• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କୁହୁଡି ସାଜିଲା କାଳ ବସ କାର ଧକ୍କା ୨ ମୃତ – ୩ଆହତ

Proprietor Abhimanyu Maharana by Proprietor Abhimanyu Maharana
March 20, 2025
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
କୁହୁଡି ସାଜିଲା କାଳ ବସ କାର ଧକ୍କା ୨ ମୃତ – ୩ଆହତ
Share on FacebookShare on TwitterWhatsapp

୧୯ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବୋଲଗଡ :- ବୋଲଗଡ ବ୍ଲକ ପିଚୁକୁଳି ଜାତୀୟ ରାଜପଥ ୫୭ ଆଦର୍ଶ ବିଦ୍ୟାଳୟ ନିକଟରେ ବୁଧବାର କାର ସହ ଯାତ୍ରୀବାହି ବସ ମୁହିଁମୁହିଁ ଧକ୍କା ହୋଇଥିଲା । ଏଥିରେ ୨ଜଣଙ୍କର ଘଟଣାସ୍ଥଳ ମୃତ ହୋଇଛି । ବସ ଥିବା ୫୦ଜଣ ଯାତ୍ରୀଙ୍କ ମଧ୍ୟରୁ ୩ଜଣ ଆହତ ହେଇଛନ୍ତି । ଘଟଣା ଅନୁଯାଇ ଆଜି ସକାଳ ୭ଟା ସମୟରେ ନୟାଗଡ଼ ଜିଲା ଇଟାମାଟି ଗ୍ରାମର ନୀଳମଣି ସାହୁ(୭୦) ନିଜ ପୈତୃକ ଘର କାର୍ଯ୍ୟ ସାରି ନିଜ ମାରୁତି ସେଲୁଲିୟର କାର (ଓଡି ୦୨ଏକେ ୪୩୩୪)ରେ ଭୁବନେଶ୍ୱର ଚକେଇସିଆଣୀ ସ୍ଥିତ ଘରକୁ ଫେରୁଥିଲେ ।

ତାଙ୍କ ପଛ ସିଟରେ ସେହି ଗ୍ରାମର ସମ୍ପର୍କୀୟ କାଞ୍ଚନବାଳା ମହାନ୍ତି (୫୦)ଭୁବନେଶ୍ୱର ଯାଉଥିଲେ । ୫୭ ନଂ ଜାତୀୟ ରାଜପଥ ପିଚୁକୁଳି ଗ୍ରାମସ୍ଥିତ ଆଦର୍ଶ ବିଦ୍ୟାଳୟ ନିକଟରେ ଅତ୍ୟାଧିକ କୁହୁଡି ପରିଲକ୍ଷିତ ହେଇଥିବା ନେଇ ଗାଡ଼ି ଚଳାଚଳ ସତର୍କ ସହ ଯାତାୟତ କରୁଥିଲା। ତେବେ ବିଶାଖା ନାମକ ଯାତ୍ରୀବାହି (ଓଡି୨୫ଏମ ୦୮୯୧)ବସ ଭୁବନେଶ୍ୱରରୁ ଫୁଲବାଣୀ ଯାତ୍ରୀଙ୍କୁ ନେଇ ଦୃତଗତି ଆସି ବିପରୀତ ଦିଗରୁ ଆସୁଥିବା କାରଟି ସହ ଧକ୍କା ଦେଇଥିଲା ।

ଫଳରେ କାର ସଂପୂର୍ଣ୍ଣ ଭାବେ ଚୁରମାର ହେବା ସହ ଉଭୟ ନୀଳମଣି ଓ କାଞ୍ଚନବାଳ ଚାପି ହୋଇ ରହି ଘଟଣାସ୍ଥଳରେ ମୃତ୍ୟୁ ହୋଇ ଯାଇଥିଲା । ବସଟି ମଧ୍ୟ ଏକ ଢ଼ାବା କାନ୍ଥରେ ମାଡ ହୋଇ ବିଲ ମଧ୍ୟ ଖସି ଯାଇଥିଲା । ସେଥିରେ ଥିବା ୩ଜଣ ମହିଳା ଯାତ୍ରୀ ଆହତ ହୋଇ ୧୦୮ ଗୋଗୀ ବୁହା ଯାନରେ ଚିକିତ୍ସା ପାଇଁ ଖୋର୍ଦ୍ଧା ନିଆଯାଇଥିଲା ।

ଖବର ପାଇ ଅଗ୍ନିଶମ ବାହିନୀ ପ୍ରାୟ ଏକ ଘଣ୍ଟା ବିଦ୍ୟୁତ୍ କଟର ମାଧ୍ୟମ କାରଟିକୁ କାଟି ମୃତକଙ୍କୁ ଉଦ୍ଧାର କରି ଖୋର୍ଦ୍ଧା ମୁଖ୍ୟଚିକିତ୍ସାଳୟକୁ ବ୍ୟବଚ୍ଛେଦ ନିମିତ୍ତ ପଠାଇଥିଲେ । ସେଠାରେ ବେଗୁନିଆ ପୁଲିସ ପକ୍ଷରୁ ଏକ ମାମଲ ରୁଜୁ କରି ଉଭୟ ପରିବାରକୁ ଶବ ହସ୍ତାନ୍ତରିତ କରିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

June 28, 2026
ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version