• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗ୍ରାହକଙ୍କୁ ଲୁଟୁଛନ୍ତି ନକଲିବ୍ରାଣ୍ଡ ପାଣି ଓ କୋଲଡ଼ଡ୍ରିଙ୍କ ପ୍ରସ୍ତୁତକାରୀ ବ୍ୟବସାୟୀ : ଚଢ଼ାଉ କେବେ ?

Proprietor Abhimanyu Maharana by Proprietor Abhimanyu Maharana
April 7, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
ଗ୍ରାହକଙ୍କୁ ଲୁଟୁଛନ୍ତି ନକଲିବ୍ରାଣ୍ଡ ପାଣି ଓ କୋଲଡ଼ଡ୍ରିଙ୍କ ପ୍ରସ୍ତୁତକାରୀ ବ୍ୟବସାୟୀ : ଚଢ଼ାଉ କେବେ ?
Share on FacebookShare on TwitterWhatsapp

ବାଲିଗୁଡା  (ଓଡ଼ିଶା ତାଜା ନ୍ୟୁଜ୍) :- ଓଡିଶାର ସର୍ବବୃହତ ଉପଖଣ୍ଡ ରୂପେ ପରିଚିତ ବାଲିଗୁଡା ଉପଖଣ୍ଡ ଗତ ୨ ଦଶନ୍ଧି ଧରି ଉଭୟ ରାଜନୈତିକ ଓ ଉନ୍ନୟନ କ୍ଷେତ୍ରରେ ଚର୍ଚ୍ଚାର ପ୍ରମୁଖ କେନ୍ଦ୍ରବିନ୍ଦୁ ପାଲଟିଛି। ସହରର କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ସହିତ ଭୌଗୋଳିକ କଳେବର ଅନୁଯାୟୀ ବ୍ୟବସାୟିକ ପ୍ରତିଷ୍ଠାନ ସଂଖ୍ୟା ବି ଆଶାତୀତ ଭାବେ ବୃଦ୍ଧି ପାଇଛି | ଏନଏସି ସହ ବିଭିନ୍ନ ଗ୍ରାମାଞ୍ଚଳରୁ ଦୈନନ୍ଦିନ ଶହ ଶହ ଲୋକଙ୍କ ସହରକୁ ଆତଯାତ ଲାଗି ରହିଛି । ପନିପରିବା ଠାରୁ ଆରମ୍ଭ କରି ବିଭିନ୍ନ ଦ୍ରବ୍ୟ ପଦାର୍ଥ କ୍ରୟ ବିକ୍ରୟ ସକାଶେ ସକାଳୁ ରାତ୍ରୀ ଯାଏଁ ଗହଳ ଚହଳ ଲାଗି ରହୁଛି।

ଏସବୁ ସତ୍ତ୍ୱେ ଔଷଧପତ୍ର, ଖାଦ୍ୟ ପଦାର୍ଥ ଓ ବିଶୁଦ୍ଧ ପାନୀୟ ଜଳ ଆଦି ଅତ୍ୟାବଶ୍ୟକ ସେବାରେ ଅନ୍ତର୍ଭୁକ୍ତ ଥିବା ବେଳେ ଏବେ ନକଲି ବ୍ରାଣ୍ଡର ପାଣି ଓ କୋଲଡ଼ଡ୍ରିଙ୍କ ବ୍ୟବସାୟ କିଛି ମୁନାଫାଖୋର ବ୍ୟବସାୟୀଙ୍କ ପାଇଁ ଏବେ ପୁଷମାସ ପାଲଟିଛି । ତାତି ବଢ଼ୁଛି ତା ସହିତ ଦିନକୁ ଦିନ ବିକ୍ରି ହେଉଛି ନକଲି ବ୍ରାଣ୍ଡର ପାଣି ବୋତଲ ବିକ୍ରିର ଅବାଧ କାରବାର । ସହରର ମୁଖ୍ୟ ରାସ୍ତାକଡ଼ ସମେତ ବିଭିନ୍ନ ଗଳି କନ୍ଦିରେ ଥିବା ଚା, ପାନ ଦୋକାନ, ଜଳଖିଆ ଦୋକାନ, ହୋଟେଲ, ରେଷ୍ଟୁରାଣ୍ଟ ଓ ଫାଷ୍ଟ ଫୁଡ଼ ଦୋକାନ ଓ ମୃଦୁ ପାନୀୟ ଦୋକାନ ଗୁଡିକରେ ବହୁଳ ଭାବରେ ନକଲି ବ୍ରାଣ୍ଡର ପାଣି, କୋଲଡ଼ଡ୍ରିଙ୍କ ବୋତଲ ଖୁଲମଖୁଲା ଉପଲବ୍ଧ ହେଉଛି ।

ବିଭିନ୍ନ ଗାଁ ଗଣ୍ଡାରେ ମଧ୍ୟ ଏଭଳି ନକଲି ବ୍ରାଣ୍ଡର ପାଣି ବୋତଲ ସହ ନିଷିଦ୍ଧ ହୋଇଥିବା ପାଣି ପାଉଚ ମଧ୍ୟ ସୁବିଧା ଓ ସହଜରେ ହାତ ପାହାନ୍ତାରେ ଉପଲବ୍ଧ ହେଉଛି । କିନ୍ତୁ ଏସବୁ ପାଣି ବୋତଲ ଯେ ଅସଲି କିମ୍ବା ନକଲି ତାର ଗୁଣାତ୍ମକ ମାନ ଜାଣିବା ଦୂରେ ଥାଉ କିନ୍ତୁ ଦୋକାନୀକୁ ୫/୧୦/୨୦ ଟଙ୍କା ବଢ଼ାଇଲେ ମିଳିଯାଉଛି ବିଭିନ୍ନ ବ୍ରାଣ୍ଡର ପାଣି ବୋତଲ। ଢୋକ ଢୋକ ପିଇ ଆତ୍ମ ସନ୍ତୋଷ ହେଉଥିବା ଗ୍ରାହକଙ୍କ ଲାଗି ଏହା ଅଭ୍ୟାସରେ ପରିଣତ ହୋଇଛି। ବାଲିଗୁଡା ଥାନା ଅଞ୍ଚଳରେ କିଛି ହାତ ଗଣତି ପାଣି ଓ କୋଲଡ଼ଡ୍ରିଙ୍କ ପ୍ରସ୍ତୁତକାରୀ ଫ୍ୟାକ୍ଟ୍ରି ଗ୍ରାହକ ଲାଗି ସଚେତନ ଓ ସତର୍କତା ପୂର୍ବକ ବିଶୁଦ୍ଧ ଓ ଗୁଣବତ୍ତା ପାଣି ପ୍ରସ୍ତୁତ କରୁଥିବା ବେଆଇନ ଭାବେ ଏବେ ଛତୁ ଫୁଟିଲା ଭଳି ମାଳ ମାଳ ନକଲି ପାଣି ଓ କୋଲଡ଼ଡ୍ରିଙ୍କ ବୋତଲ ପ୍ରସ୍ତୁତକାରୀ ବ୍ୟବସାୟୀ ମୁଣ୍ଡ ଟେକି ଥିବା ଜଣାପଡିଛି।

ସ୍ଥାନୀୟ ସହର ସମେତ ଆଖପାଖ ଅଞ୍ଚଳରେ ଏଭଳି ଅସାଧୁ କାରବାରର ଚେର ଲମ୍ବିଥିବା ବେଳେ ତୃଷାର୍ତ୍ତ ଗ୍ରାହକ ସିଧାସଳଖ ଠକାମୀର ଶିକାର ହେଉଥିବା ଅଭିଯୋଗ ହେଉଛି। ଏଭଳି ବେଆଇନ ଭାବେ ଦୈନିକ ହଜାର ହଜାର ଲିଟର ନକଲି ବ୍ରାଣ୍ଡର ପାଣି ବୋତଲ ବିକ୍ରି ହେଉଥିବା ବେଳେ ପ୍ରଶାସନର ତଳିଆ କର୍ମଚାରୀ ଠାରୁ ଆରମ୍ଭ କରି ଉପର ହାକିମ ଯାଏଁ ସବୁ ଜାଣି ନ ଜାଣିଲା ଭଳି ଅଭିନୟ କରୁଥିବା ଚର୍ଚ୍ଚା ହେଉଛି । ଏଣେ ପ୍ରଶାସନର ନିଷ୍କ୍ରିୟତାର ଆଢୁଆଳରେ ରହି ନକଲି ପାଣି ପ୍ରସ୍ତୁତକାରୀ ବ୍ୟବସାୟୀ ଆଇନ କାନୁନକୁ ଦଳି ମକଚି ସିଧାସଳଖ ଗ୍ରାହକଙ୍କ ଉପରେ ଶୋଷଣ ନୀତି ଆପଣେଇଥିବା ଜଣାପଡ଼ିଛି ।

କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିପୁଳ ପରିମାଣର ଟିକସ ଫାଙ୍କି ଦୈନିକ ହଜାର ହଜାର ଟଙ୍କାର କଳା ବ୍ୟବସାୟର କାୟା ବିସ୍ତାର କରୁଥିବା ବେଳେ ଅସାଧୁଙ୍କ ଅଘୋଷିତ ଓ ଗୁପ୍ତ ବୁଝାମଣା ଯୋଗୁଁ ନକଲି ବ୍ରାଣ୍ଡ ଏବେ ଅସଲି ବ୍ରାଣ୍ଡ ବିଶୁଦ୍ଧ ପାଣି ବୋତଲ ରୂପେ ସବୁଠାରେ ପରିଚୟ ସୃଷ୍ଟି କରିଛି । ସାଧାରଣ ଲୋକଙ୍କ ହିତ ସାଧନ ଦୃଷ୍ଟିରୁ ଜିଲ୍ଲା ପ୍ରଶାସନ ଏଭଳି ସମ୍ବେଦନଶୀଳ ପ୍ରସଙ୍ଗ ଉପରେ ଧ୍ୟାନ ଦେବାର ଜରୁରୀ ଆବଶ୍ୟକ‌ତା ରହିଛି ବୋଲି ସାଧାରଣରେ ଦାବି ଉଠିଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

May 9, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

May 9, 2026
ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

May 9, 2026
ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

May 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

May 9, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

May 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version