• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମାନସିକ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମରେ : “ଦଣ୍ଡଥଳ ଲୋକକଳା ର ଭୂମିକା ”  ଶିର୍ଷକ ଆଲୋଚନା ଚକ୍ର 

Proprietor Abhimanyu Maharana by Proprietor Abhimanyu Maharana
March 23, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
ମାନସିକ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମରେ : “ଦଣ୍ଡଥଳ ଲୋକକଳା ର ଭୂମିକା ”  ଶିର୍ଷକ ଆଲୋଚନା ଚକ୍ର 
Share on FacebookShare on TwitterWhatsapp

ଟିକାବାଲି (ଓଡ଼ିଶା ତାଜା ନ୍ୟୁଜ୍) :- ରାଜୀବ ଗାନ୍ଧୀ ସେବାକେନ୍ଦ୍ର ପାବୁରିଆ ଗ୍ରାମ ପଞ୍ଚାୟତ ଠାରେ , ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ସ୍ୱାତୀ ଏବଂ ବି.ଏନ.ଆାଇ. ବାଙ୍ଗାଲୋର ର ମିଳିତ ସହଯୋଗ ରେ ଟିକାବାଲି, କେ.ନୂଆଗାଁ ଏବଂ ଫିରିଙ୍ଗିଆ ବ୍ଲକ୍ ର ଦଣ୍ଡଥଳ ର ଅଧିକାରୀ, ପାଟଭୋକ୍ତା ଏବଂ ବୀଣାକାର ମାନଙ୍କୁ ନେଇ ଏକଦିବସୀୟ “ମାନସିକ ସ୍ୱାସ୍ଥ୍ୟ ସଚେତନତା” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମାନସିକ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ରେ ଦଣ୍ଡଥଳ ଲୋକକଳା ର ଭୂମିକା ଶୀର୍ଷକ ଆଲୋଚନା ଚକ୍ର ରେ ସ୍ୱାତୀ ଅନୁଷ୍ଠାନ ର ପ୍ରଦୀପ୍ ସ୍ୱାଇଁ, ଛବି ଏବଂ ଲେଖା ମାଧ୍ୟମ ରେ ମାନସିକ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ର ଲକ୍ଷ୍ୟ ,

ଉଧେଶ୍ୟ , ମାନସିକ ରୋଗ ର ଲକ୍ଷଣ, ରୋଗ ପ୍ରତି ପରିବାର ଓ ସମାଜରେ ଥିବା ଭ୍ରାନ୍ତ ଧାରଣା , ଅସୁସ୍ଥ ବ୍ୟକ୍ତି ପ୍ରତି ରହୁଥିବା ଘୃଣା ଓ ଭେଦଭାବ , ଏବଂ ଚିକିତ୍ସା ବିଷୟ ରେ ପୁଂଙ୍ଖାନୁପୁଂଙ୍ଖ ଭାବରେ ସମସ୍ତ ଙ୍କୁ ଅବଗତ କରାଇଥିଲେ ।ଦଣ୍ଡଥଳ ର ମୁଖ୍ୟ ଭୂମିକା ରେ ଥିବା ଅଧିକାରୀ ଓ ବୀଣାକାର ମାନଙ୍କ ଭୂମିକା ଏବଂ ଦାଇତ୍ୱ ଉପରେ ଆଲୋଚନା କରାଯାଇ , କିଭଳି ଭାବରେ ରୋଗ ର ବିଭିନ୍ନ ଲକ୍ଷଣ, ଅନ୍ଧ ବିଶ୍ୱାସ, ଚିକିତ୍ସା, ନିୟମିତ ଔଷଧ ସେବନ,

ଯତ୍ନକାରୀ ଓ ପରିବାର ମାନଙ୍କ ଭୂମିକା ଏବଂ ସମାଜ ର ଭୂମିକା ଉପରେ ଗୀତଭାଙ୍ଗି ଦଣ୍ଡନାଚ ମାଧ୍ୟ୍ୟମ ରେ ଆଗାମୀ ଦିନରେ ହେବାକୁ ଯାଉଥିବା ପବିତ୍ର ଦଣ୍ଡଯାତ୍ରା ରେ ଜନସାଧାରଣ ମାନଙ୍କୁ ସଚେତନତା ବାର୍ତ୍ତା ଦିଆଯାଇ ପାରିବ , ସେ ବିଷୟରେ ସମସ୍ତେ ଆଲୋଚନା କରିଥିଲେ ଏବଂ ଏକମତ ହୋଇଥିଲେ ।
ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ କୁ ପ୍ରକଳ୍ପ ସଂଯୋଜକ ଗିରିଶ ଚନ୍ଦ୍ର ସାମଲ ପରିଚାଳନା କରିଥିବା ବେଳେ , ଆଇ.ଟି.ଡି.ଏ ବ୍ଲକ୍ ଜୀବନଜିବୀକା ବିଶେଷଜ୍ଞ ରୋହିମୁଦ୍ ନାୟକ ଉକ୍ତ କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ ।ଆଲୋକ ସାମନ୍ତରାୟ, ଦୀପେଶ ମହାକୁଡ , ସ୍ୱଧର୍ମ ରାଉତ, ରାଧାନାଥ ପଣ୍ଡା , ଫିଲିମିନା ପ୍ରଧାନ ଏବଂ ଲିପିମା ଦିଗାଲ ସମ୍ପୂର୍ଣ୍ଣ ଭାବରେ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବରିଷ୍ଠ ସାମ୍ବାଦିକ ସୁବ୍ରତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞଳି ଓ ଶୋକସଭା

ବରିଷ୍ଠ ସାମ୍ବାଦିକ ସୁବ୍ରତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞଳି ଓ ଶୋକସଭା

September 29, 2026
ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ

ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ

September 28, 2026
କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍‌ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା

କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍‌ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା

September 28, 2026
ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ

ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ

September 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବରିଷ୍ଠ ସାମ୍ବାଦିକ ସୁବ୍ରତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞଳି ଓ ଶୋକସଭା

ବରିଷ୍ଠ ସାମ୍ବାଦିକ ସୁବ୍ରତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞଳି ଓ ଶୋକସଭା

September 29, 2026
ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ

ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ

September 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version