No Result
View All Result
୧୮ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ପୁରୀ :- ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ବିରଳ ଫାଶି କାଠ ସ୍ବଇଚ୍ଛାରେ ଦାନ କରିଥିବା ଦାତାମାନଙ୍କୁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସମ୍ବର୍ଦ୍ଧିତ କରାଯାଇଛି ।
ପୁରୀ ନୀଳାଦ୍ରି ଭକ୍ତ ନିବାସ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ୨୦୨୩ ଏବଂ ୨୦୨୪ ବର୍ଷର ୮୬ ଜଣ ଫାଶି କାଠ ଦାତାଙ୍କୁ ଗଜପତି ମହାରାଜା ଦିବ୍ୟସିଂହ ଦେବ ଏବଂ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସମ୍ବର୍ଦ୍ଧିତ କରିଛନ୍ତି।

No Result
View All Result