• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭାରତରତ୍ନ ଡଃ ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ ଓ ଓଡ଼ିଆ ନବବର୍ଷ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
April 16, 2025
in ଓଡ଼ିଶା, ପୁରୀ, ହୋମ୍
0
ଭାରତରତ୍ନ ଡଃ ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ ଓ ଓଡ଼ିଆ ନବବର୍ଷ ପାଳିତ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍)  :-  ସାମାଜିକ ନ୍ୟାୟ ବ୍ୟବସ୍ଥା ର ମୂର୍ତ୍ତିମନ୍ତ ପ୍ରତୀକ ଥିଲେ ସମ୍ବିଧାନ ପ୍ରଣେତା ଭାରତରତ୍ନ ବାବାସାହେବ ଡଃ ଭୀମରାଓ ରାମଜୀ ଆମ୍ବେଦକର । ସଂଘର୍ଷ ରୁ କିପରି ଜୀବନ କୁ ସଫଳ କରେ ଓ ଦେଶର ଗୌରବ ବୃଦ୍ଧି ରେ ସହାୟକ ହୁଏ ତାହା ଆମ୍ବେଦକର ଙ୍କ ଜୀବନ ଆଦର୍ଶ ରୁ ସ୍ପଷ୍ଟ ପ୍ରତୀୟମାନ ବୋଲି କହିଛନ୍ତି ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା ।ଆଜି ପୂର୍ବାହ୍ନରେ ଜିଲ୍ଲା ସଂସ୍କୃତି ଭବନ ଠାରେ ଜିଲ୍ଲା ପ୍ରଶାସନ ସୂଚନା ଓ ଲୋକ ସମ୍ପର୍କ,ସଂସ୍କୃତି ଓ ସମାଜ କଲ୍ୟାଣ କାର୍ଯ୍ଯାଳୟ ପକ୍ଷରୁ ଡଃ ଆମ୍ବେଦକର ଙ୍କ ୧୩୪ ତମ ଜିଲ୍ଲା ସ୍ତରୀୟ ଜୟନ୍ତୀ ଓ ଓଡ଼ିଆ ପକ୍ଷ ପାଳନର ଶେଷ ଦିବସରେ ଓଡ଼ିଆ ନବବର୍ଷ ପାଳିତ ହୋଇଥିଲା ।

ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବେହେରା ସମ୍ବିଧାନ ପ୍ରସ୍ତୁତି ଓ ପ୍ରଣୟନରେ ଡଃ ଆମ୍ବେଦକରଙ୍କ ଭୂମିକା ଅବିସ୍ମରଣୀୟ।ସେ ଜାତିୟତାପ୍ରେମୀ ଓ ସଂସ୍କାରବାଦୀ ମେଧାବୀ ଓ ପରିଶ୍ରମୀ ଥିଲେ । ସାମାଜିକ ନ୍ୟାୟ, ସୁଦୃଢ ଗଣତନ୍ତ୍ରଓ ଅର୍ଥନୈତିକ ସ୍ଥିରତା କ୍ଷେତ୍ରରେ ତାଙ୍କ ଅବଦାନ ଅତୁଳନୀୟ । ଡଃ ଆମ୍ବେଦକରଙ୍କ ଜୀବନୀ, ସେତେବେଳର ସାମାଜିକ ସ୍ଥିତି, ତାଙ୍କ ସଂଗ୍ରାମ, ସମ୍ବିଧାନ ପ୍ରସ୍ତୁତି ଓ ପ୍ରଣୟନରେ ତାଙ୍କର ଅବଦାନ, ଶିକ୍ଷା, ସଂସ୍କାର, ସାମାଜିକ ନ୍ୟାୟ, ସମ୍ପର୍କରେ ସେ ବିସ୍ତୃତ ଆଲୋଚନା କରିଥିଲେ । ସେହିପରି ଆଜି ମହାବିଷୁବ ସଂକ୍ରାନ୍ତି ଓଡ଼ିଆ ନବବର୍ଷ ।

ଏହା ଆମ ସଂସ୍କୃତି ଓ ପରମ୍ପରା ର ଏକ ଗୁରୁତ୍ୱପୂର୍ଣ୍ଣ ଦିନ ବୋଲି ସେ କହିଥିଲେ।ଉପ ଜିଲ୍ଲାପାଳ ରାଜ କିଶୋର ଜେନା, ଜିଲ୍ଲା ମଙ୍ଗଳ ଅଧିକାରୀ ବିକାଶ କୁମାର ମହାନ୍ତି, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ତନୁପ୍ରଭା ବେଉରା, ଜିଲ୍ଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା ଯୋଗ ଦେଇ ଆମ ଦେଶ ବିଶ୍ୱର ସର୍ବ ବୃହତ ଗଣତାନ୍ତ୍ରିକ ରାଷ୍ଟ୍ର । ଏହାର ସମ୍ବିଧାନ ପ୍ରତିଷ୍ଠା ରେ ଆମ୍ବେଦକର ଙ୍କ ଭୂମିକା ଅବର୍ଣ୍ଣନୀୟ । ସମାଜରେ ନ୍ୟାୟ ବ୍ୟବସ୍ଥା ଓ ସମାନ ଅଧିକାର ପାଇଁ ତାଙ୍କ ଅବଦାନ ଅତୁଳନୀୟ ।ସେହିପରି ଆଜି ଆମ ଓଡ଼ିଆ ମାନଙ୍କର ଏକ ମହତ୍ତ୍ୱପୂର୍ଣ୍ଣ ଦିବସ ।

ଓଡ଼ିଆ ନବବର୍ଷ ଆମ ସମସ୍ତ ଙ୍କ ପାଇଁ ଗର୍ବ ଓ ଗୌରବର ଦିବସ ବୋଲି ସେମାନେ କହିଥିଲେ । ପ୍ରାରମ୍ଭରେ ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ ସମସ୍ତଙ୍କୁ ସ୍ୱାଗତ,ଅତିଥି ପରିଚୟ, ପ୍ରାରମ୍ଭିକ ସୂଚନା ଓ ସଭା ପରିଚାଳନା କରିଥିଲେ । ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତି ଯୋଗୀଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ । ପ୍ରାରମ୍ଭରେ ଅତିଥି ମାନେ ଶ୍ରୀଜୀଉଙ୍କ ପ୍ରତିମୂର୍ତ୍ତି ଓ ଡଃ ଆମ୍ବେଦକର ଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ ସହ ପ୍ରଦୀପ ପ୍ରଜ୍ଜଳନ କରିଥିଲେ।ଶେଷରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରଦୀପ୍ତ କୁମାର ସେନାପତି ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କମିଶନରେଟ ପୋଲିସ ତରଫରୁ ରିଲିଫ୍ ବଣ୍ଟନ

କମିଶନରେଟ ପୋଲିସ ତରଫରୁ ରିଲିଫ୍ ବଣ୍ଟନ

August 5, 2026
ଆଦିବାସୀଙ୍କ ୯୫୦ ଏକର ଜମିକୁ ବେଆଇନ୍ ଭାବେ ଡାଲମିଆ କମ୍ପାନୀ ଓ ପ୍ରଶାସନ କରିଥିବା ଚଞ୍ଚକତାକୁ ଦୃଢ଼ ନିନ୍ଦା – ଆପ୍ ସାଂସଦ ଶ୍ରୀ ସଞ୍ଜୟ ସିଂ

ଆଦିବାସୀଙ୍କ ୯୫୦ ଏକର ଜମିକୁ ବେଆଇନ୍ ଭାବେ ଡାଲମିଆ କମ୍ପାନୀ ଓ ପ୍ରଶାସନ କରିଥିବା ଚଞ୍ଚକତାକୁ ଦୃଢ଼ ନିନ୍ଦା – ଆପ୍ ସାଂସଦ ଶ୍ରୀ ସଞ୍ଜୟ ସିଂ

August 5, 2026
ଶୀର ନାସ୍ତି ଶୀର ପୀଡା କେବଳ ଦେଖିବାକୁ ମିଳିବ ଖୋରଧା ଜ଼ିଲା ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ

ଶୀର ନାସ୍ତି ଶୀର ପୀଡା କେବଳ ଦେଖିବାକୁ ମିଳିବ ଖୋରଧା ଜ଼ିଲା ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ

August 5, 2026
ବ୍ଲକ୍ ଶିକ୍ଷା ଅଧିକାରୀଙ୍କ ଅଚାନକ ପରିଦର୍ଶନ

ବ୍ଲକ୍ ଶିକ୍ଷା ଅଧିକାରୀଙ୍କ ଅଚାନକ ପରିଦର୍ଶନ

August 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କମିଶନରେଟ ପୋଲିସ ତରଫରୁ ରିଲିଫ୍ ବଣ୍ଟନ

କମିଶନରେଟ ପୋଲିସ ତରଫରୁ ରିଲିଫ୍ ବଣ୍ଟନ

August 5, 2026
ଆଦିବାସୀଙ୍କ ୯୫୦ ଏକର ଜମିକୁ ବେଆଇନ୍ ଭାବେ ଡାଲମିଆ କମ୍ପାନୀ ଓ ପ୍ରଶାସନ କରିଥିବା ଚଞ୍ଚକତାକୁ ଦୃଢ଼ ନିନ୍ଦା – ଆପ୍ ସାଂସଦ ଶ୍ରୀ ସଞ୍ଜୟ ସିଂ

ଆଦିବାସୀଙ୍କ ୯୫୦ ଏକର ଜମିକୁ ବେଆଇନ୍ ଭାବେ ଡାଲମିଆ କମ୍ପାନୀ ଓ ପ୍ରଶାସନ କରିଥିବା ଚଞ୍ଚକତାକୁ ଦୃଢ଼ ନିନ୍ଦା – ଆପ୍ ସାଂସଦ ଶ୍ରୀ ସଞ୍ଜୟ ସିଂ

August 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version