• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭାରତ ପ୍ରସିଦ୍ଧ ଦଶପଲ୍ଲା ଲଙ୍କାପୋଡ଼ି ଯାତ୍ରାପାଇଁ ଚୂଡାନ୍ତ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
April 1, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଭାରତ ପ୍ରସିଦ୍ଧ ଦଶପଲ୍ଲା ଲଙ୍କାପୋଡ଼ି ଯାତ୍ରାପାଇଁ ଚୂଡାନ୍ତ ବୈଠକ
Share on FacebookShare on TwitterWhatsapp

ଦଶପଲ୍ଲା  (ଓଡ଼ିଶା ତାଜା ନ୍ୟୁଜ୍) :- ଚଳିତବର୍ଷ ଶ୍ରୀ ରଘୁନାଥ ଜୀଉଙ୍କ ପ୍ରସିଦ୍ଧ ଲଙ୍କାପୋଡ଼ି ଯାତ୍ରା ଓ କୁଆଁରିଆ ମହୋତ୍ସବ ପୂର୍ବାପେକ୍ଷା ଅଧିକ ସରସ ସୁନ୍ଦର ଓ ଲୋକାଭିମୁଖୀ ହେବ। ଲଙ୍କାପୋଡ଼ି ଯାତ୍ରା କମିଟି ପକ୍ଷରୁ ଶ୍ରୀ ରଘୁନାଥ ଜୀଉଙ୍କ ମନ୍ଦିର ପରିସରରେ ସନ୍ଧ୍ୟାରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ନିଷ୍ପତି ଗ୍ରହଣ କରାଯାଇଥିବା ଜଣାପଡ଼ିଛି।ଯାତ୍ରା କମିଟିର ସଭାପତି ତଥା କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଥିଲା ।

ଏହି ବୈଠକରେ ସ୍ଥାନୀୟ ବିଧାୟକ ରମେଶଚନ୍ଦ୍ର ବେହେରା ,ଚଳିତବର୍ଷ ଲଙ୍କାପୋଡ଼ି ଯାତ୍ରା ଓ କୁଆଁରୀଆ ମହୋତ୍ସବକୁ ସରସ ସୁନ୍ଦର ତଥା ଲୋକାଭିମୁଖୀ କରିବା ପାଇଁ ଆଲୋଚନା କରିଥିଲେ । ଯାତ୍ରା କମିଟିର କର୍ମକର୍ତ୍ତା ଓ ସଭ୍ୟମାନେ ନିଜନିଜ ମତାମତ ଉପସ୍ଥାପନ କରିଥିଲେ । ଯାତ୍ରାରେ ପ୍ରବଳ ଜନସମାଗମ କୁ ଆଖି ଆଗରେ ରଖି ଆଇନଶୃଙ୍ଖଳା ରକ୍ଷା ପାଇଁ ନୟାଗଡ଼ ଜିଲ୍ଲା ପ୍ରଶାସନ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରିବ ।

ଦଶପଲ୍ଲା ଥାନାଧିକାରୀ ଶାନ୍ତିଶୃଙ୍ଖଳା ରକ୍ଷାପାଇଁ ପଦକ୍ଷେପ ନେବେ ବୋଲି ସୂଚନା ଦେଇଛନ୍ତି।ବଣିକ ମହାସଂଘ ପକ୍ଷରୁ ରାମ ନବମୀ ଦିନ ଦଶପଲ୍ଲାର ସମସ୍ତ ଆମିଷ ବଜାର ବନ୍ଦ ରଖାଯିବ । ମହାସଂଘର ସଭାପତି ଅଲେଖ ସାହୁ ଏହି ସୂଚନା ଦେଇଛନ୍ତି । ଯଦି କୌଣସି ଆମିଷ ବ୍ୟବସାୟୀ ଏହାକୁ ଅବମାନନା କରନ୍ତି ସଂଘର ନିୟମ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଶ୍ରୀ ସାହୁ କହିଛନ୍ତି ।
ବୈଠକରେ ଦଶପଲ୍ଲା ତହସିଲଦାର ସ୍ମୃତି ରଞ୍ଜନ ଶତପଥୀ, ଏବିଡ଼ିଓ ସାରଦା ପ୍ରସନ୍ନ ମହାନ୍ତି, ବିଦ୍ୟୁତ ବିଭାଗ ଏସଡ଼ିଓ ତନ୍ମୟ କୁମାର ପୃଷ୍ଟି, ଥାନାଧିକାରୀ ଅନିତା ସାହୁ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଉପେନ୍ଦ୍ର କୁମାର ସାହୁ, ଯାତ୍ରା କମିଟିର ସମ୍ପାଦକ ସୂର୍ଯ୍ୟମଣୀ ଦାସଙ୍କ ସମେତ ସହ – ସମ୍ପାଦକ ଅଞ୍ଜନ ଦାସ ଓ ସୁଶାନ୍ତ କୁମାର ସୀଠ, କୋଷାଧ୍ୟକ୍ଷ ଭବାନୀ ପ୍ରସାଦ ମିଶ୍ର, କୁଆଁରୀଆ ମହୋତ୍ସବ ସମ୍ପାଦକ କିଶୋର ଚନ୍ଦ୍ର ସାହୁ, ହାଡ଼ିବନ୍ଧୁ ମହାଖୁଡ଼, ସାଂସଦଙ୍କ ବ୍ଲକ ପ୍ରତିନିଧି କିଶୋର ଚନ୍ଦ୍ର ଦଳବେହେରାଙ୍କ ସମେତ ସ୍ଥାନୀୟ ଅଂଚଳର ବହୁ ବୁଦ୍ଧିଜୀବୀ ଓ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିପାଟଣା ରେ ଜନ ଆକ୍ରୋଶ ମହିଳା ସମାବେଶ

ବାଲିପାଟଣା ରେ ଜନ ଆକ୍ରୋଶ ମହିଳା ସମାବେଶ

May 7, 2026
ଶିକ୍ଷକ ପଣ୍ଡିତ ଅଜୟ ପତିଙ୍କୁ ଅବସରକାଳୀନ ସମ୍ବନ୍ଧନା

ଶିକ୍ଷକ ପଣ୍ଡିତ ଅଜୟ ପତିଙ୍କୁ ଅବସରକାଳୀନ ସମ୍ବନ୍ଧନା

May 7, 2026
ଛାତ୍ର ବତ୍ସଳ ଶିକ୍ଷକ “ସୁମନ ସାରଙ୍କ” ସେବା ନିବୃତ ସମ୍ବର୍ଦ୍ଧନା ଉତ୍ସବ ଓ ପୁସ୍ତକ ଉନ୍ମୋଚନ

ଛାତ୍ର ବତ୍ସଳ ଶିକ୍ଷକ “ସୁମନ ସାରଙ୍କ” ସେବା ନିବୃତ ସମ୍ବର୍ଦ୍ଧନା ଉତ୍ସବ ଓ ପୁସ୍ତକ ଉନ୍ମୋଚନ

May 7, 2026
ଖୋରଧା ଜ଼ିଲା ଯାଦବ ସମିତି ର ସାଙ୍ଗଠନିକ ସମ୍ମିଳନୀ

ଖୋରଧା ଜ଼ିଲା ଯାଦବ ସମିତି ର ସାଙ୍ଗଠନିକ ସମ୍ମିଳନୀ

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିପାଟଣା ରେ ଜନ ଆକ୍ରୋଶ ମହିଳା ସମାବେଶ

ବାଲିପାଟଣା ରେ ଜନ ଆକ୍ରୋଶ ମହିଳା ସମାବେଶ

May 7, 2026
ଶିକ୍ଷକ ପଣ୍ଡିତ ଅଜୟ ପତିଙ୍କୁ ଅବସରକାଳୀନ ସମ୍ବନ୍ଧନା

ଶିକ୍ଷକ ପଣ୍ଡିତ ଅଜୟ ପତିଙ୍କୁ ଅବସରକାଳୀନ ସମ୍ବନ୍ଧନା

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version