• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଐତିହାସିକ କସର୍ଦାର ଦିପୋଟି ମେଲଣରେ ୬୪ ଟି ଦୋଳବିମାନ ଓ ୫୦ ହଜାରରୁ ଉର୍ଦ୍ଧ୍ବ ଶ୍ରଦ୍ଧାଳୁ ଭକ୍ତ ଯୋଗଦେଲେ

Proprietor Abhimanyu Maharana by Proprietor Abhimanyu Maharana
March 20, 2025
in ଓଡ଼ିଶା, କଟକ, ହୋମ୍
0
ଐତିହାସିକ କସର୍ଦାର ଦିପୋଟି ମେଲଣରେ ୬୪ ଟି ଦୋଳବିମାନ ଓ ୫୦ ହଜାରରୁ ଉର୍ଦ୍ଧ୍ବ ଶ୍ରଦ୍ଧାଳୁ ଭକ୍ତ ଯୋଗଦେଲେ
Share on FacebookShare on TwitterWhatsapp

୧୯ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ନିଆଳି :- କଟକ ଜିଲ୍ଲା ଅନ୍ତର୍ଗତ ବ୍ରିଟିଶ ଶାସନ ଅମଳର ୧୮୮୯ ମଜସିହାରୁ ଆରମ୍ଭ ହୋଇଥିବା ଏହି ଐତିହାସିକ କସରଦା ର ଦିପୋଟି ମେଲଣ ଶାନ୍ତି ଶୃଙ୍ଖଳା ସହ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଐତିହ୍ୟ, ପରମ୍ପରାର ଦିପୋଟି ମେଲଣରେ ୬୪ ଟି ଦୋଳ ବିମାନ ଅଂଶ ଗ୍ରହଣ କରିଥିଲାବେଳେ ୫୦ ହଜାରରୁ ଉର୍ଦ୍ଧ୍ଵ ଲୋକମାନଙ୍କ ସମାଗମ ହୋଇଥିଲେ । ଏହି ମେଲନ ପରମ୍ପରାର ଭାଇଚାରା ସୃଷ୍ଟି କରିଥାଏ। ଏ ମେଳଣରେ ସର୍ଵ ପ୍ରଥମେ ଥାନପତି ଭାବେ କସର୍ଦାର ଲକ୍ଷ୍ମୀନାରାୟଣ ବସିଥିଲେ।

ଲକ୍ଷ୍ମୀନାରାୟଣ ଠାକୁର ବିଭିନ୍ନ ରୋଷଣୀରେ ଆସି ପ୍ରଥମେ ଦିପୋଟି ମେଳଣରେ ପହଞ୍ଚିବା ପରେ ଧିରେ ଧିରେ ଅନ୍ୟ ସବୁ ଠାକୁରମାନେ ପ୍ରସୋସନ୍ କରି ମେଲଣ ପଡ଼ିଆରେ ପହଞ୍ଚି ଥିଲେ । ସବା ଶେଷରେ ଗୋପାଳଜୀଉ ଠାକୁର ଆସନ୍ତି ଏବଂ ସର୍ଵ ପ୍ରଥମେ ଗୋପାଳ ଜୀଉ ଠାକୁର ମେଲଣ ପଡିଆରୁ ଉଠି ଯିବା ପରେ ପରେ ଅନ୍ୟ ସବୁ ଠାକୁର ମେଲଣ ପଡିଆରୁ ଉଠି ନିଜ ଘରକୁ ଚାଲିଆସନ୍ତି। ଏହି ମେଲଣ ଉତ୍ସବ ଉପଲକ୍ଷେ ଲଉଡି ଖେଳ, ଭଜନସମାରୋହ, ବ୍ରବଚନ ,ଯାତ୍ରା, ଆଦି ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହୋଇଯାଇଛି। ଏହି ମେଲଣ ଯାତ୍ରା ଗତ ୧୭ ତାରିଖରୁ ଆରମ୍ଭ ହୋଇ ୧୫ ଦିନ ବ୍ୟାପୀ ଚାଲିଥାଏ । 

ତତ୍ କାଳୀନ ଜୈନିକ ଡେପୁଟି କଲେକ୍ଟର ୧୮୮୯ ମସିହାରୁ ଆରମ୍ଭ କରିଥିଲେ ଏହି ଐତିହାସିକ ଦୀପୋଟି ମେଲଣ । ଏଠାରେ ଲକ୍ଷ୍ମନୃସିଂହ ଏବଂ ଗୋପାଳ ଜୀଉ ମଧ୍ୟରେ ହରିହର ଭେଟ ହେବାର ଏଥିରେ ବିଧି ରହିଛି । ଏହି ମେଲଣ ଉତ୍ସବରେ ବହୁ ସାଧୁ ସନ୍ଥ, ଶ୍ରଦ୍ଧାଳୁଭକ୍ତ, ରାଜନୈତିକ ବ୍ୟକ୍ତିମାନେ ଯୋଗ ଦେଇଥିଲେ,। ରାଧାକୃଷ୍ଣ ମନ୍ଦିରର ସମାଜସେବୀ ଗୋପାଳ ଦାସଙ୍କ ଉଦ୍ୟମରେ ହଜାର ହଜାର ଭକ୍ତମାନଙ୍କୁ ମାଗଣାରେ ପ୍ରସାଦ ବଣ୍ଟନ କରାଯାଇଥିଲା ।

ଏଠାରେ ବିଶେଷ କରି ଭୋର ୪ ଟାରୁ ଦିନ ୪ଟା ପର୍ଯ୍ୟନ୍ତ ଟ୍ରକ ଟ୍ରକ କଦଳୀ ଠାକୁର ବ୍ରହ୍ମଗୋପାଳଙ୍କ ପାଖରେ ଭୋଗ ଲାଗି ହୋଇଥିଲା । ଏହି ମେଲଣ ଲାଗି ଗ୍ରାମୀଣ ସେବକ ସମାଜ ଟ୍ରଷ୍ଟ ସମେତ ବନ୍ଦେ ଉତ୍କଳ ମହାସଂଘ ଏବଂ ବିଭିନ୍ନ ଦାତବ୍ୟ ଅନୁଷ୍ଠାନ ପକ୍ଷରୁ ଜଳ ଛତ୍ର ଓ ସୂଚନା କେନ୍ଦ୍ରମାନ ଖୋଲାଯାଇ ସେବା କାର୍ଯ୍ୟ କରାଯାଇଥିଲା । ଏହାର ଶାନ୍ତିଶୃଙ୍ଖଳା ରକ୍ଷାଲାଗି ନିଆଳି, ଓଲଟପୁର ଏବଂ ଗୋବିନ୍ଦପୁର ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା ।

ଏହି ମେଲଣରେ କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାର ସାହେବ ସିନ୍ଧେ ଏହାର ପରିଚାଳନାରେ ସହଯୋଗ କରିଥିଲେ । ଚଳିତ ବର୍ଷ ସ୍ଥାନୀୟ ବିଧାୟକ ଛବି ମଲ୍ଲିକ ଙ୍କ ସହଯୋଗରେ ଏହି ଐତିହାସିକ ଦିପୋଟି ମେଲଣର ବିଭିନ୍ନ ଉନ୍ନୟନ କାର୍ଯ୍ୟ କରାଯାଇଥିଲା । ବିଗତ ବର୍ଷ ଠାରୁ ଚଳିତ ବର୍ଷ ଦୋଳ ମେଲଣରେ ପ୍ରବଳ ଭକ୍ତଙ୍କ ଭିଡ଼ ଲାଗିଥିଲା, ଏଠାରେ ବିଭିନ୍ନ ବେବସାୟ ଗଢି ଉଠିଥିଲା । ପରିଚାଳନାରେ ରାଧାକୃଷ୍ଣ ମନ୍ଦିର ର ଗିରିଧାରୀ ଜେନା, ରଜନୀ କୁମାର ମହାପାତ୍ର, ଗୋପାଳ ଦାସ, ରତ୍ନାକର ଦାସ, ଅଭିମନ୍ୟୁ ଦାସ, କାଳନ୍ଦୀ ପ୍ରଧାନ ପ୍ରମୁଖ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version