• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୁବନେଶ୍ବର ସ୍ଥିତ ପୋଲିସ୍ ଭବନରେ ୭୩ତମ ସର୍ବଭାରତୀୟ ପୋଲିସ୍ ହକି ଚାମ୍ପିୟନସିପ୍ ୨୦୨୫ ର Curtain Raiser ସମାରୋହ ଅନୁଷ୍ଠିତ ହୋଇଯାଇଛି

Proprietor Abhimanyu Maharana by Proprietor Abhimanyu Maharana
April 7, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଭୁବନେଶ୍ବର ସ୍ଥିତ ପୋଲିସ୍ ଭବନରେ ୭୩ତମ ସର୍ବଭାରତୀୟ ପୋଲିସ୍ ହକି ଚାମ୍ପିୟନସିପ୍ ୨୦୨୫ ର Curtain Raiser ସମାରୋହ ଅନୁଷ୍ଠିତ ହୋଇଯାଇଛି
Share on FacebookShare on TwitterWhatsapp

ଭୁବନେଶ୍ୱର  (ଓଡ଼ିଶା ତାଜା ନ୍ୟୁଜ୍) :- ଆଜି ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ୭୩ତମ ସର୍ବଭାରତୀୟ ପୋଲିସ୍ ହକି ଚାମ୍ପିୟନସିପ୍ ୨୦୨୫ର “ଲୋଗୋ ଏବଂ ମାସ୍କଟ-ଆଶା” କୁ ଲୋକାର୍ପଣ କରିଛନ୍ତି । କେନ୍ଦୁଝର ଜିଲ୍ଲାର ଏକ ଜଙ୍ଗଲରୁ ଗୁରୁତର ଆହତ ଅବସ୍ଥାରେ ରାଜ୍ୟ ସରକାରଙ୍କ ଜଙ୍ଗଲ ବିଭାଗର କର୍ମଚାରୀମାନେ ଏକ ଗଜ ଶାବକ (ହାତୀ ଛୁଆ)କୁ ଉଦ୍ଧାର କରିଥିଲେ ।

ପରେ ତାକୁ ସେଠାରୁ ନନ୍ଦନକାନନକୁ ସ୍ଥାନାନ୍ତର କରାଯାଇଥିଲା । ତାର ଏହି ସଂଘର୍ଷମୟ କାହାଣୀ ଉପରେ “ଆଶା” ଆଧାରିତ । ଯିଏକି ବର୍ତ୍ତମାନ ନନ୍ଦନକାନନରେ ସୁସ୍ଥ ଓ ସୁରକ୍ଷିତ ଅବସ୍ଥାରେ ଅଛି । ଏହି ମାସକଟ୍‌ “ଆଶା” ଦୟା, ସାହସ ଓ ପରିବେଶ ସଂରକ୍ଷଣ ପ୍ରତି ଓଡ଼ିଶାର ପ୍ରତିବଦ୍ଧତାକୁ ପ୍ରତିନିଧିତ୍ୱ କରୁଛି ବୋଲି ଡିଜିପି ନିଜ ଅଭିଭାଷଣରେ କହିଥିଲେ ।

ଓଡ଼ିଶା ପୋଲିସ ଏହି ଚାମ୍ପିୟନସିପ୍‌ କୁ ଦ୍ବିତୀୟ ଥର ପାଇଁ ଆୟୋଜନ କରୁଥିବାରୁ ଶ୍ରୀ ଖୁରାନିଆ ଖୁସି ବ୍ୟକ୍ତ କରିବା ସହ ଏଥି ନିମନ୍ତେ ସେ ସର୍ବଭାରତୀୟ ପୋଲିସ୍ କ୍ରୀଡା ନିୟନ୍ତ୍ରଣ ବୋର୍ଡ୍‌ କୁ ଧନ୍ୟବାଦ ଜଣାଇଥିଲେ । ଏହି ଚାମ୍ପିୟନସିପ୍ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍ ଠାରେ ଅପ୍ରେଲ ୭ ରୁ ୧୪ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଯାଉଛି ।

ଏଥିରେ ୨୬ଟି ପୁରୁଷ ଦଳ ଓ ୯ଟି ମହିଳା ଦଳ ଅଂଶଗ୍ରହଣ କରୁଥିବା ବେଳେ ମୋଟ ୪୮ଟି ମ୍ୟାଚ୍‌ ଖେଳାଯିବ । ସିଆଇଏସଏଫ୍‌, ସିଆରପିଏଫ୍‌, ବିଏସଏଫ୍‌, ଆଇଟିବିପି ଓ ଏସଏସବି ଭଳି କେନ୍ଦ୍ରୀୟ ସଶସ୍ତ୍ର ବାହିନୀ ଦଳଗୁଡ଼ିକ ଏହି ପ୍ରତିଯୋଗିତାର ମଧ୍ୟ ଅଂଶ ଗ୍ରହଣ କରୁଛନ୍ତି ବୋଲି ଡିଜିପି ସୂଚନା ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଆୟୋଜନ କମିଟିର ଉପସଭାପତି ତଥା ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଶ୍ରୀ ଦୟାଲ ଗଙ୍ଗୱାର, ଆୟୋଜନ କମିଟିର ଉପସଭାପତି ତଥା ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ସଶସ୍ତ୍ର ) ଶ୍ରୀ ରାଜେଶ କୁମାର, ଆୟୋଜନ କମିଟିର ସମ୍ପାଦକ ତଥା ଆଇଜି(ତାଲିମ) ଶ୍ରୀ ଅନୁପ କୁମାର ସାହୁ, ସମସ୍ତ ଟିମର ମ୍ୟାନେଜର ଏବଂ ଅଧିନାୟକ, ପୋଲିସ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version