• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦୀର୍ଘ ୧୦ ବର୍ଷ ପରେ କେନ୍ଦ୍ରାପଡା ଆଶ୍ରମ ଫେରିବେ : ସାରଥୀ ଓରଫ ସନ୍ତୋଷ ରାଉଳ

Proprietor Abhimanyu Maharana by Proprietor Abhimanyu Maharana
March 9, 2025
in ଓଡ଼ିଶା, କେନ୍ଦ୍ରାପଡା, ହୋମ୍
0
ଦୀର୍ଘ ୧୦ ବର୍ଷ ପରେ କେନ୍ଦ୍ରାପଡା ଆଶ୍ରମ ଫେରିବେ : ସାରଥୀ ଓରଫ ସନ୍ତୋଷ ରାଉଳ
Share on FacebookShare on TwitterWhatsapp

୦୮ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) କେନ୍ଦ୍ରାପଡ଼ା :-> ପୂର୍ବରୁ ୨୦୨୨ ମସିହାରେ ଆଶ୍ରମ ଭିତରେ ଭକ୍ତଙ୍କ ସତସଙ୍ଗ କାର୍ଯ୍ୟକ୍ରମ ଆରମ୍ଭ କରିଥିବା ବେଳେ ଯାହାକୁ ନେଇ ଜିଲ୍ଲାରେ ତୀବ୍ର ପ୍ରତିକ୍ରିୟା ଦେଖିବାକୁ ମିଳିଥିଲା । ତେବେ ଗତକାଲି ଓଡ଼ିଶା ହାଇକୋର୍ଟ ସାରଥୀଙ୍କୁ କେନ୍ଦ୍ରାପଡା ଫେରିବା ପାଇଁ ସର୍ତ୍ତମୂଳକ ଅନୁମତି ଦେବା ପରେ ଜିଲ୍ଲାରେ ତୀବ୍ର ପ୍ରତିକ୍ରିୟା ଦେଖିବାକୁ ମିଳିଛି ।
ସାରଥୀଙ୍କୁ ନେଇ ହାଇକୋର୍ଟଙ୍କର ଗତ ବୁଧବାର ଆସିଥିଲା ଗୁରୁତ୍ୱପୂର୍ଣ୍ଣ ରାୟ । କେନ୍ଦ୍ରାପଡା ଆସିବା ପାଇଁ ବାବା ସାରଥୀ ହାଇକୋର୍ଟଙ୍କ ନିକଟରେ ପ୍ରାର୍ଥନା କରିଥିଲେ । ଯେଉଁଥିରେ ନିଜ ଅସୁସ୍ଥ ଭାଇଙ୍କୁ ଦେଖିବା କଥା ସେ ଦର୍ଶାଇ ଥିଲେ ।

ତେବେ ସାରଥୀଙ୍କ ଆବେଦନକୁ ବିଚାର କରି ଉଚ୍ଚ ନ୍ୟାୟାଳୟ କେତେକ ସର୍ତ୍ତ ରଖି ସାରଥୀଙ୍କୁ କେନ୍ଦ୍ରାପଡା ଯିବାକୁ ଅନୁମତି ପ୍ରଦାନ କରିଛନ୍ତି । ୨୦୨୨ ମସିହାରେ ଦିଆ ଯାଇଥିବା ନିର୍ଦ୍ଦେଶର ପୁନଃବିଚାର ପାଇଁ ସାରଥୀ ପକ୍ଷରୁ ହାଇକୋର୍ଟରେ ଆବେଦନ କରାଯାଇଥିଲା । ତାଙ୍କ ପାସପୋର୍ଟ ଫେରାଇବା ସହିତ ସର୍ବ ସାଧାରଣରେ ପ୍ରବଚନ ଦେବାକୁ ଅନୁମତି ଲୋଡ଼ିଥିଲେ ସାରଥୀ କିନ୍ତୁ ଉକ୍ତ ଆବେଦନକୁ ଖାରଜ କରିଛନ୍ତି ହାଇକୋର୍ଟ ।

ତେବେ କିଛି ସର୍ତ୍ତ ଆଧାରରେ ସାରଥିଙ୍କୁ କେନ୍ଦ୍ରାପଡା ଆସିବା ପାଇଁ ଅନୁମତି ମିଳିଛି । ସେଗୁଡିକ ହେଲା ୨ ମାସରେ ଥରେ ସାରଥୀ କେନ୍ଦ୍ରାପଡା ଯାଇପାରିବେ । ସକାଳ ସାଢେ ୫ଟାରୁ ସନ୍ଧ୍ୟା ସାଢେ ୫ ଟା ଯାଏଁ ସେ କେନ୍ଦ୍ରାପଡ଼ାରେ ରହିପାରିବେ ହେଲେ କୌଣସି ପରିସ୍ଥିତିରେ ସେ ବାରିମୂଳ ଆଶ୍ରମ ଯାଇପାରିବେ ନାହିଁ । କେନ୍ଦ୍ରାପଡା ଯିବାଲାଗି ତାଙ୍କୁ ୭ଦିନ ଆଗରୁ କୋର୍ଟଙ୍କୁ ଜଣାଇବାକୁ ପଡିବ । କେନ୍ଦ୍ରାପଡା ଥାନା ଏବଂ ନିଜେ ରହୁଥିବା ଥାନା ଅଞ୍ଚଳର ଅଧିକାରୀଙ୍କୁ ମଧ୍ୟ କେନ୍ଦ୍ରାପଡ଼ା ଗସ୍ତର ୭ ଦିନ ଆଗରୁ ଜଣାଇବେ ସାରଥୀ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version