• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ନିୟମଗିରି ଡଙ୍ଗରିଆ କନ୍ଧଙ୍କ ଜୀବନଶୈଳୀ ଓ ସଂସ୍କୃତି ସହିତ ଶ୍ରମ ସମବାୟ ଉପରେ ବୃତ୍ତଚିତ୍ର ଓ ଭିଡିଓ – ଭୁବନେଶ୍ୱର

Proprietor Abhimanyu Maharana by Proprietor Abhimanyu Maharana
August 29, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ନିୟମଗିରି ଡଙ୍ଗରିଆ କନ୍ଧଙ୍କ ଜୀବନଶୈଳୀ ଓ ସଂସ୍କୃତି ସହିତ ଶ୍ରମ ସମବାୟ ଉପରେ ବୃତ୍ତଚିତ୍ର ଓ ଭିଡିଓ – ଭୁବନେଶ୍ୱର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୯ ଅଗଷ୍ଟ ଶନିବାର ) ଭୁବନେଶ୍ୱର :– ଅନୁସୂଚିତ ଜାନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଅନ୍ତର୍ଗତ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଆନୁକୂଲ୍ୟରେ ଅଗଷ୍ଟ ୩୦ ତାରିଖ ରବିବାର ଦିନ ନିୟମଗିରି ଡଙ୍ଗରିଆ କନ୍ଧଙ୍କ ଜୀବନଶୈଳୀ, ସଂସ୍କୃତି ଏବଂ ନିଜସ୍ୱ ଜ୍ଞାନକୌଶଳ ଉପରେ ବୃତ୍ତଚିତ୍ର ଓ ଭିଡିଓକୁ ଦର୍ଶକମାନେ ଘରେ ବସି ଉପଭୋଗ କରି ପାରିବେ । କନ୍ଧ ଜନଜାତିଙ୍କର ଏକ ପ୍ରଭାଗ ହେଉଛନ୍ତି ନିୟମଗିରିର ଡଙ୍ଗରିଆ କନ୍ଧ । ଡଙ୍ଗରିଆ କନ୍ଧମାନେ ମୁଖ୍ୟତଃ ରାୟଗଡା ଜିଲ୍ଲାର ପୂର୍ବ ଭାଗରେ ଥିବା ଘାଟରେ ବସବାସ କରିଥାନ୍ତି ।

ସେମାନଙ୍କର ଭାଷା ଦ୍ରାବିଡ । ଏଞ୍ଚ୍ରଡରି, କାଠ କାମ, ସାଜସଜ୍ଜା, କାନ୍ଥରେ ପେଣ୍ଟିଂ, ପାନିଆ ତିଆରି ସହିତ ସ ପୁରୀଚାଷ, ଖାଦ୍ୟ ପ୍ରକ୍ରିୟାକରଣ, ସିପଫିଂ କଲ୍‌ଟିଭେସନରେ ସେମାନେ ବେଶ୍‌ ପ୍ରବୀଣ । ହଳଦୀ ଓ କଦଳୀ ଚାଷରେ ମଧ୍ୟ ସେମାନେ ଧୂରନ୍ଧର । ଝରଣା କୂଳରେ ବାସବାସ କରୁଥିବାରୁ ସେମାନେ ନିଜକୁ ‘ଝରଣିଆ’ କହିଥାନ୍ତି । ନିୟମ ରାଜାଙ୍କ ବଂଶଧର ଭାବେ ନିଜକୁ ବିଶ୍ୱାସ କରିଥାନ୍ତି । ଡଙ୍ଗରିଆ କନ୍ଧ ଜନଜାତିଙ୍କର ନିଜସ୍ୱ ଜ୍ଞାନ କୌଶଳ ହେଉଛି ଶ୍ରମ ସମବାୟ । ସାମାଜିକ ସମାନତା ଏହି ଜନଜାତି ସମ୍ପ୍ରଦାୟର ମୁଖ୍ୟ ଲକ୍ଷଣ । ଜନ୍ମରୁ ପାହାଡି ଚାଷରେ ଶ୍ରମ ଦାନ କରୁଥିବା ଡଙ୍ଗରିଆ କନ୍ଧମାନଙ୍କ ଦ୍ୱାରା ଗ୍ରାମ ଶ୍ରମ ସମବାୟ ଜ୍ଞାତିସତର୍କ ବୃଦ୍ଧି କରିବା ସଙ୍ଗେ ସଙ୍ଗେ ପରିବାରରେ ଥିବା ଆର୍ଥିକ ବୋଝ ହ୍ରାସ କରିଥାଏ ।

ଏହି ସମବାୟ ଜନଜାତି ସମ୍ପ୍ରଦାୟର ସମସ୍ତ ସଦସ୍ୟଙ୍କର ମର୍ଯ୍ୟାଦା ବୃଦ୍ଧି କରିଥାଏ । ଏହି ସମବାୟ ମାଧ୍ୟମରେ ପ୍ରାପ୍ତ ବୟସ୍କ ବାଳକବାଳିକାମାନେ ପୁରୁଷ, ମହିଳା ଓ ବୟସ୍କମାନେ ସେମାନଙ୍କର ନିଜର ଶ୍ରମର ମୂଲ୍ୟକୁ ସମାନ ଭାବେ ସମବାୟକୁ ଦେଇଥାନ୍ତି । ସେମାନେ ମୁଖ୍ୟତଃ ଗ୍ରାମ୍ୟକ୍ଷେତ, ଉଦ୍ୟାନରୁ ଶ୍ରମର ମୂଲ୍ୟ ପାଇଥାନ୍ତି । ଆଜିର ଏହି ବୃତ୍ତଚିତ୍ରରେ ଡଙ୍ଗରିଆ କନ୍ଧମାନଙ୍କର ଶ୍ରମ ସମବାୟ ସମ୍ପର୍କରେ ଅତି ସୁନ୍ଦର ଭାବେ ପ୍ରଦର୍ଶିତ ହୋଇଛି । ଏହି ସମବାୟର ଗଠନ ପ୍ରଣାଳୀ, ସଂଗଠନ ଓ କାର୍ଯ୍ୟକଳାପ, ସମୟକ୍ରମେ କିଭଳି ଏହି ସମବାୟର ପରିବର୍ତ୍ତନ ହେଉଛି ଏବଂ ଆଜିକାଲି କିଭଳି ଏହି ଜନଜାତି ସ̧ମ୍ପ୍ରଦାୟ ପାଇଁ ବିକାଶମୂଳକ କାର୍ଯ୍ୟକ୍ରମ ତ୍ୱରାନ୍ୱିତ ହୋଇ ପାରିଛି ତାହା ଏହି ବୃତ୍ତଚିତ୍ରରେ ସ୍ପଷ୍ଟଭାବେ ପ୍ରତିଫଳିତ ହୋଇଛି । ରାଜ୍ୟ ଜନଜାତି ସଂଗ୍ରହାଳୟକୁ ଦର୍ଶକମାନେ ନଭେଞ୍ଚର ୨ ତାରିଖ ପର୍ଯ୍ୟନ୍ତ ପ୍ରତ୍ୟେକ ରବିବାର ଦିନ ଏକ ପେଜ୍‌ ଖୋଲି ଭର୍ଚୁଆଲ୍‌ ଟୁରରେ ବିବିଧ ଜନଜାତିଙ୍କର ଜୀବନଶୈଳୀ, ସଂସ୍କୃତି ଆଦି ସ ̧ର୍କରେ ଜାଣି ପାରିବେ ବୋଲି ପ୍ରତିଷ୍ଠାନର ନିର୍ଦ୍ଦେଶକ ପ୍ରଫେସର ଡ. ଅଖିଳ ବହାରୀ ଓତା ପ୍ରକାଶ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version