• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅବିଭାବକଙ୍କ ନଜର ପିଲାଙ୍କ ଉପରେ ରହିବା ଏକାନ୍ତ ଜରୁରୀ ଅଟେ : ଗୋପ ବ୍ଲକ ବିଡ଼ିଓ ଛବିରାଣୀ ସାହୁ – ସରକାରୀ ବିଦ୍ୟାଳୟ ହି ଉତ୍ତମ ଶିକ୍ଷାନୁଷ୍ଠାନ,ଗୋପ ବ୍ଲକ ବିଡ଼ିଓ ଛବିରାଣୀ ସାହୁ

Proprietor Abhimanyu Maharana by Proprietor Abhimanyu Maharana
April 12, 2025
in ଓଡ଼ିଶା, ପୁରୀ, ହୋମ୍
0
ଅବିଭାବକଙ୍କ ନଜର ପିଲାଙ୍କ ଉପରେ ରହିବା ଏକାନ୍ତ ଜରୁରୀ ଅଟେ : ଗୋପ ବ୍ଲକ ବିଡ଼ିଓ ଛବିରାଣୀ ସାହୁ – ସରକାରୀ ବିଦ୍ୟାଳୟ ହି ଉତ୍ତମ ଶିକ୍ଷାନୁଷ୍ଠାନ,ଗୋପ ବ୍ଲକ ବିଡ଼ିଓ ଛବିରାଣୀ ସାହୁ
Share on FacebookShare on TwitterWhatsapp

ଗୋପ (ଓଡ଼ିଶା ତାଜା ନ୍ୟୁଜ୍ ) :- ଗୋପ ଶିକ୍ଷା ମଣ୍ଡଳ ଅଧିନସ୍ତ ଗଣେଶ୍ୱରପୁର ପଞ୍ଚାୟତ ଅନ୍ତର୍ଗତ ଶିଶୋ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର 10 ମ ବାର୍ଷିକ ଉତ୍ସବ ଅନୁଷ୍ଠିତ । ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିବଦତ୍ତ ନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ବାର୍ଷିକ ଉତ୍ସବରେ..  ମୁଖ୍ୟ ଅତିଥ୍ ଭାବେ : ଶ୍ରୀମତୀ ଝୁନୁ ମଲ୍ଲିକ ଅଧ୍ଯକ୍ଷା, ପଞ୍ଚାୟତ ସମିତି, ଗୋପ l ମୁଖ୍ୟବକ୍ତା ଭାବେ : ଶ୍ରୀମତୀ ଛବିରାଣୀ ସାହୁ ମଣ୍ଡଳ ଉନ୍ନୟନ ଅଧିକାରୀ, ଗୋପ ପଞ୍ଚାୟତ ସମିତି l

ବିଶିଷ୍ଟ ଅତିଥ୍ ଭାବେ ଶ୍ରୀଯୁକ୍ତ ହିମାଂଶୁ ଭୂଷଣ ସମରଥ ପୁରୀ ଜିଲ୍ଲା ଅତିରିକ୍ତ ଶିକ୍ଷାଧିକାରୀ l ସମ୍ମାନୀତ ଅତିଥିଭାବେ  ବନରଞ୍ଜନ ପଟ୍ଟନାୟକ ଗୋପ ପଞ୍ଚାୟତ ସମିତି ଉପାଧକ୍ଷ  l ପ୍ରମୋଦ ରାୟ ଏଗାର ନମ୍ବର ଜିଲ୍ଲାପରିଷଦ ଜୋନ ର ଜିଲ୍ଲାପରିଷଦ ସଭ୍ୟ l ଗଣେଶ୍ୱରପୁର ପଞ୍ଚାୟତ ର ସରପଞ୍ଚ ପ୍ରଭାତ ବେହେରା l ସୁଶୀଳ କୁମାର ବ୍ରହ୍ମା ଗୋପ ମଣ୍ଡଳ ଶିକ୍ଷାଧୂକାରୀ, ଗୋପ, ଅଜୟ କୁମାର ରଥ, ସଭାପତି, ଶିକ୍ଷକ ସମନ୍ବୟ ସମିତି ଗୋପ l ସରୋଜ କୁମାର ମିଶ୍ର ସାଧାରଣ ସଂପାଦକ, ଶିକ୍ଷକ ସମନ୍ବୟ ସମିତି ଗୋପ  l

ଅଭୟ କୁମାର ଭଟ୍ଟ ଶିଶୋ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପରିଚାଳନା କମିଟି ସଭାପତି l ଦେବାଶିଷ ପ୍ରଧାନ ସି.ଆର.ସି.ସି., ଗଣେଶ୍ବରପୁର ନୋଡ଼ାଲ ୟୁ.ପି. l ମୁଖ୍ୟ ବକ୍ତା ତାଙ୍କ ଅବିଭାଷଣ ପ୍ରସଙ୍ଗରେ ଅବିଭାବକଙ୍କୁ ପରାମର୍ଶ ଦେଇଥିଲେ କୀ ନଜର ପିଲାଙ୍କ ଉପରେ ରହିବା ଏକାନ୍ତ ଜରୁରୀ ଅଟେ l  ତତସହିତ ସରକାରୀ ବିଦ୍ୟାଳୟ ହି ଉତ୍ତମ ଶିକ୍ଷାନୁଷ୍ଠାନ ଯେଉଁଠି ଗ୍ରାମଞ୍ଚଳ ର ଗରିବ ଶ୍ରେଣୀର ଅବିଭାବକ ଙ୍କ ପିଲାମାନେ ଉତ୍ତମ ଶିକ୍ଷା ହିଁ ଚରିତ୍ର ଗଠନ ଓ ସଫଳତାର ମାପକାଠି।

ଏହି ଅବସରରେ ବିଦ୍ୟାଳୟର କୃତି ଛାତ୍ରଛାତ୍ରୀମାନଙ୍କୁ ଅତିଥ୍ୟାମାନଙ୍କ ଦ୍ବାରା ପୁରସ୍କୃତ କରଯାଇଥିଲା । ଉକ୍ତ ବାର୍ଷିକ ଉତ୍ସବରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସୁହେଯାଗ କରି କରିବା ବେଳେ ପରିଚାଳନା କମିଟିର ସଦସ୍ୟ, ଅଭିଭାବକ ଓ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ । ପରେ ଛାତ୍ରଛାତ୍ରୀମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏ.ବି.ପି.ଏମ୍.ଜେ.ଏ.ୱାଇ – ଜି.ଜେ. ଏ.ୱାଇରେ ଓଡ଼ିଶାବାସୀଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ କ୍ୟାନସର ଚିକିତ୍ସା ଅଭିଯାନ ଅଧିନରେ ଅଧିକ 91 ଟି ପ୍ୟାକେଜ ସାମିଲ

ଏ.ବି.ପି.ଏମ୍.ଜେ.ଏ.ୱାଇ – ଜି.ଜେ. ଏ.ୱାଇରେ ଓଡ଼ିଶାବାସୀଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ କ୍ୟାନସର ଚିକିତ୍ସା ଅଭିଯାନ ଅଧିନରେ ଅଧିକ 91 ଟି ପ୍ୟାକେଜ ସାମିଲ

August 5, 2026
ଡାକ୍ତର ଙ୍କ ଲୋଗ ଲଗାଇ ଗଞ୍ଜେଇ ଚାଲାଣ, ୩୨ କେଜି ଗଞ୍ଜେଇ ଜବତ ୬ ଗିରଫ

ଡାକ୍ତର ଙ୍କ ଲୋଗ ଲଗାଇ ଗଞ୍ଜେଇ ଚାଲାଣ, ୩୨ କେଜି ଗଞ୍ଜେଇ ଜବତ ୬ ଗିରଫ

August 5, 2026
କମିଶନରେଟ ପୋଲିସ ତରଫରୁ ରିଲିଫ୍ ବଣ୍ଟନ

କମିଶନରେଟ ପୋଲିସ ତରଫରୁ ରିଲିଫ୍ ବଣ୍ଟନ

August 5, 2026
ଆଦିବାସୀଙ୍କ ୯୫୦ ଏକର ଜମିକୁ ବେଆଇନ୍ ଭାବେ ଡାଲମିଆ କମ୍ପାନୀ ଓ ପ୍ରଶାସନ କରିଥିବା ଚଞ୍ଚକତାକୁ ଦୃଢ଼ ନିନ୍ଦା – ଆପ୍ ସାଂସଦ ଶ୍ରୀ ସଞ୍ଜୟ ସିଂ

ଆଦିବାସୀଙ୍କ ୯୫୦ ଏକର ଜମିକୁ ବେଆଇନ୍ ଭାବେ ଡାଲମିଆ କମ୍ପାନୀ ଓ ପ୍ରଶାସନ କରିଥିବା ଚଞ୍ଚକତାକୁ ଦୃଢ଼ ନିନ୍ଦା – ଆପ୍ ସାଂସଦ ଶ୍ରୀ ସଞ୍ଜୟ ସିଂ

August 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏ.ବି.ପି.ଏମ୍.ଜେ.ଏ.ୱାଇ – ଜି.ଜେ. ଏ.ୱାଇରେ ଓଡ଼ିଶାବାସୀଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ କ୍ୟାନସର ଚିକିତ୍ସା ଅଭିଯାନ ଅଧିନରେ ଅଧିକ 91 ଟି ପ୍ୟାକେଜ ସାମିଲ

ଏ.ବି.ପି.ଏମ୍.ଜେ.ଏ.ୱାଇ – ଜି.ଜେ. ଏ.ୱାଇରେ ଓଡ଼ିଶାବାସୀଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ କ୍ୟାନସର ଚିକିତ୍ସା ଅଭିଯାନ ଅଧିନରେ ଅଧିକ 91 ଟି ପ୍ୟାକେଜ ସାମିଲ

August 5, 2026
ଡାକ୍ତର ଙ୍କ ଲୋଗ ଲଗାଇ ଗଞ୍ଜେଇ ଚାଲାଣ, ୩୨ କେଜି ଗଞ୍ଜେଇ ଜବତ ୬ ଗିରଫ

ଡାକ୍ତର ଙ୍କ ଲୋଗ ଲଗାଇ ଗଞ୍ଜେଇ ଚାଲାଣ, ୩୨ କେଜି ଗଞ୍ଜେଇ ଜବତ ୬ ଗିରଫ

August 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version