• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୀରାମ ନବମୀ ଅବସରରେ ଶୋଭାଯାତ୍ରା ଏବଂ ବିଦ୍ୟାଳୟର ନୂତନ ଓ୍ବେବସାଇଟ୍ ଉନ୍ମୋଚନ

Proprietor Abhimanyu Maharana by Proprietor Abhimanyu Maharana
April 9, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଶ୍ରୀରାମ ନବମୀ ଅବସରରେ ଶୋଭାଯାତ୍ରା ଏବଂ ବିଦ୍ୟାଳୟର ନୂତନ ଓ୍ବେବସାଇଟ୍ ଉନ୍ମୋଚନ
Share on FacebookShare on TwitterWhatsapp

ଗଣିଆ  (ଓଡ଼ିଶା ତାଜା ନ୍ୟୁଜ୍) :- ଗଣିଆରେ ଗତ ୪ ବର୍ଷରୁ ଅଧିକ ସମୟ ଧରି ମହାନଦୀ ପବ୍ଲିକ ସ୍କୁଲ ଗଢି ଉଠିଛି । ଅଞ୍ଚଳର କିଛି ଛାତ୍ର ଛାତ୍ରୀ ମାନଙ୍କୁ ନେଇ ଏହି ଶିକ୍ଷାନୁଷ୍ଠାନ ବିଭିନ୍ନ ଦିଗରେ ତା’ର ସଫଳତା ବଜାୟ ରଖିଛି । ତେବେ ଏହି ଅନୁଷ୍ଠାନକୁ ଆହୁରି ଲୋକାଭିମୁଖୀ କରିବା ତଥା ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଭଗବତ୍ ପ୍ରେମକୁ ଉଜ୍ଜିବିତ କରିବା ପାଇଁ ପବିତ୍ର ରାମନବମୀରେ ଗଣିଆ ରାମ ମନ୍ଦିର ଠାରେ ପ୍ରଥମେ ତହସିଲଦାର ପ୍ରିତିବାଳା ରଣାଙ୍କ କରକମଳରେ ବିଦ୍ୟାଳୟର ନୂତନ ଓ୍ବେବସାଇଟ୍ (www.mahanadipublicschool.in) ଲୋକାର୍ପିତ କରାଯାଇଥିଲା ।

ତତ୍ ସହିତ ବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷ ଠାରୁ ପ୍ଳେସ୍କୁଲର ମଧ୍ୟ ଶୁଭାରମ୍ଭ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବ୍ଳକ ଶିକ୍ଷା ଅଧିକାରୀ ରବିନ୍ଦ୍ରନାଥ ରାଉତରାୟ, ମହାନଦୀ ପବ୍ଲିକ ସ୍କୁଲ ର ସ୍କୁଲ ମ୍ୟାନେଜମେଣ୍ଟ କମିଟି ର ଚେୟାରମେନ ଡା. ମଳୟ କୁମାର ପଣ୍ଡା, ଉପ ସଭାପତି ଶ୍ରୀ ଗୋଲକ ବିହାରୀ ସାହୁ, କୋଷାଧ୍ୟକ୍ଷ ଶ୍ରୀ ଅଟଳ ବିହାରୀ ବାଜୁ, ମହାନଦୀ ପବ୍ଲିକ ସ୍କୁଲର ସମ୍ପାଦକ ତଥା ଅୟନ ଫାଉଣ୍ଡେସନର ମୁଖ୍ୟ ଟ୍ରଷ୍ଟି ଶ୍ରୀ ପଙ୍କଜ କୁମାର ସାହୁ, ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ମହେନ୍ଦ୍ର କୁମାର ମହାରଣାଙ୍କ ସମେତ ପରିଚାଳନା କମିଟିର ସଦସ୍ୟ ତଥା ଅଭିଭାବକ ଉପସ୍ଥିତ ଥିଲେ ।

ପରେ ପରେ ଛାତ୍ର ଛାତ୍ରୀ ମାନଙ୍କୁ ଶ୍ରୀ ରାମ, ଲକ୍ଷ୍ମଣ, ଭରତ, ଶତୃଘ୍ନ, ସୀତା ଓ ହନୁମାନ ବେଶରେ ସଜାଇ (ରାମ ଦରବାର) ଏକ ସୁସଜ୍ଜିତ ରଥରେ ଗଣିଆ ବ୍ଳକର ବିଭିନ୍ନ ପଞ୍ଚାୟତରେ ଥିବା ୧୬ ଗୋଟି ଗ୍ରାମ ପରିକ୍ରମା କରାଯାଇଥିଲା । ବିଦ୍ୟାଳୟରେ ପ୍ରତିବର୍ଷ ଶ୍ରୀରାମ ନବମୀରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ସମ୍ପାଦକ ଶ୍ରୀ ସାହୁ ପ୍ରକାଶ କରିଛନ୍ତି । ଏହିଁ ବିଦ୍ୟାଳୟରେ ଆଜି ଠାରୁ ଖୋଲା ଯାଇଥିବା ପ୍ଳେ ସ୍କୁଲରେ ତଥା ପୂର୍ବରୁ ଚାଲୁ ଥିବା ନର୍ସରୀ, ଏଲ୍ କେ ଜି, ୟୁ କେ ଜି, କ୍ଲାସ ୧, କ୍ଲାସ ୨, କ୍ଲାସ ୩, କ୍ଲାସ ୪ ଓ କ୍ଲାସ ୫ ରେ ନାମ ଲେଖାଇବାକୁ ସେ ବିଶେଷ ଅନୁରୋଧ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

June 16, 2026
ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

June 16, 2026
ପ୍ରଗତି ମହିଳା ସଙ୍ଗଠନ ଆନୁକୂଲ୍ୟରେ ରଜ ଉତ୍ସବ ପାଳନ

ପ୍ରଗତି ମହିଳା ସଙ୍ଗଠନ ଆନୁକୂଲ୍ୟରେ ରଜ ଉତ୍ସବ ପାଳନ

June 16, 2026
ଗଜପତି ଜିଲ୍ଲା ରାୟଗଡ ଅଞ୍ଚଳରେ ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଦ୍ୟୁତ କାର୍ଯାଳୟ ସମ୍ମୁଖରେ ବିକ୍ଷୋଭ ଓ ଘେରାଉ

ଗଜପତି ଜିଲ୍ଲା ରାୟଗଡ ଅଞ୍ଚଳରେ ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଦ୍ୟୁତ କାର୍ଯାଳୟ ସମ୍ମୁଖରେ ବିକ୍ଷୋଭ ଓ ଘେରାଉ

June 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

June 16, 2026
ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

June 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version