• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଆ ନବବର୍ଷ ଓ ପୋଷଣ ପକ୍ଷ ପାଳନ

Proprietor Abhimanyu Maharana by Proprietor Abhimanyu Maharana
April 16, 2025
in ଓଡ଼ିଶା, ପୁରୀ, ହୋମ୍
0
ଓଡ଼ିଆ ନବବର୍ଷ ଓ ପୋଷଣ ପକ୍ଷ ପାଳନ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) :-  ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି । ଓଡ଼ିଆ ନବବର୍ଷ।ଆଜି ଓଡ଼ିଆ ପକ୍ଷ ପାଳନର ଶେଷ ଦିବସରେ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ପାଳିତ ହୋଇଥିଲା ଓଡ଼ିଆ ନବବର୍ଷ।ସେହିପରି ପାଳନ ହୋଇଛି ପୋଷଣ ପକ୍ଷ।ସମସ୍ତେ ସୁସ୍ଥ ଓ ନୀରୋଗ ରହିବାକୁ ପୁଷ୍ଟିକର ଓ ପୌଷ୍ଟିକ ଖାଦ୍ୟ ଖାଇବା ଉଚିତ।ବିଶେଷ କରି ଗର୍ଭବତୀ ମା ଓ ଶିଶୁ ମାନଙ୍କ ଉନ୍ନତ ସ୍ବାସ୍ଥ୍ୟ ପାଇଁ ପ୍ରତ୍ୟେକ ଯତ୍ନବାନ ହେବାକୁ ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ ମତବ୍ୟକ୍ତ କରିଥିଲେ ।

ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ତନୁପ୍ରଭା ବେଉରା ଏଥିରେ ଅଧ୍ୟକ୍ଷତା କରିବା ସହ ଅପ୍ରେଲ ୮ରୁ ଆରମ୍ଭ ହୋଇଥିବା ଏହି ପକ୍ଷ ଅପ୍ରେଲ ୨୨ ପର୍ଯ୍ୟନ୍ତ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ମାନଙ୍କ ରେ ପାଳନ କରାଯାଉଛି ବୋଲି କହିଥିଲେ।ପୋଷଣ ର ଜିଲ୍ଲା ସଂଯୋଜକ ସସ୍ମିତା କର୍ମକାର ସମସ୍ତଙ୍କୁ ସ୍ବାଗତ କରି ପୋଷଣ ପକ୍ଷ ପାଳନର ଲକ୍ଷ୍ୟ ଉଦ୍ଦେଶ୍ୟ ସମ୍ପର୍କରେ ସୂଚନା ଦେଇଥିଲେ।ଏଥିରେ ଜିଲ୍ଲାର ସମସ୍ତ ପ୍ରୋଗ୍ରାମ ଅଫିସର, ସିଡିପିଓ,ସୁପରଭାଇଜର,ଅଙ୍ଗନବାଡ଼ି କର୍ମୀ ପ୍ରମୁଖ ଯୋଗ ଦେଇଥିଲେ।

ଜିଲ୍ଲା ସଂସ୍କୃତି ଭବନଠାରେ ହୁଳହୁଳି, ଝୋଟି ଓ ପିଠା ପଣା ପ୍ରତିଯୋଗିତା ଓ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା।ପ୍ରତିଯୋଗୀ ମା ମାନେ ଏଥିରେ ଅଂଶ ଗ୍ରହଣ କରି ପାରମ୍ପରିକ ଝୋଟି ପକାଇଥିବା ବେଳେ ହୁଳହୁଳି ଓ ପିଠାପଣା ପ୍ରତିଯୋଗିତାରେ ଭାଗ ନେଇଥିଲେ।ଝୋଟି ରେ କୁନି ସୁଥ ପ୍ରଥମ,ପୂର୍ଣ୍ଣିମା ମିଶ୍ର ଦ୍ୱିତୀୟ ଓ ଛବିରାଣୀ ସାହୁ ତୃତୀୟ ସ୍ଥାନ ହାସଲ କରିଥିଲେ।

ସେହିପରି ହୁଳହୁଳି ପ୍ରତିଯୋଗିତାରେ ମନୋରମା ବେହେରା ପ୍ରଥମ,ପ୍ରମୋଦିନୀ ମିଶ୍ର ଦ୍ୱିତୀୟ ଓ ସଞ୍ଜୁକ୍ତା ମଲ୍ଲିକ ତୃତୀୟ ସ୍ଥାନ ହାସଲ କରିଥିଲେ।ପିଠାପଣା ପ୍ରତିଯୋଗିତାରେ ପୁରୀ ମୁନିସପାଲ୍ଟିର ସୋନାଲି ଓ ସାଥୀ ପ୍ରଥମ,ପୁରୀ ସଦର ବ୍ଲକର ରାଜଲକ୍ଷ୍ମୀ ଦାସ ଓ ସାଥୀ ଦ୍ୱିତୀୟ ଓ ସତ୍ୟବାଦୀ ବ୍ଲକର ରଶ୍ମି ମିଶ୍ର ଓ ସାଥୀ ତୃତୀୟ ସ୍ଥାନ ହାସଲ କରିଥିଲେ।ପରେ ଅତିଥି ମାନେ କୃତି ପ୍ରତିଯୋଗୀ ଙ୍କୁ ପୁରସ୍କୃତ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏ.ବି.ପି.ଏମ୍.ଜେ.ଏ.ୱାଇ – ଜି.ଜେ. ଏ.ୱାଇରେ ଓଡ଼ିଶାବାସୀଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ କ୍ୟାନସର ଚିକିତ୍ସା ଅଭିଯାନ ଅଧିନରେ ଅଧିକ 91 ଟି ପ୍ୟାକେଜ ସାମିଲ

ଏ.ବି.ପି.ଏମ୍.ଜେ.ଏ.ୱାଇ – ଜି.ଜେ. ଏ.ୱାଇରେ ଓଡ଼ିଶାବାସୀଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ କ୍ୟାନସର ଚିକିତ୍ସା ଅଭିଯାନ ଅଧିନରେ ଅଧିକ 91 ଟି ପ୍ୟାକେଜ ସାମିଲ

August 5, 2026
ଡାକ୍ତର ଙ୍କ ଲୋଗ ଲଗାଇ ଗଞ୍ଜେଇ ଚାଲାଣ, ୩୨ କେଜି ଗଞ୍ଜେଇ ଜବତ ୬ ଗିରଫ

ଡାକ୍ତର ଙ୍କ ଲୋଗ ଲଗାଇ ଗଞ୍ଜେଇ ଚାଲାଣ, ୩୨ କେଜି ଗଞ୍ଜେଇ ଜବତ ୬ ଗିରଫ

August 5, 2026
କମିଶନରେଟ ପୋଲିସ ତରଫରୁ ରିଲିଫ୍ ବଣ୍ଟନ

କମିଶନରେଟ ପୋଲିସ ତରଫରୁ ରିଲିଫ୍ ବଣ୍ଟନ

August 5, 2026
ଆଦିବାସୀଙ୍କ ୯୫୦ ଏକର ଜମିକୁ ବେଆଇନ୍ ଭାବେ ଡାଲମିଆ କମ୍ପାନୀ ଓ ପ୍ରଶାସନ କରିଥିବା ଚଞ୍ଚକତାକୁ ଦୃଢ଼ ନିନ୍ଦା – ଆପ୍ ସାଂସଦ ଶ୍ରୀ ସଞ୍ଜୟ ସିଂ

ଆଦିବାସୀଙ୍କ ୯୫୦ ଏକର ଜମିକୁ ବେଆଇନ୍ ଭାବେ ଡାଲମିଆ କମ୍ପାନୀ ଓ ପ୍ରଶାସନ କରିଥିବା ଚଞ୍ଚକତାକୁ ଦୃଢ଼ ନିନ୍ଦା – ଆପ୍ ସାଂସଦ ଶ୍ରୀ ସଞ୍ଜୟ ସିଂ

August 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏ.ବି.ପି.ଏମ୍.ଜେ.ଏ.ୱାଇ – ଜି.ଜେ. ଏ.ୱାଇରେ ଓଡ଼ିଶାବାସୀଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ କ୍ୟାନସର ଚିକିତ୍ସା ଅଭିଯାନ ଅଧିନରେ ଅଧିକ 91 ଟି ପ୍ୟାକେଜ ସାମିଲ

ଏ.ବି.ପି.ଏମ୍.ଜେ.ଏ.ୱାଇ – ଜି.ଜେ. ଏ.ୱାଇରେ ଓଡ଼ିଶାବାସୀଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ କ୍ୟାନସର ଚିକିତ୍ସା ଅଭିଯାନ ଅଧିନରେ ଅଧିକ 91 ଟି ପ୍ୟାକେଜ ସାମିଲ

August 5, 2026
ଡାକ୍ତର ଙ୍କ ଲୋଗ ଲଗାଇ ଗଞ୍ଜେଇ ଚାଲାଣ, ୩୨ କେଜି ଗଞ୍ଜେଇ ଜବତ ୬ ଗିରଫ

ଡାକ୍ତର ଙ୍କ ଲୋଗ ଲଗାଇ ଗଞ୍ଜେଇ ଚାଲାଣ, ୩୨ କେଜି ଗଞ୍ଜେଇ ଜବତ ୬ ଗିରଫ

August 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version