କ୍ରେନକୁ ପିଟିଲା ବାଇକ୍, ଚାଳକ ମୃତ

October 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version