• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନବକଳେବର ରୋଡ଼ ଭଡାଘରୁ ବିପୁଳ ପରିମାଣ ର ବାଣ ଜବତ

Proprietor Abhimanyu Maharana by Proprietor Abhimanyu Maharana
March 21, 2025
in ଓଡ଼ିଶା, ପୁରୀ, ହୋମ୍
0
ନବକଳେବର ରୋଡ଼ ଭଡାଘରୁ ବିପୁଳ ପରିମାଣ ର ବାଣ ଜବତ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) :- କୁମ୍ଭାରପଡ଼ା ଥାନା ନିକଟରେ ଭଡା ଘରେ ପୂଜା ସାମଗ୍ରୀ ବିକିବା ନାମରେ ଚାଲିଥିଲା ବାଣ ବ୍ୟବସାୟ।ବେଆଇନ ଭାବେ ବାଣ ମହଜୁଦ ରଖିବା ଅଭିଯୋଗରେ ପୁରୀ ପୋଲିସ ଆଜି ବିପୁଳ ମାତ୍ରାରେ ବାଣ,ବାରୁଦ,ବାଣ ପ୍ରସ୍ତୁତି ସାମଗ୍ରୀ ସହ କୋଇଲା ଆଦି ଜବତ କରିଛି | ବ୍ୟବସାୟୀଙ୍କୁ ଗିରଫ କରିବା ସହ ଉକ୍ତ ଘରକୁ ସିଲ କରିଛି।ସ୍ଥାନୀୟ ବାସିନ୍ଦା ଭଡାଘରେ ବାଣ ରଖିବା ନେଇ ଜାଣିନଥିବା କହିଛନ୍ତି |କୁମ୍ଭାରପଡ଼ା ପୋଲିସ ଥାନା ନିକଟରେ ଏଭଳି ବାଣ ମହଜୁଦ ରହିବା ଖବର ଜାଣି ନ ପାରିବା ନେଇ ସାଧାରଣ ରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି ଘର ମାଲିକ ଜଣେ ଅବସରପ୍ରାପ୍ତ ପୋଲିସ ଅଧିକାରୀ l

ତାଙ୍କ ଘରେ ବେଆଇନ ଭାବେ ବାଣ ରହିବା ନେଇ ଖବର କିପରି ପୋଲିସ ଜାଣି ପାରିଲେ ନାହିଁ।ସେମାନଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଉ | ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ସାହିବାସିନ୍ଦା ଦାବି କରିଛନ୍ତି । ବାସେଲି ସାହିର ବାଣ ବ୍ୟବସାୟୀ ଅଜିତ ସେନାପତିଙ୍କୁ ଗିରଫ କରିଛି।ବିଶେଷ ସୂତ୍ରରୁ ଖବର ପାଇ ପୋଲିସ ଘଟଣା ସ୍ଥଳରେ ସିଟି ଡିଏସପି ଙ୍କ ନେତୃତ୍ୱରେ ଦୁଇ ଘଣ୍ଟାରୁ ଉର୍ଦ୍ଧ୍ବ ସମୟ ଧରି ଉକ୍ତ ଘରୁ ସମସ୍ତ ବାଣ, ବାରୁଦ,କୋଇଲା,ବାଣ ପ୍ରସ୍ତୁତି ସାମଗ୍ରୀକୁ ଜବତ କରିଥିଲା l ଅଗ୍ନିଶମ କର୍ମଚାରୀଙ୍କ ଦ୍ଵାରା ପାଣି ପକାଇ ବିପଦ ମୁକ୍ତ କରିବା ପାଇଁ ପଦକ୍ଷେପ ନିଆଯାଇଥିଲା ।

ଗତବର୍ଷ ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣ ଘଟିବା ଓ ନିକଟରେ ପୁଣି ବାଣ ଉକ୍ତ ସ୍ଥାନରେ ଫୁଟିବା ନେଇ ପ୍ରଶ୍ନ ଉଠିଥିଲା l ସେହି ଅଞ୍ଚଳ ନିକଟରେ ବିପୁଳ ସଂଖ୍ୟାରେ ବାଣ,ବାରୁଦ ଜବତ କରିବା ପୋଲିସ ପାଇଁ ଏକ ସଫଳତା ଆଣିଦେଇଛି । କୁମ୍ଭାରପଡ଼ା ନିକଟରେ ଏତେ ପରିମାଣରେ ବାଣ ମହଜୁଦ ରହିବା ସମ୍ପର୍କରେ ପୋଲିସ ଜାଣି ନପାରିବା ନେଇ ପ୍ରଶ୍ନ ବାଚି ସୃଷ୍ଟି କରିଛି । ଭଡାଘରେ କିପରି ବାଣ ରଖାଗଲା ଓ ଘର ମାଲିକ କିପରି ଜାଣି ନପାରିଲେ ସେ ନେଇ ତଦନ୍ତ କରାଯିବ ବୋଲି ସିଟି ଡିଏସପି କହିଛନ୍ତି ।

କୁମ୍ଭାରପଡ଼ା ଥାନା ନିକଟରେ କେଟିଏମ୍ ଗଳିରେ ଜନୈକ ଅବସରପ୍ରାପ୍ତ ପୋଲିସ ଅଧିକାରୀଙ୍କ ଘରେ ଚାଲିଥିଲା ବେଆଇନ ବାଣ ବ୍ୟବସାୟ।ଭଡା ସୂତ୍ରରେ ନେଇଥିବା ବାସେଳୀ ସାହିର ଅଜିତ ସେନାପତି ପୁଜାସାମଗ୍ରି ରଖିବା ପରିବର୍ତ୍ତେ ବାଣ,ବାରୁଦ କୋଇଲା,ବାଣ ପ୍ରସ୍ତୁତି ସାମଗ୍ରୀ ମହଜୁଦ ରଖିବା ଖବର ପୋଲିସ ନା ସ୍ଥାନୀୟ ବାସିନ୍ଦା କେହି ଜାଣି ପାରିନଥିଲେ।ସ୍ଥାନୀୟ ବାସିନ୍ଦାଙ୍କ ଅଭିଯୋଗ ଭଡା ନେଇଥିବା ଲୋକ ସଦାବେଳେ ରାତିରେ ଆଖା ଓ ପେଟିରେ ସବୁ ସାମଗ୍ରୀ ଆଣି ରଖନ୍ତି।

ଆଉ ସେ କେଉଁ ସମୟରେ ଏତେ ବାଣ ମହଜୁଦ ରଖିବା ଖବର ଆମ ପାଖରେ ନାହିଁ।ଯଦି ବିସ୍ଫୋରଣ ହୋଇଥାନ୍ତା ତେବେ ଆମ ସାହିବସ୍ତି ଉଡ଼ିଯାଇଥାନ୍ତା।ଆମେ ଏକ ବଡ଼ ବିପଦରୁ ରକ୍ଷା ପାଇଗଲୁ । ପୋଲିସ ଘର ମାଲିକ ଓ ବାଣ ବ୍ୟବସାୟୀଙ୍କୁ ଗିରଫ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନେଇ ସାହିବାସିନ୍ଦା ଦାବି କରିଛନ୍ତି । ସହରରେ କେତେ ବାଣ ବେଆଇନ ଭାବେ ମହଜୁଦ ଅଛି ସେ ସବୁକୁ ପୋଲିସ କେବେ ଠାବ କରିବ ଏବଂ ଆଜିର ଘଟଣାରେ ପୋଲିସ କିଭଳି ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ତାହା ଆଗକୁ ଜଣାପଡିବ ବୋଲି ସହରରେ ଚର୍ଚ୍ଚା ହେଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

May 14, 2026
ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

May 14, 2026
ଉତ୍ପାଦ ପ୍ରସ୍ତୁତି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ : ପ୍ରଶାସନିକ ଅବହେଳା ଯୋଗୁଁ ଜନଜୀବନ ବିପନ୍ନ

ଉତ୍ପାଦ ପ୍ରସ୍ତୁତି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ : ପ୍ରଶାସନିକ ଅବହେଳା ଯୋଗୁଁ ଜନଜୀବନ ବିପନ୍ନ

May 14, 2026
ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

May 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

May 14, 2026
ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version