• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୀରାମ ନବମୀରେ ଶ୍ରୀକ୍ଷତ୍ରରେ ଲଜ୍ଯାଜନକ ଘଟଣା ମହିଳା ସାମ୍ବାଦିକଙ୍କୁ ଆକ୍ରମଣ – ୫ ଆହତ

Proprietor Abhimanyu Maharana by Proprietor Abhimanyu Maharana
April 9, 2025
in ଓଡ଼ିଶା, ପୁରୀ, ହୋମ୍
0
ଶ୍ରୀରାମ ନବମୀରେ ଶ୍ରୀକ୍ଷତ୍ରରେ ଲଜ୍ଯାଜନକ ଘଟଣା ମହିଳା ସାମ୍ବାଦିକଙ୍କୁ ଆକ୍ରମଣ – ୫ ଆହତ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) ପୁରୀ :- ଶାନ୍ତିପ୍ରିୟ ଶ୍ରୀକ୍ଷେତ୍ରରେ ଶ୍ରୀରାମ ନବମୀ ଅବସରରେ ସିଂହଦ୍ଵାର ପତିତପାବନଙ୍କ ସମ୍ମୁଖରେ ଏକ ଲଜ୍ଯାଜନକ ଘଟଣା ଘଟିଯାଇଛି । ବୈଦ୍ୟୁତିକ ଗଣମାଧ୍ୟମର ସାମ୍ବାଦିକା ଲିନୁ ନାୟକଙ୍କୁ ୧୦ରୁ ଉର୍ଦ୍ଧ୍ବ ସେବକ ବେଶଧାରୀ ଯୁବକ ଅଶ୍ଳୀଳ ଭାଷାରେ ଗାଳି ଗୁଲଜ କରିବା ସହ ଠେଲାପେଲା ଓ ଆକ୍ରମଣ କରିବାରୁ ଲିନୁ ଗୁରୁତର ଆହତ ହୋଇ ଜିଲ୍ଲା ମୁଖ୍ଯ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି । ତାଙ୍କ ସହିତ କ୍ୟାମେରାମ୍ୟାନ ଶିବ ପଲେଇ, ଚନ୍ଦ୍ରଶେଖର ଓମ ପାତ୍ର, ପିଣ୍ଟୁ ସାହୁ, ସାଗର ମଲ୍ଲିକଙ୍କୁ ମଧ୍ୟ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି ।

ସେବକ ବେଶଧାରୀ ଯୁବକଙ୍କ ଔଦ୍ଧତ୍ୟ ର ସୀମା ଉଲ୍ଲଘଂନ କରିଥିଲେ ବୋଲି ଅଭିଯୋଗ ହୋଇଛି । ଶ୍ରୀମନ୍ଦିର ସମ୍ମୁଖରେ ଶ୍ରୀରାମ ନବମୀ ଅବସରରେ ଗଣମାଧ୍ୟମ ପ୍ରତିନିଧି ମାନେ କର୍ତ୍ତବ୍ଯରତ ଥିବା ସମୟରେ ଏଭଳି ଆକ୍ରମଣ ହୋଇଥିଲା । ଗଣତନ୍ତ୍ର ର ଚତୁର୍ଥ ସ୍ତମ୍ବ କୁ ଏହା କୁଠାରଘାତ କରୁଛି | ଏ ସମ୍ପର୍କରେ ସାମ୍ବାଦିକା ଲିନୁ ନାୟକ ଓ ପିଣ୍ଟୁ ସାହୁ ସିଂହଦ୍ଵାର ଥାନରେ ଲିଖିତ ଅଭିଯୋଗ କରିଛନ୍ତି । ସେମାନେ ଅଭିଯୋଗ କରିଛନ୍ତି ଯେ ତାଙ୍କର ମୋବାଇଲ ଓ କ୍ଯାମେରା ଭାଙ୍ଗିଦେବା ସହ ଠେଲାପେଲା ଓ ଆକ୍ରମଣ କରିଥିଲେ ।

ଏହା ସହ ସାମ୍ବାଦିକଙ୍କୁ ଜୀବନରେ ମାରି ଦେବାକୁ ଧମକ ଦେଇଛନ୍ତି । ଏଭଳି ଘଟଣାକୁ ପୁରୀର ସାମ୍ବାଦିକଗଣ, ବିଭିନ୍ନ ସଂଗଠନ, ବୁଦ୍ଧିଜୀବୀ, ଆଇନଜୀବୀ ପକ୍ଷରୁ ନିନ୍ଦା କରାଯାଇଛି । ପରେ ପରେ ସହରର ସାମ୍ବାଦିକ ମାନେ ଏସପିଙ୍କ କାର୍ଯ୍ଯାଳୟ ସମ୍ମୁଖରେ ଧାରଣାରେ ବସିଥିଲେ । ଏସପି ବିନୀତ ଅଗ୍ରୱାଲାଙ୍କ ସହ ଆଲୋଚନା କରିଥିଲେ । ଏସପି ଶ୍ରୀଅଗ୍ରୱାଲ କହିଲେ ମାମଲାକୁ ବିଚାରକୁ ନେଇ ନିରପେକ୍ଷ ତଦନ୍ତ ସହ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ ।

ଓଡିଶା ସାମ୍ବାଦିକ ସଂଘ, ପୁରୀଜିଲ୍ଲା ପକ୍ଷରୁ ଏହି ଘଟଣାକୁ ଦୃଢ ନିନ୍ଦା କରାଯିବା ସହ ଅଭିଯୁକ୍ତ ମାନଙ୍କୁ ୨୪ ଘଣ୍ଟା ଭିତରେ ଗିରଫ କରାଯାଇ ଏନବିଡ଼ବ୍ଲୁ ଲାଗୁ କରିବାକୁ ଦାବିକରାଯାଇଛି । ସଂଘର ଜିଲ୍ଲା ସଭାପତି ବିଜୟ ମିଶ୍ର ଓ ସମ୍ପାଦକ ସୁଧାଂଶୁ ଶେଖର କର ଘଟଣାର ନିରପେକ୍ଷ ତଦନ୍ତ ଦାବି କରିବା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

May 14, 2026
ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

May 14, 2026
ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

May 13, 2026
ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

May 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

May 14, 2026
ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version