• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମନରେଗା ମହାଦୁର୍ନୀତି, ଦିଲ୍ଲୀରେ ଗର୍ଜିଲେ ସାଂସଦ : ମନରେଗାରେ ମହାଦୁର୍ନୀତିର ମାଷ୍ଟରମାଇଣ୍ଡ – ନବୀନ

Proprietor Abhimanyu Maharana by Proprietor Abhimanyu Maharana
April 6, 2025
in ଓଡ଼ିଶା, ବରଗଡ଼, ରାଜନୀତି, ହୋମ୍
0
ମନରେଗା ମହାଦୁର୍ନୀତି, ଦିଲ୍ଲୀରେ ଗର୍ଜିଲେ ସାଂସଦ : ମନରେଗାରେ ମହାଦୁର୍ନୀତିର ମାଷ୍ଟରମାଇଣ୍ଡ – ନବୀନ
Share on FacebookShare on TwitterWhatsapp

ଦାଦନ ଦୁଃଖ ପଛରେ ନବୀନ ପଟ୍ଟନାୟକ । ପ୍ରଦୀପ ଖୋଲିଲେ ମନରେଗା ଦୁର୍ନୀତି ପେଡ଼ି । 

ବରଗଡ (ଓଡ଼ିଶା ତାଜା ନ୍ୟୁଜ୍) :- ଓଡ଼ିଶାରେ ମନରେଗାରେ ମହାଦୁର୍ନୀତି । ମନରେଗା ମହାଘୋଟାଲାର ତଦନ୍ତ ପାଇଁ ଏକ ଉଚ୍ଚସ୍ତରୀୟ କମିଟି ଗଠନ ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ । ବିଜୁ ଜନତା ଦଳ ସରକାର ସମୟରେ ରାଜ୍ୟରେ ମନରେଗା ଯୋଜାନରେ କୋଟି କୋଟି ଟଙ୍କାର ବ୍ୟାପକ ହେରଫେର ହୋଇଛି । ନିଜ ମନ ମୁତାବକ କେନ୍ଦ୍ର ସରକାରଙ୍କ ଏହି ଯୋଜନାକୁ ମୋଡ଼ି ମୋକଛି ଦେଇଥିଲେ ନବୀନ ସରକାର ।

ଏହାର ବଡ଼ ଧରଣର ତଦନ୍ତ ଦାବି କଲେ ବରଗଡ଼ ସାଂସଦ । ଏନେଇ ଏକ ଉଚ୍ଚସ୍ତରୀୟ ଯାଞ୍ଚ କମିଟି ଗଠନ କରିବା ସହ ମନରେଗା ଅର୍ଥର ଉଚିତ ଉପଯୋଗର ବୁଝାସୁଝା ପାଇଁ ଏକ ସ୍ଥାୟୀ ଯାଞ୍ଚ ବ୍ୟବସ୍ଥା କରିବାକୁ କେନ୍ଦ୍ର ନିକଟରେ ଦାବି ରଖିଛନ୍ତି ପ୍ରଦୀପ ପୁରୋହିତ । ସ୍ଥାୟୀ ଯାଞ୍ଚ ବ୍ୟବସ୍ଥା ହେଲେ ଭିବଷ୍ୟତରେ ଏଭଳି ଦୁର୍ନୀତି ବା ଯୋଜନାର ଦୂରୋପଯୋଗକୁ ରୋକି ହେବ ବୋଲି କହିଛନ୍ତି ସାଂସଦ । ଏହାସହ ଉପଯୁକ୍ତ ଶ୍ରମିକଙ୍କୁ ସେମାନଙ୍କ ଆବଶ୍ୟକତା ଅନୁଯାୟୀ କାମ ମିଳିପାରିବ । ଗତ ସରକାରରେ ସମ୍ପୂର୍ଣ୍ଣ ବାଟବଣା ହୋଇଥିଲା ମନରେଗା ଯୋଜନା ।

ମନ୍ଦ ଉଦ୍ଦେଶ୍ୟ ରଖି ବିଜେଡି ସରକାର ଏହି ଯୋଜନାକୁ ନିଜ ସ୍ୱାର୍ଥରକ୍ଷା ଦିଗରେ ଚଳାଇଥିଲା । ଯେଉଁଥିପାଇଁ ମନରେଗା ଯୋଜନାରେ ଶ୍ରମିକମାନେ ନିଜ ଅଞ୍ଚଳରେ କାମ ନ ପାଇ ବାହାର ରାଜ୍ୟକୁ ଯାଇ ଦାଦନ ଖଟିବାକୁ ବାଧ୍ୟ ହେଉଥିଲେ । ଏହି ଯୋଜନାର ମୂଳ ଉଦ୍ଧେଶ୍ୟ ଥିଲା ଗ୍ରାମାଞ୍ଚଳ ଶ୍ରମିକ ମାନଙ୍କୁ ସର୍ବନିମ୍ନ ୧୦୦ ଦିନର ରୋଜଗାର ଯୋଗାଇବା । କିନ୍ତୁ ଏହାର ବାସ୍ତବ ଚିତ୍ର ହେଉଛି, ଶ୍ରମିକଙ୍କ ବଦଳରେ ବଡ଼ ବଡ଼ ମେସିନ ଦ୍ୱାରା କାମ କରାଗଲା । ଯାହା ଫଳରେ ଶ୍ରମିକ ମାନେ ସେମାନଙ୍କ କାମରୁ ବଞ୍ଚିତ ହେଲେ ।

ଏହି ବଡ଼ ଅନିୟମିତତା କାରଣରୁ ବହୁତ ସଂଖ୍ୟାରେ ଗ୍ରାମୀଣ ଶ୍ରମିକଙ୍କୁ କାମ ମିଳିଲା ନାହିଁ, ଫଳରେ ଅନ୍ୟ ରାଜ୍ୟକୁ ଯାଇ ଦାଦନ ଖଟିବାକୁ ବାଧ୍ୟ ହେଲେ । ଏହି ଦୁର୍ନୀତି ଯୋଗୁଁ କେବଳ ଓଡ଼ିଶାର ଗ୍ରାମାଂଚଳର ଅର୍ଥବ୍ୟବସ୍ଥା ପ୍ରଭାବିତ ହୋଇନାହିଁ ବରଂ ହଜାର ହଜାର ଗରୀବଙ୍କ ଜୀବନ ଯାପନରେ ବିରାଟ ସଙ୍କଟ ଉପୁଜିଲା । ଏତେବଡ଼ ଦୁର୍ନୀତିର ଚେର ପର୍ଯ୍ୟନ୍ତ ପହଁଚିବା ଲାଗି ଉଚ୍ଚସ୍ତରୀୟ ଯାଞ୍ଚ କମିଟି ଗଠନ କରାଯାଉ ବୋଲି କେନ୍ଦ୍ର ସରକାରଙ୍କ ନିକଟରେ ଶ୍ରୀ ପୁରୋହିତ ଅନୁରୋଧ କରିଛନ୍ତି । ଭବିଷ୍ୟତରେ ଯେଭଳି ମନରେଗା ଯୋଜନାର ଅର୍ଥ ହରିଲୁଟ୍ ନ ହେବ, ସେଥିପାଇଁ ସ୍ଥାୟୀ ବ୍ୟବସ୍ଥା କରିବାକୁ ସାଂସଦ ଶ୍ରୀ ପୁରୋହିତ ଦାବି କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version