• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଖୋର୍ଦ୍ଧା ଓ ବାଘମାରୀ ବାଇପାସ୍ ପ୍ରକଳ୍ପର ସମୀକ୍ଷା କଲେ ସାଂସଦ ଅପରାଜିତା

Proprietor Abhimanyu Maharana by Proprietor Abhimanyu Maharana
March 23, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଖୋର୍ଦ୍ଧା ଓ ବାଘମାରୀ ବାଇପାସ୍ ପ୍ରକଳ୍ପର ସମୀକ୍ଷା କଲେ ସାଂସଦ ଅପରାଜିତା
Share on FacebookShare on TwitterWhatsapp

ବ୍ୟୟ ଅଟକଳ ୨୧୫.୪୯ କୋଟି, ଶୀଘ୍ର କାମ ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ବର (ଓଡ଼ିଶା ତାଜା ନ୍ୟୁଜ୍) ଭୁବନେଶ୍ୱର :- ବଲାଙ୍ଗୀରରୁ ଖୋର୍ଦ୍ଧାକୁ ସଂଯୋଗ କରୁଥିବା ଜାତୀୟ ରାଜପଥ (ଏନ୍‌ଏଚ୍‌ଏଆଇ) –୫୭ରେ ନିମାଣାଧୀନ ଖୋର୍ଦ୍ଧା ଟାଉନ୍ ବାଇପାସ୍ କାମ ଚଳିତ ବର୍ଷ ଅଗଷ୍ଟ ୩୧ ସୁଦ୍ଧା ଏବଂ ବାଘମାରୀସ୍ଥିତ ବାଇପାସ୍ କାମ ୨୦୨୬ ଏପ୍ରିଲ ୧ ପୂର୍ବରୁ ସାରିବାକୁ ଭୁବନେଶ୍ୱର ଲୋକସଭା ସାଂସଦ ଅପରାଜିତା ଷଡଙ୍ଗୀ ନିର୍ଦ୍ଦେଶ ଦେଇଛନ୍ତି।

ଦୀର୍ଘଦିନ ଧରି ଉଭୟ ପ୍ରକଳ୍ପ ପାଇଁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଆସୁଥିଲେ। ଲୋକଙ୍କ ସମସ୍ୟାକୁ ଆଖିଆଗରେ ରଖି ଶ୍ରୀମତୀ ଷଡଙ୍ଗୀ ଏହି ପ୍ରକଳ୍ପ ଲାଗି ଉଦ୍ୟମ କରିଥିଲେ। ୨୧୫.୪୯ କୋଟି ଟଙ୍କା ବ୍ୟୟରେ ଏସବୁ ପ୍ରକଳ୍ପ ନିର୍ମାଣ କରାଯାଉଛି ।ଶନିବାର ସାଂସଦ ଶ୍ରୀମତୀ ଷଡଙ୍ଗୀ ଖୋର୍ଦ୍ଧା ଟାଉନ୍ ବାଇପାସ ଓ ବାଘମାରୀ ବାଇପାସ କାମ ସମୀକ୍ଷା କରି କହିଛନ୍ତି, ଭୁବନେଶ୍ୱର ଲୋକସଭା ନିର୍ବାଚନମଣ୍ଡଳୀର ବିକାଶକୁ ସେ ପ୍ରାଥମିକତା ପ୍ରଦାନ କରନ୍ତି ।

ଲୋକଙ୍କ ସେବା କରିବା ମୋର ପ୍ରଥମ କର୍ତ୍ତବ୍ୟ। ସେ କହିଛନ୍ତି, ଖୋର୍ଦ୍ଧା ଟାଉନ୍ ବାଇପାସ୍ ପ୍ରକଳ୍ପ ୨୦୨୨ରେ କେନ୍ଦ୍ରସରକାରଙ୍କ ଅନୁମୋଦନ ହାସଲ କରିଥିଲା। ବାରମ୍ବାର ଉଦ୍ୟମ ପରେ ଜାତୀୟ ରାଜପଥ ବିକାଶ ମନ୍ତ୍ରୀ ନିତିନ ଗଡକରୀ ୧୫୭.୪୯ କୋଟି ଟଙ୍କା ମଞ୍ଜୁର କରିଥିଲେ। ଏହି କାମ ୨୦୨୩ରୁ ଆରମ୍ଭ ହୋଇଛି । ଚଳିତ ବର୍ଷ ଅଗଷ୍ଟ ୩୧ ସୁଦ୍ଧା ଏହା ଉଦ୍‌ଘାଟିତ ହେବ। ନିର୍ଦ୍ଧାରିତ ସମୟ ପୂର୍ବରୁ କାମ ସାରିବା ଲାଗି ଠିକା ସଂସ୍ଥା ଏସ୍ଏସ୍ ଇନଫ୍ରାକୁ ସାଂସଦ ନିର୍ଦ୍ଦେଶ ଦେଇଛନ୍ତି ।

ଜୁଲାଇ ୨୦ରେ ଉକ୍ତ ପ୍ରକଳ୍ପର ଅଗ୍ରଗତି ନେଇ ସାଂସଦ ଶ୍ରୀମତୀ ଷଡଙ୍ଗୀ ଆଉଥରେ ସମୀକ୍ଷା କରିବେ । ଏହି ବାଇପାସ୍ ଦ୍ୱାରା ଖୋର୍ଦ୍ଧା ଟାଉନରେ ଭିଡ ହ୍ରାସ ପାଇବ । ଆମ୍ବୁଲାନ୍ସ ଓ ଦମକଳ ଭଳି ଜରୁରୀ କାଳୀନ ଯାନବାହନ ନିର୍ବିଘ୍ନରେ ଯାତାୟାତ କରି ପାରିବ। ଜନସାଧାରଣ ମଧ୍ୟ ଉପକୃତ ହୋଇପାରିବେ । ସେହିପରି ୫୮ କୋଟି ଟଙ୍କା ବ୍ୟୟରେ ବୋଲଗଡ଼ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବାଘମାରୀ ବାଇପାସ୍ ନିର୍ମାଣ କରାଯିବ। ଏହି ବାଇପାସ୍ ୧ ଏପ୍ରିଲ୍ ୨୦୨୬ରେ ଉଦ୍ ଘାଟନ କରାଯିବ। ତା ପୂର୍ବରୁ କାମ ସାରିବାକୁ ସାଂସଦ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଏହି ବାଇପାସ୍ ଦ୍ୱାରା ନୟାଗଡ଼, ବଲାଙ୍ଗୀର, ଫୁଲବାଣୀ ଜିଲ୍ଲାବାସୀ ସୁରୁଖୁରୁରେ ଭୁବନେଶ୍ୱରକୁ ଯାତାୟାତ କରିପାରିବେ । ଲୋକଙ୍କ ଦାବି ପ୍ରତି ସମ୍ମାନ ଜଣାଇ ତୁରନ୍ତ ନିର୍ମାଣ ଶେଷ କରିବାକୁ ସାଂସଦ ନିର୍ଦ୍ଦେଶ ଦେଇଛନ୍ତି । ଏହା ବ୍ୟତୀତ ବାଘମାରୀ ଅଣ୍ଡର ପାସ୍ ପାଇଁ ୧୦ କୋଟି ଟଙ୍କା ମଞ୍ଜୁର କରାଯିବ ବୋଲି ସାଂସଦ ପ୍ରତିଶ୍ରୁତି ଦେଇଛନ୍ତି । ଏହି ଅବସରରେ ବୈଠକରେ ଉପସ୍ଥିତ୍ ଓପିଟିସିଏଲ୍ ଅଧିକାରୀଙ୍କୁ ସେମାନଙ୍କ କ୍ଷେତ୍ର ମଧ୍ୟରେ ରହିଥିବା ସମସ୍ୟାକୁ ତୁରନ୍ତ ସମାଧାନ କରିବାକୁ ସାଂସଦ ନିର୍ଦ୍ଦେଶ ଦେଇଛନ୍ତି।
ଆଜିର ସମୀକ୍ଷା ବୈଠକରେ ବୋଲଗଡ଼ ନିର୍ବାଚନମଣ୍ଡଳୀର ବିଜେପି ବିଧାୟକ ପ୍ରାର୍ଥୀ ପ୍ରତାପ ବିଜୁଳି, ଇଞ୍ଜିନିୟର ତଥା ସ୍ବତନ୍ତ୍ର ସଚୀବ ଏଲ୍‌ ପାଢୀ, ଏନ୍‌ଏଚ୍‌ଏଆଇ ରିଜିଓନାଲ୍ ଅଫିସର୍ ଇଞ୍ଜିନିୟର ସୁନୀଲ୍ କୁମାର, ଏନ୍‌ଏଚ୍‌ଏଆଇ ସର୍କଲ ହେଡ୍ ପ୍ରଭାତ କୁମାର ମାଝୀଙ୍କ ସମେତ ଖୋର୍ଦ୍ଧା ଓ ବାଘମାରୀ ଅଞ୍ଚଳର ସମସ୍ତ ବୁଦ୍ଧିଜୀବୀ ଏବଂ ଜନସାଧାରଣ ଉପସ୍ଥିତ ଥିଲେ। ଏହି ପରିପ୍ରେକ୍ଷୀରେ ସର୍ବ ସାଧାରଣଙ୍କ ଯାତାୟାତ ସୁବିଧାପାଇଁ ସାଂସଦ ଶ୍ରୀମତୀ ଷଡଙ୍ଗୀଙ୍କ ପ୍ରୟାସକୁ ସାଧାରଣରେ ପ୍ରଶଂସା କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version