• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ହସ୍ତଶିଳ୍ପ କାରିଗର ସଶକ୍ତିକରଣ ଉପରେ ୱେବିନାର ଦେଶର ପୂର୍ବ ଓ ଉତ୍ତର ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକ ପାଇଁ ‘ହସ୍ତକାରୀ’ ଏକ ଅଭିନବ ଉପକ୍ରମ – ଭୁବନେଶ୍ୱର

Proprietor Abhimanyu Maharana by Proprietor Abhimanyu Maharana
August 29, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ହସ୍ତଶିଳ୍ପ କାରିଗର ସଶକ୍ତିକରଣ ଉପରେ ୱେବିନାର ଦେଶର ପୂର୍ବ ଓ ଉତ୍ତର ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକ ପାଇଁ ‘ହସ୍ତକାରୀ’ ଏକ ଅଭିନବ ଉପକ୍ରମ – ଭୁବନେଶ୍ୱର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୯ ଅଗଷ୍ଟ ଶନିବାର ) ଭୁବନେଶ୍ୱର :– ଦେଶର ପୂର୍ବ ଓ ଉତ୍ତର ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକ ପାଇଁ ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ) ଆନୁକୂଲ୍ୟରେ ଗ୍ରାମୀଣ କାରିଗରମାନଙ୍କ ସଶକ୍ତିକରଣ ସକାଶେ ‘ହସ୍ତକାରୀ’ ନାମରେ ଏକ ଅଭିନବ ଉପକ୍ରମ ଆରମ୍ଭ କରାଯାଇଛି । ଶିଳ୍ପ, ଶକ୍ତି, ଏମ୍‌ଏସ୍‌ଏମ୍‌ଇ ଓ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟ ଶଙ୍କର ମିଶ୍ର ଆଜି ଆୟୋଜିତ ଏକ ୱେବିନାରରେ ଓଡ଼ିଶାର କାରିଗର ଓ ଶିଳ୍ପୀମାନଙ୍କ ଦକ୍ଷତା ସଂପର୍କରେ ତଥ୍ୟ ଉପସ୍ଥାପନ କରିଥିଲେ । ଓଡ଼ିଶା ଏହି ଉଦ୍ୟମରେ ସାମିଲ ହେବା ଖୁସିର ବିଷୟ ବୋଲି ସେ ଦର୍ଶାଇବା ସହ ସଂପ୍ରତି ସିଆଇଆଇ ଓଡ଼ିଶା ଚାପ୍‌ଟର ରାଜ୍ୟରେ କ୍ଷୁଦ୍ର ଶିଳ୍ପ ବିକାଶ ଓ ଉଦ୍ୟୋଗୀମାନଙ୍କୁ ପ୍ରୋତ୍ସାହିତ କରିବା ଦିଗରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଥିବା ଜଣାଇଥିଲେ । ଓଡ଼ିଶାରେ ବି ପୁଳ ଖଣିଜ ସଂପଦ, ସୁଦୀର୍ଘ ଉପକୂଳ, ପ୍ରାକୃତିକ ସଂପଦ, ଜଳସଂପଦ, ଗମନାଗମନର ସୁବିଧା ପ୍ରଭୃତି ଆମ ପାଇଁ ସଞ୍ଚଳ ବୋଲି ସେ କହିଥିଲେ ।

ଏଥି ସହିତ ଓଡ଼ିଶାର ସଞ୍ଚଲ ପୁରୀ ଶାଢ଼ି, ମାଣିଆବନ୍ଧ ପାଟ, ରଘୁରାଜ ପୁରର ପଟ୍ଟଚିତ୍ର ସହ ଆଦିବାସୀ କଳାଶୈଳୀର ବହୁ ସୁନାମ ଓ ଆଦୃତି ରହିଛି । କୃଷି ପଛକୁ ଜଦି କୌଣସି ବୃତ୍ତି ଅଧିକ ଲୋକଙ୍କୁ କର୍ମସଂସ୍ଥାନ ଯୋଗାଉଛି ତାହା ହେଲା ବୟନ ଶିଳ୍ପ ବୋଲି ସେ କହିଥିଲେ । ତେଣୁ ଏ କ୍ଷେତ୍ରରେ ବ୍ୟା ପକ ସୁଯୋଗ ରହିଥିବା ସେ ଦର୍ଶାଇଥିଲେ । ସେହିପରି ଅନ୍ୟ ହସ୍ତ କାରିଗରୀରେ ଓଡ଼ିଶା ଅଗ୍ରଣୀ ତଥା ଦକ୍ଷ । ରାଜ୍ୟର କଂସା- ପିତ୍ତଳ କାମ, ରୂପା ତାରକସୀ କାମ, ଟେରାକୋଟା, ଚାନ୍ଦୁଆ ପ୍ରଭୃତି ଯାହା ଶିଳ୍ପୀଙ୍କ ଦକ୍ଷତା ପ୍ରତି ପାଦିତ କରେ । ‘ହସ୍ତକାରୀ’ ଗ୍ରାମାଞ୍ଚଳରେ ରହୁଥିବା ସ୍ୱଦେଶୀ ହସ୍ତଶିଳ୍ପୀ ମାନଙ୍କୁ ବିଶ୍ୱଦରବାରରେ ପହଞ୍ଚାଇବା କାର୍ଯ୍ୟ କରିବ । ପୂର୍ବ ଓ ଉତ୍ତର- ପୂର୍ବାଞ୍ଚଳର କାରିଗରମାନଙ୍କ ଦକ୍ଷତା ବିକାଶ ସହ ସଦସ୍ୟତା ପାଇଁ ବ୍ୟବସ୍ଥା କରିବ । ତା’ଛଡ଼ା ଆନ୍ତର୍ଜାତିକ କ୍ରେତାମାନଙ୍କ ସହ ଯୋଡ଼ିବା ପାଇଁ ରାଜ୍ୟ ଇ-ହାଟ୍‌ ଆୟୋଜନ କରିବ ।

ଏହା ରାଜ୍ୟର ପର୍ଯ୍ୟଟନ ସ୍ଥଳୀ ଏବଂ ସ୍ୱଦେଶୀ କଳାସଂସ୍କୃତିର ପ୍ରଚାର ପ୍ରସାର ନିମନ୍ତେ ମଞ୍ଚ ସୃଷ୍ଟି କରିବାର ଲକ୍ଷ୍ୟ ରହିଛି । ଆଜିର ଏହି ପ୍ରାନ୍ତୀୟ ଓ୍ୱେବିନାର ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ତି୍ର ପୁରା ସରକାରଙ୍କ ଉ ପମୁଖ୍ୟମନ୍ତ୍ରୀ ଶ୍ରୀ ଜିଷ୍ଣୁ ଦେବ ବର୍ମା, ଭାରତ ସରକାରଙ୍କ ଶିଶୁ ଓ ମହିଳା ବିକାଶ ମନ୍ତ୍ରୀ ଶ୍ରୀମତୀ ଦେବଶ୍ରୀ ଚୌଧୂରୀ, ସିକିମ୍‌ ସରକାରଙ୍କ ବାଣିଜ୍ୟ, ଶିଳ୍ପ ଏବଂ ପର୍ଯ୍ୟଟନ ଓ ନାଗରିକ ଉଡାଣ ମନ୍ତ୍ରୀ ଶ୍ରୀ ବେଦୁ ସିଂ ପନ୍ଥ, ସିଆଇଆଇର ଅଧ୍ୟକ୍ଷ ଏବଂ ପୂର୍ବାଞ୍ଚଳ ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଅଭିଜିତ ରାୟ ଅଂଶଗ୍ରହଣ କରିଥିଲେ । ଶେଷରେ ସିଆଇଆଇର ଉତ୍ତର- ପୂର୍ବାଞ୍ଚଳ ପରିଷଦର ସଦସ୍ୟ ଡ. ଅତୋଷୀ ଧନ୍ୟବାଦ ପ୍ରସ୍ତାବ ଆଗତ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଞ୍ଚୁପାଣ୍ଡବ ମନ୍ଦିର ଭିତ୍ତି ପ୍ରସ୍ତର ସ୍ଥାପନ କଲେ : ଦୀର୍ଘବର୍ଷର ଅଞ୍ଚଳ ବାସୀ ଙ୍କ ସ୍ବପ୍ନ ସାକାର କଲେ – ଦଶପଲ୍ଲା ବିଧାୟକ

ପଞ୍ଚୁପାଣ୍ଡବ ମନ୍ଦିର ଭିତ୍ତି ପ୍ରସ୍ତର ସ୍ଥାପନ କଲେ : ଦୀର୍ଘବର୍ଷର ଅଞ୍ଚଳ ବାସୀ ଙ୍କ ସ୍ବପ୍ନ ସାକାର କଲେ – ଦଶପଲ୍ଲା ବିଧାୟକ

September 4, 2026
ଶ୍ରୀଜଗନ୍ନାଥଙ୍କ ୩୨ ବେଶ ମହୋତ୍ସବ ଉଦ୍‌ଘାଟିତ

ଶ୍ରୀଜଗନ୍ନାଥଙ୍କ ୩୨ ବେଶ ମହୋତ୍ସବ ଉଦ୍‌ଘାଟିତ

September 4, 2026
ପ୍ରଶ୍ନ ବ୍ୟାଙ୍କ ପ୍ରସ୍ତୁତି ନିମନ୍ତେ ୩ ଦିନିଆ କର୍ମଶାଳା ଅନୁଷ୍ଠିତ

ପ୍ରଶ୍ନ ବ୍ୟାଙ୍କ ପ୍ରସ୍ତୁତି ନିମନ୍ତେ ୩ ଦିନିଆ କର୍ମଶାଳା ଅନୁଷ୍ଠିତ

September 4, 2026
ଗଜପତି ଜିଲ୍ଲାର ଦୁର୍ଗମ ଲବାରସିଂରୁ ଭାରତ ସରକାରର ବରିଷ୍ଠ ବୈଜ୍ଞାନିକ-ଏଫ୍; ଗଜପତି ପାଇଁ ଗର୍ବ ଆଣିଲେ ଡ଼ଃ ସତ୍ୟବାନ ବିଶୋୟୀ ରତ୍ନ

ଗଜପତି ଜିଲ୍ଲାର ଦୁର୍ଗମ ଲବାରସିଂରୁ ଭାରତ ସରକାରର ବରିଷ୍ଠ ବୈଜ୍ଞାନିକ-ଏଫ୍; ଗଜପତି ପାଇଁ ଗର୍ବ ଆଣିଲେ ଡ଼ଃ ସତ୍ୟବାନ ବିଶୋୟୀ ରତ୍ନ

September 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଞ୍ଚୁପାଣ୍ଡବ ମନ୍ଦିର ଭିତ୍ତି ପ୍ରସ୍ତର ସ୍ଥାପନ କଲେ : ଦୀର୍ଘବର୍ଷର ଅଞ୍ଚଳ ବାସୀ ଙ୍କ ସ୍ବପ୍ନ ସାକାର କଲେ – ଦଶପଲ୍ଲା ବିଧାୟକ

ପଞ୍ଚୁପାଣ୍ଡବ ମନ୍ଦିର ଭିତ୍ତି ପ୍ରସ୍ତର ସ୍ଥାପନ କଲେ : ଦୀର୍ଘବର୍ଷର ଅଞ୍ଚଳ ବାସୀ ଙ୍କ ସ୍ବପ୍ନ ସାକାର କଲେ – ଦଶପଲ୍ଲା ବିଧାୟକ

September 4, 2026
ଶ୍ରୀଜଗନ୍ନାଥଙ୍କ ୩୨ ବେଶ ମହୋତ୍ସବ ଉଦ୍‌ଘାଟିତ

ଶ୍ରୀଜଗନ୍ନାଥଙ୍କ ୩୨ ବେଶ ମହୋତ୍ସବ ଉଦ୍‌ଘାଟିତ

September 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version