• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନାରୀ ନିର୍ଯ୍ୟାତନା ଓ ଜାଳେଣୀ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ : ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ପକ୍ଷରୁ ମଶାଲ ଶୋଭାଯାତ୍ରା

Proprietor Abhimanyu Maharana by Proprietor Abhimanyu Maharana
April 15, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ନାରୀ ନିର୍ଯ୍ୟାତନା ଓ ଜାଳେଣୀ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ : ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ପକ୍ଷରୁ ମଶାଲ ଶୋଭାଯାତ୍ରା
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :- ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ ଆହ୍ୱାନ କ୍ରମେ ଆଜି ଭୁବନେଶ୍ଵର ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ବିଶ୍ଵଜିତ ଦାସଙ୍କ ନେତୃତ୍ୱରେ ଓଡ଼ିଶାର ନାରୀ ନିର୍ଯ୍ୟାତନା, ଦୁଷ୍କର୍ମ, ଗଣଦୁଷ୍କର୍ମ, ହତ୍ୟା ଓ ରନ୍ଧନ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ମଶାଲ ଶୋଭାଯାତ୍ରା ଆୟୋଜିତ ହୋଇଛି। ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ଠାରୁ ଶ୍ରୀ ଦାସଙ୍କ ନେତୃତ୍ୱରେ କଂଗ୍ରେସ ନେତୃବର୍ଗ ଓ କର୍ମୀମାନେ ରାମମନ୍ଦିର ପର୍ଯ୍ୟନ୍ତ ମଶାଲ ଶୋଭାଯାତ୍ରା କରିଥିଲେ । ରାମ ମନ୍ଦିର ଛକ ଅବରୋଧ କରି ସେଠାରେ ଧାରଣା ମଧ୍ଯ ଦିଆଯାଇଥିଲା ।

ଏହି ପ୍ରସଙ୍ଗରେ ଶ୍ରୀ ଦାସ କହିଛନ୍ତି ଯେ, ବିଜେପି ଦଳ କ୍ଷମତାସୀନ ହେବା ପୂର୍ବରୁ ଓଡ଼ିଶାର ମହିଳାଙ୍କୁ ସୁରକ୍ଷା ଦେବା ସହ ମହିଳା ନିର୍ଯ୍ୟାତନା ନିୟନ୍ତ୍ରଣ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲା। କିନ୍ତୁ ଆଜି ଓଡ଼ିଶାର ମହିଳା ନିର୍ଯ୍ୟାତିତା, ଅତ୍ୟାଚାରିତା, ଅବହେଳିତା, ଦୁଷ୍କର୍ମ, ଗଣଦୁଷ୍କର୍ମ ଓ ହତ୍ୟାର ଶିକାର। ସ୍କୁଲ, କଲେଜ, ୟୁନିଭରସିଟିର ପରିସରରେ ମହିଳାମାନେ ସୁରକ୍ଷିତ ନାହାନ୍ତି । ବିଶେଷ କରି ମହିଳା ହଷ୍ଟେଲ ଓ କନ୍ୟାଶ୍ରମରେ ଛାତ୍ରୀମାନେ ଗର୍ଭବତୀ ହୋଇପଡୁଛନ୍ତି ଓ ପିଲାଜନ୍ମ କରୁଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିଜ ଜିଲ୍ଲାରେ ମଧ୍ୟ ଏଭଳି ଅଭାବନୀୟ ଘଟଣା ଘଟିଛି।

ଭୁବନେଶ୍ଵରରେ ମହିଳାମାନେ ଅସୁରକ୍ଷିତ। ପୁଲସ ପ୍ରଶାସନ ମହିଳାମାନଙ୍କୁ ସୁରକ୍ଷା ଦେବାରେ ବିଫଳ ହୋଇଛି । ୬୪,୮୨୩ ମହିଳା ନିଖୋଜ ହୋଇଥିବାବେଳେ ବିଜେପି ସରକାର ଚୁପ୍ ହୋଇ ବସିଛି । ବିଧାନସଭା ଭିତରେ ଓ ବାହାରେ କଂଗ୍ରେସ ବିଧାୟକ ତଥା କଂଗ୍ରେସ ନେତୃବର୍ଗ ମହିଳାମାନଙ୍କ ସୁରକ୍ଷା ପାଇଁ ଆନ୍ଦୋଳନ କରିବାରୁ ପୁଲିସ ଅତ୍ୟାଚରରେ ଶିକାର ହୋଇଛନ୍ତି । ଗତ ମାର୍ଚ୍ଚ ୨୭ ତାରିଖରେ ପିସିସି ସଭାପତି ଶ୍ରୀ ଦାସଙ୍କ ନେତୃତ୍ୱରେ ମହିଳାମାନଙ୍କ ସୁରକ୍ଷା ପାଇଁ ଯେଉଁ ନାରୀ ନ୍ୟାୟ ଆନ୍ଦୋଳନ ହୋଇଥିଲା ସେହି ଆନ୍ଦୋଳନକାରୀଙ୍କୁ ପୁଲିସ୍ ଲାଠିଚାର୍ଜ ଓ ପାଣି ମାଡ କରି ଲହୁ ଲୁହାଣ କରିଛି।

ଏବେ ୫ ହଜାରରୁ ଉର୍ଦ୍ଧ୍ବ କଂଗ୍ରେସ ସଂଗ୍ରାମଙ୍କ ଉପରେ ମିଥ୍ୟା ମକଦ୍ଦମା ରୁଜୁ କରାଯାଇଛି । ଆନ୍ଦୋଳନକାରୀଙ୍କୁ ପୁଲିସ୍ ଗିରଫ କରୁଛି। ରାଜ୍ୟ ବିଜେପି ସରକାର କଂଗ୍ରେସର ଶାଣିତ ସ୍ୱରକୁ ଚାପି ପାରିବ ନାହିଁ । ଆଗକୁ ଆନ୍ଦୋଳନ ତିବ୍ରତର ହେବ। ଏହି କାର୍ଯ୍ୟକ୍ରମରେ ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ଶ୍ରୀମତୀ ମିନାକ୍ଷୀ ବାହିନିପତି ଯୋଗଦେଇ କହିଲେ ଯେ, ସାରା ରାଜ୍ୟରେ ମହିଳାମାନେ ଭୟଭୀତ ଅବସ୍ଥାରେ ଅଛନ୍ତି । ଏ ରାଜ୍ୟରେ ଦୁଃଶାସନ ଓ ରାବଣର ଶାସନ ଚାଲିଛି । ଗ୍ୟାସ ଦର କମାଇବା ପାଇଁ ପ୍ରତିଶ୍ରୁତି ଦେଇଥିବା ବିଜେପି ସରକାର ଏବେ ଗ୍ୟାସ ଦର ୫୦ ଟଙ୍କା ବୃଦ୍ଧି କରିଛି ।

ଏହି କାର୍ଯ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, ମନୋରଞ୍ଜନ ଦାସ, ଶୁଭେନ୍ଦୁ ମହାନ୍ତି, ସୁବ୍ରତ ମହାପାତ୍ର, ଗୀତାଞ୍ଜଳି ମହାନ୍ତି, ରଞ୍ଜିତ ପାତ୍ର, ଉଦିତ୍ ପ୍ରଧାନ, ମିହିର ଆଚାର୍ଯ୍ୟ, ଅଶୋକ ଦାସ, ପ୍ରଶାନ୍ତ ଚମ୍ପତି, ପ୍ରକାଶ ଜେନା, ରଜନୀ ମହାନ୍ତି, ଦିପକ ସାହୁ, ସାହାରୁଖ୍ ଖାନ୍, ଚୁନୁ ସିଂ, ପ୍ରସନ୍ନ ନାୟକ, ପ୍ରକାଶ ମିଶ୍ର, ସୁଶାନ୍ତ ତ୍ରିପାଠୀ, ବିରଞ୍ଚ୍ ବାରିକ, ଶ୍ରୀୟା ମହାନ୍ତି, ଜୟଶ୍ରୀ ପାତ୍ର, ଚୈତାଳି ପଟ୍ଟନାୟକ, ସୌମେନ୍ଦ୍ର ମହାନ୍ତି, ବୈଲୋଚନ ସାହୁ, ଦେବୀ ପ୍ରସାଦ ବାହାଲିଆ, ସ୍ବାଗତ କର, ବ୍ରହ୍ମାନନ୍ଦ ସାହୁ, ସେକ୍ ତାକ୍ସିମ୍, ରଞ୍ଜିତ ସେନାପତି, ଦେଓ ପ୍ରସାଦ, ନାସିର୍ ଖାନ, ଜୟକୃଷ୍ଣ ମଲିଆ, ବିଶ୍ୱଭୂଷଣ ମହାପାତ୍ର, ପ୍ରତିକ୍ ସାହୁ, ବାବୁ ଜେନା, ଅନିଲ ଦାସ, ରବିନ୍ଦ୍ର ଦାସ ଓ ଦେବାଶିଷ ଦାସ ପ୍ରମୁଖ ଶତାଧୂକକର୍ମୀ ଅଂଶ ଗ୍ରହଣ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

May 11, 2026
ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version