• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୂଆଗଡ଼ ବାଲୁଙ୍କେଶ୍ୱର ଦୋଳ ମେଳଣ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
March 12, 2025
in ଓଡ଼ିଶା, କଟକ, ହୋମ୍
0
ନୂଆଗଡ଼ ବାଲୁଙ୍କେଶ୍ୱର ଦୋଳ ମେଳଣ ଅନୁଷ୍ଠିତ
Share on FacebookShare on TwitterWhatsapp

୧୧ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) କଟକ  :-  କଟକ ସଦର ଥାନା ତେଲଙ୍ଗାପେଣ୍ଠ ନିକଟସ୍ଥ ନୂଆଗଡ଼ ଗ୍ରାମର ବାବା ବାଲୁଙ୍କେଶ୍ୱର ମହାଦେ ପୀଠରେ ଏବଂ କୁଦସାହି ଠାରେ ମଙ୍ଗଳବାର ଦିନ ଫାଲଗୁନ ଦ୍ୱାଦଶୀ ଦୋଳ ମେଳଣ ଅନୁଷ୍ଠିତ ହୋଇଯାଇଛି । ଅପରାହ୍ନ ଗୋଟାଏ ସମୟରେ ଆଖପାଖ ଅଞ୍ଚଳର ୨୫ ଗୋଟି ଦୋଳ ବିମାନ ଅନନ୍ତା ବଳିଆ କଲେଜ ନିକଟସ୍ଥ ମା’ ଦୁଲାଦେଈ ପୀଠ ଠାରେ ଏକତ୍ରିତ ହୋଇଥିଲେ ।

ଦିନ ସାଢ଼େ ଗୋଟାଏ ସମୟରେ ଦୋଳ ବିମାନ ଗୁଡିକ ପଛକୁ ପଛ ବାଜା ବାଣ ରୋଷଣୀ କରି ପୁରୁଣା ନୂଆଗଡ଼ ସାହି ପରିକ୍ରମା କରି ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ପହଞ୍ଚି ମନ୍ଦିର ଚାରିପାଖ ପରିକ୍ରମା କରି ସାରିବା ପରେ ନିଜ ନିଜ ଆସନରେ ଅବସ୍ଥାନ କରିଥିଲେ । ଏହି ମେଳଣ ଉପଲକ୍ଷେ ୪୮ ସଂକୀର୍ତ୍ତନ ମଣ୍ଡଳର ମହନ୍ତ ବନମାଳୀ ଦାସଙ୍କ ନେତୃତ୍ୱରେ ବିଭିନ୍ନ ଗ୍ରାମର ସଂକୀର୍ତ୍ତନ ମଣ୍ଡଳୀ ଓଡ଼ଶୀ ସଂକୀର୍ତ୍ତନ ପରିବେଷଣ କରିଥିଲେ ।

ଏହି ମେଳଣକୁ ନୁଆଗଡ଼ ଗ୍ରାମ୍ୟ କମିଟିର ସମସ୍ତ ସଦସ୍ୟ, ମହନ୍ତ , ଅଧିକାରୀ ,ବ୍ରାହ୍ମଣ ସମାଜ ,ବାରିକ ସମାଜ , ବେହେରା ସମାଜର ସଦସ୍ୟମାନେ ଏବଂ ନୁଆଗଡ଼ ଗ୍ରାମବାସୀ ଯୁବକମାନେ ପରିଚାଳନା କରିଥିଲେ ।ଶାନ୍ତି ଶୃଙ୍ଖଳା ରକ୍ଷାପାଇଁ କଟକ ସଦର ଥାନା ପକ୍ଷରୁ ପୋଲିସ କର୍ମଚାରୀ ମୂତ୍ତୟନ କରାଯାଇଥିଲା ।

ବାଲୁଙ୍କେଶ୍ୱର ପୀଠରେ ଅପରାହ୍ନ ୫ଟାରେ ମେଲଣ କାର୍ଯ୍ୟ ଶେଷ ହେବାପରେ ମେଳଣରେ ଯୋଗ ଦେଇଥିବା ଦୋଳ ବିମାନ ଗୁଡିକୁ ଭୋଗହାଣ୍ଡି ପ୍ରଦାନ କରାଏ । ମେଳଣ ଶେଷ ହେବାପରେ ଉକ୍ତ ଦୋଳ ବିମାନ ଗୁଡିକ ସନ୍ଧ୍ୟାରେ କୁଦସାହି ମେଳଣରେ ଯାଇ ପହଞ୍ଚିଥିଲେ । ଏହି ମଳଣ ଦେଖିବା ପାଇଁ ପ୍ରବଳ ଜନ ସମାଗମ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

May 7, 2026
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version