• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅବ୍ୟବସ୍ଥା ଘେରରେ ସରକାରୀ ଆଶ୍ରମ ବିଦ୍ୟାଳୟ : ସିମାନ୍ତ ବର୍ତ୍ତି ଅଞ୍ଚଳରେ ଥିବା ଏହି ବିଦ୍ୟାଳୟ ପ୍ରତି ପ୍ରଶାସନର ନିଘା ନାହିଁ

Proprietor Abhimanyu Maharana by Proprietor Abhimanyu Maharana
April 4, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
ଅବ୍ୟବସ୍ଥା ଘେରରେ ସରକାରୀ ଆଶ୍ରମ ବିଦ୍ୟାଳୟ : ସିମାନ୍ତ ବର୍ତ୍ତି ଅଞ୍ଚଳରେ ଥିବା ଏହି ବିଦ୍ୟାଳୟ ପ୍ରତି ପ୍ରଶାସନର ନିଘା ନାହିଁ
Share on FacebookShare on TwitterWhatsapp

ବାଲିଗୁଡ଼ା  (ଓଡ଼ିଶା ତାଜା ନ୍ୟୁଜ୍) :- ଅବ୍ୟବସ୍ଥା ଘେରରେ ସରକାରୀ ଆଶ୍ରମ ବିଦ୍ୟାଳୟ । ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଛାତ୍ରୀଙ୍କ ପାଇଁ ବିଦ୍ୟାଳୟରେ ନା ଅଛି ଆବଶ୍ୟକ ଅନୁଯାୟୀ ଶୌଚାଳୟ ନ ଅଛି ପାଣିର ସୁ ବ୍ୟବସ୍ଥା । ସେପଟେ ନାହଁ ସୁରକ୍ଷିତ ଶ୍ରେଣୀ ଗୃହ, ପୁଣି ବିପଦ ସଂକୁଳ ଛାତ୍ରୀ ନିବାସରେ ରହୁଛନ୍ତି ଛାତ୍ରୀ । ଏ ହେଉଛି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ କୋଟଗଡ଼ ବ୍ଲକ୍ ଅନ୍ତର୍ଗତ କନ୍ଧମାଳ-ରାୟଗଡ଼ା ଜିଲ୍ଲା ସିମାନ୍ତବର୍ତ୍ତି ଅଞ୍ଚଳ ଦୁର୍ଗାପଙ୍ଗା ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ l ଏହି ବିଦ୍ୟାଳୟଟି ଜିଲ୍ଲା ମୁଖ୍ୟାଳୟ ରୁ ପ୍ରାୟ ୧୬୦ କିଲୋମିଟର ଦୂର ଏବଂ ବାଲିଗୁଡ଼ା ଉପଖଣ୍ଡରୁ ପ୍ରାୟ ୮୦ କିଲୋମିଟର ଦୂରରେ ଅବସ୍ଥିତ ।

ଏହି ବିଦ୍ୟାଳୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ପ୍ରାୟ ଚାରିଶହ ଛାତ୍ରୀ ଛାତ୍ରୀ ନିବାସରେ ରହି ପାଠ ପଢୁଥିବା ବେଳେ ୧୨ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଏଠି ଶିକ୍ଷାଦାନ କରୁଛନ୍ତି । ତେବେ ବିଦ୍ୟାଳୟ ପରିସରରେ ଥିବା ଛାତ୍ରୀ ନିବାସରେ ଛାତ୍ରୀଙ୍କ ଆବଶ୍ୟକ ଅନୁଯାୟୀ ଶୌଚାଳୟ ନଥିବା ଯୋଗୁଁ ଶୌଚ ପାଇଁ ନାହିଁନଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି ଛାତ୍ରୀ । ଅନ୍ୟପଟେ ବିଦ୍ୟାଳୟରେ ଚାରୋଟି ବୋର୍ ଓ୍ବେଲ୍ ଅଛି କିନ୍ତୁ ସେଥିମଧ୍ୟରୁ କୌଣସି ଗୋଟିଏ ମଧ୍ୟ ସଚଳ ଅବସ୍ଥାରେ ନଥିବା ଜଣାପଡ଼ିଛି । ଫଳରେ ବିଦ୍ୟାଳୟ ପରିସରରେ ଥିବା ନଳକୂପରୁ ଛାତ୍ରୀମାନେ ବାଲଟିରେ ପାଣି ବୋହି ନେଉଥିବା ଦେଖିବାକୁ ମିଳିଛି । ଏବେ ଖରାଦିନ ଆସିଲାଣି ଆଉ ଅଳ୍ପ ଦିନରେ ନଳ କୂପରୁ ପାଣି ମଧ୍ୟ ଶୁଖିଯିବ ।

ଯାହାଫଳରେ ଆହୁରି ସମସ୍ୟା ବଢ଼ିବ ବୋଲି କହିଛନ୍ତି ଛାତ୍ରୀନିବାସ କର୍ମଚାରୀ । ସେପଟେ ଏତେ ସବୁ ସମସ୍ୟା ଭିତରେ ଛାତ୍ରୀ ନିବାସର ଛାତରୁ ସିମେଣ୍ଟ ପ୍ଲାଷ୍ଟର ଝଡ଼ି ପଡ଼ୁଛି । ଅନେକ କୋଠରୀରେ ଖବାଟ ମଧ୍ୟ ନାହଁ । କେତେବେଳେ ଯେ କିଛି ଅଘଟଣ ନଘଟିବ କିଛି କହିହେବ ନାହଁ । ଆମେ ବହୁତ ଭୟରେ ବିପଦ ସଂକୁଳ ଅବସ୍ଥାରେ ଏଠି ରହୁଛୁ । ସରକାର ଓ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ଯଥାଶୀଘ୍ର ସମସ୍ୟାର ସମାଧାନ କଲେ ଆମେ ଉପକୃତ ହେବାସହ ଭଲରେ ପାଠ ପଢ଼ିପାରିବୁ ବୋଲି କହିଛନ୍ତି ଅନ୍ତେବାସୀ । ସରକାରୀ ନିୟମ ଅନୁଯାୟୀ ୫୦ ଜଣ ଛାତ୍ରୀଙ୍କୁ ଜଣେ ଲେଖାଏଁ ସିସିଏ(କୁକ୍ କମ୍ ଆଟେଣ୍ଡାଣ୍ଟ୍) ରହିବା କଥା। କିନ୍ତୁ ଦୁର୍ଗାପାଙ୍ଗା ସରକାରୀ ଆଶ୍ରମ ବିଦ୍ୟାଳୟରରେ ପ୍ରାୟ ଚାରିଶହ ଛାତ୍ରୀ ରହୁଥିବା ବେଳେ ଅଛନ୍ତି ମାତ୍ର ଚାରିଜଣ ସିସିଏ ।

ସେଥିମଧ୍ୟରୁ ଜଣେ ମୁଖ୍ୟ ଫାଟକରେ ଏବଂ ଆଉ ଜଣେ କାର୍ଯ୍ୟାଳୟରେ କାର୍ଯ୍ୟରତ । ଅନ୍ୟ ଦୁଇଜଣ ଚାରିଶହ ପିଲାଙ୍କ ପାଇଁ ଖାଦ୍ୟ ପ୍ରସ୍ତୁତ କରିବାରେ କଷ୍ଟସାଧ୍ୟ ହୋଇ ପଡ଼ୁଛି ଏଣୁ ଆବଶ୍ୟକ ଅନୁଯାୟୀ ସିସିଏ ନିଯୁକ୍ତି କଲେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ ହୋଇପିରିବେ ବୋଲି କହିଛନ୍ତି କାର୍ଯ୍ୟରତ ସିସିଏ । ସେପଟେ ବିଦ୍ୟାଳୟ ଏଭଳି ସମସ୍ୟା ଦେଇ ଗତି କରୁଥିବାବେଳେ ପିଲାଙ୍କ ପାଇଁ ଆବଶ୍ୟକ ଶ୍ରେଣୀଗୃହ ମଧ୍ୟ ବିଦ୍ୟାଳୟରେ ନାହଁ । ଫଳରେ ଛାତ୍ରୀଙ୍କୁ ଶିକ୍ଷାଦାନରେ ମଧ୍ୟ ଅସୁବିଧା ହେଉଛି । ଏନେଇ ପ୍ରଶାସନ ଏବଂ ବିଭାଗୀୟ ଅଧିକାରୀଙ୍କୁ ବହୁବାର ଅବଗତ କରାଇଥିଲେ ମଧ୍ୟ ଏଯାବତ୍ କୌଣସି ସୁଫଳ ମିଳିନଥିବା କହିଛନ୍ତି ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ।ତେବେ ସିମାନ୍ତ ବର୍ତ୍ତୀ ଏହି ଆଶ୍ରମ ବିଦ୍ୟାଳୟ ପ୍ରତି ସରକାର, ପ୍ରଶାସନ ଓ ବିଭାଗୀୟ ଅଧିକାରୀଙ୍କ କେବେ ଦୃଷ୍ଟି ପଡ଼ୁଛି ଏବଂ ଅନ୍ତେବାସୀଙ୍କ ସମସ୍ୟା କେବେ ଦୂର ହେଉଛି ତାହା ଦେଖିବାକୁ ବାକି ରହିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version