• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିଛୁବାହାଲି, “ଆମ ସଂସ୍କୃତି ଆମ ଖେଳଣା” ଓ ପ୍ରଥମ ବାର୍ଷିକ ଉତ୍ସବ- ୨୦୨୫

Proprietor Abhimanyu Maharana by Proprietor Abhimanyu Maharana
March 11, 2025
in ଓଡ଼ିଶା, ବଲାଙ୍ଗିର, ହୋମ୍
0
ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିଛୁବାହାଲି, “ଆମ ସଂସ୍କୃତି ଆମ ଖେଳଣା” ଓ ପ୍ରଥମ ବାର୍ଷିକ ଉତ୍ସବ- ୨୦୨୫
Share on FacebookShare on TwitterWhatsapp

୧୦ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍)  ବେଲପଡା :- ବେଲପଡା ବ୍ଲକ ଅନ୍ତର୍ଗତ ପଣ୍ଡରିଯୋର ଗ୍ରାମ ପଞ୍ଚାୟତ ସ୍ଥିତ ବିଛୁବାହାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର “ଆମ ସଂସ୍କୃତି ଆମ ଖେଳଣା”ପ୍ରଥମ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ଉତ୍ସବ ସ୍କୁଲ ପରିସର ରେ ଅନୁଷ୍ଠିତ ହୋଇଯାଇଛି  l ସୋମବାର ପୂର୍ବାହ୍ନ ୧୧ଘଣ୍ଟା ସମୟ ରେ ଅନୁଷ୍ଠିତ ବାର୍ଷିକ ଉତ୍ସବ ର ଉଦଯାପନୀ ଦିବସରେ ମୁଖ୍ୟ ଅତିଥି ଭାବେ ଗ୍ରାମ ର ଗୌନ୍ତିଆ ମନମୋହନ ମାଝୀ (ମୃଦୁଙ୍ଗିଆ) ଯୋଗଦେଇ ଛାତ୍ର ଛାତ୍ରୀ ଭଲ ଭାବେ ଅଧୟନ କଲେ ଶୀର୍ଷ ସ୍ଥାନ ରେ ପହଞ୍ଚି ପରିବା ସହ ରାଜ୍ୟ ଦେଶ ର ସୁନାମ ଅର୍ଜନ କରିପାରିବେ ବୋଲି କହଥିଲେ ୲

ମୁଖ୍ୟ ବକ୍ତା ଭାବେ ଗ୍ରାମର ପୋଷ୍ଟ ମାଷ୍ଟର ହଲଧର ସେଠ, ସମ୍ମାନିତ ଅତିଥି ସଲଣ୍ଡି ହାଇସ୍କୁଲ ପ୍ରଧାନ ଶିକ୍ଷକ ଥବିର ଛତ୍ରିଆ ଯୋଗ ଦେଇ ଛାତ୍ର ଛତ୍ରୀ ଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ ୲ ପ୍ରଥମେ ବାଗଦେବୀ ସରସ୍ବତୀ ଓ ବିଦ୍ୟାଦାତା ଗଣେଶ ଙ୍କ ଫଟୋଚିତ୍ର ରେ ମାଲ୍ୟା ଅର୍ପଣ କରିବା ସହ ଦୀପ ପ୍ରଜ୍ଜଳନ କରି ପୂଜାର୍ଚନା କରାଯାଇଥିଲା | ପରେ ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ସମ୍ମାନୀତ କରାଯାଇଥିଲା |ଏହି ଅବସର ରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଘନଶ୍ୟାମ ବେହେରା ବିବରଣ ପାଠ କରିଥିଲେ | ସି.ଆର ସି. ସି ଭୋଲେଶ୍ୱର ତାଣ୍ଡି ମଞ୍ଚ ପରିଚାଳନା କରିଥିଲେ | ଏହି ଅବସର ରେ ଛାତ୍ର ଛତ୍ରୀ ଙ୍କ ପକ୍ଷରୁ ସାଂସ୍କୃତି କାର୍ଯ୍ୟକ୍ରମ ନୃତ୍ୟ ପରିବେଷଣ କରାଯାଇଥିଲା |

ବିଦ୍ୟାଳୟର ଛାତ୍ର ଛତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ହୋଇଥିଲା ଓ ୧୧୫ ଜଣ ବରିଷ୍ଠ ଓ କନିଷ୍ଠ ବିଭାଗ ରେ କୃତି ପ୍ରତଯୋଗୀ ମାନଙ୍କୁ ଅତିଥିମାନେ ମାନପତ୍ର ଓ ମେଡାଲ ଦେଇ ପୁରସ୍କୃତ କରାଯାଇଥିଲା | ଚଳିତ ବର୍ଷ ବାଳକ ବିଭାଗ ରେ କ୍ଷମା ବାଗ ଓ ବାଳିକା ବିଭାଗ ରେ ଯଶୋବନ୍ତି ମାଝୀ ଚମ୍ପିୟାନ ହୋଇଥିଲେ | ସମାଜ ରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଗ୍ରାମ ର ବିଶିଷ୍ଠ ବ୍ୟକ୍ତି ସାମ୍ବାଦିକ ତ୍ରିନାଥ ବାଗ ଓ ଗ୍ରାମର ୱାର୍ଡ ମେମ୍ବର ତୁଲାରାମ ମାଝୀ, ସୁଧୀର ବାଗ, ବେଦବ୍ୟାସ ପୁଟେଲ, ରୁକବଲ ପୁଟେଲ, ଏବଂ ଗ୍ରାମ ର ଭଦ୍ରବ୍ୟକ୍ତି ନରହରି ମାଝୀ, ଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା |

ଉକ୍ତ ଉତ୍ସବ ଆୟୋଜନ ଓ ପରିଚାଳନା ରେ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ଘନଶ୍ୟାମ ବେହେରା, ସହକାରୀ ଶିକ୍ଷକ ଜ୍ୟୋତିର୍ମୟ ନାଗ, ପାହାନ୍ତ କୁମ୍ଭାର, ଏବଂ ସହକାରୀ ଶିକ୍ଷୟତ୍ରୀ ଗୋଦାବରୀ ମାଝୀ, ମଧୁମିତା ବାବୁ, ସଂଯୁକ୍ତା କିଷାନ ଙ୍କ ସମେତ ପାଚିକା ଏବଂ ପରିଚାଳନା କମିଟି ର ସଭ୍ୟ /ସଭ୍ୟା ଓ ଅଭିଭାବକ ଅଭିଭାବିକା ଏବଂ ଗ୍ରାମବାସୀ ସମ୍ପୂର୍ଣ ସହଯୋଗ କରିଥିଲେ |  ପରି ଶେଷରେ ସହକାରୀ ଶିକ୍ଷକ ପାହାନ୍ତ କୁମ୍ଭାର ଧନ୍ୟବାଦ ଅର୍ପଣ କରିଥିଲେ |

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

September 20, 2026
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

September 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

September 20, 2026
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version