• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମିଲେଟ୍ ଖାଆନ୍ତୁ ସୁସ୍ଥ ରୁହନ୍ତୁ

Proprietor Abhimanyu Maharana by Proprietor Abhimanyu Maharana
April 18, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ମିଲେଟ୍ ଖାଆନ୍ତୁ ସୁସ୍ଥ ରୁହନ୍ତୁ
Share on FacebookShare on TwitterWhatsapp

ନୂଆଗାଁ  (ଓଡ଼ିଶା ତାଜା ନ୍ୟୁଜ୍) :- ନୂଆଗାଁ ବ୍ଲକ୍‌ର ସଦରମହକୁମାର ନୂଆଗାଁ ବଡ଼ସାହିଠାରେ ଆଜି ସକାଳ ୧୦ ଘଟିକା ସମୟରେ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ହାମ୍‌ସ ଦ୍ଵାରା ଆୟୋଜିତ ଶ୍ରୀଅନ୍ନ ଅଭିଯାନ, କୃଷି ଓ କୃଷକ ସଶକ୍ରି ସଶକ୍ତିକରଣ ବିଭାଗ ସ‌ହଯୋଗରେ ମା’ ସମଲେଶ୍ୱରୀ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ଦ୍ବାରା ପରିପ୍ପଳିତ ମିଲେଟ୍ ଶକ୍ତି ଟିଫିନ୍ କେନ୍ଦ୍ର ନାମରେ ଗୋଟିଏ ଟିଫିନ୍ କେନ୍ଦ୍ରକୁ ଆନୁଷ୍ଠାନିକ ଭାବେ ଗୋଷ୍ଠୀ କୃଷି ଅଧୂକାରୀ ନିହାର ରଞ୍ଜନ ପୃଷ୍ଟି ଉଦ୍‌ଘାଟନ କରିଛନ୍ତି । ଅନ୍ୟତମ ଅତିଥିଭାବେ ସହକାରୀ କୃଷି ଅଧୂକାରୀ ଶ୍ରୀମତୀ କୁମୁଦିନୀ ଦେଇ,

ମିଶନ ଶକ୍ତିର ବ୍ଲକ୍ ସଂଯୋଜକ ସୌମ୍ୟଶାଶ୍ୱତ ମିଶ୍ର, ୱାଇପିଓ କୁମାରୀ ସାଶ୍ବତିକା ମହାପାତ୍ର, ବିଜୟ ମିଲେଟଇ କୃଷକ ଉତ୍ପାଦକ କମ୍ପାନୀର ମୁଖ୍ୟ ପରିପ୍ପଳକ ସୁରେନ୍ଦ୍ର କୁମାର ସାହୁ, ଭିଏଡଙ୍କୁ ଶ୍ରୀମତୀ ସରୀତା ନାୟକ ପ୍ରମୁଖ ଉପସ୍ଥିତ ରହିଥିଲେ । ଉକ୍ତ କାର୍ଯ୍ୟକ୍ରମକୁ ହାମ୍‌ସର ସମ୍ପାଦକ ବିଜୟ କୁମାର ମହାପାତ୍ର ପରିଚାଳନା କରିଥିଲେ । ମାଣ୍ଡିଆ ଦ୍ୱାରା ପ୍ରସ୍ତୁତ ବିଭିନ୍ନ ଖାଦ୍ୟ ଯଥା ମାଣ୍ଡିଆ ବିସ୍କୁଟ୍, ମାଣ୍ଡିଆ ସୁପ୍, ମାଣ୍ଡିଆ ମିକ୍ସର, ମାଣ୍ଡିଆ ଚପ୍, ମାଣ୍ଡିଆ ବରା, ମାଣ୍ଡିଆ ମସଲାବରା, ମାଣ୍ଡିଆ ଦହିବରା, ମାଣ୍ଡିଆ ମୁଡ୍‌କି, ମାଣ୍ଡିଆ ଲଡୁ ଆଦି ଅତିଥିମାନଙ୍କୁ ଖାଇବାପାଇଁ ବିତରଣ କରାଯାଇଥିଲା ।  ଜଙ୍କ୍ ଫୁଡ୍ ଖାଦ୍ୟ ଖାଇବା ନାହିଁ, ମୃଦୁପାନୀୟ ପିଇବା ନାହିଁ, ତା ସହିତ ଅତ୍ୟଧୂକ ମସଲା ତେଲ ଯୁକ୍ତ ଖାଦ୍ୟ ଖାଇବାନାହିଁ ବୋଲି ମହିଳାମାନେ କହିଥୁଳେ ।

ଏହି କାର୍ଯ୍ୟକ୍ରମରେ ୪ ଟି ମହିଳା ସ୍ଵୟଂସହାୟିକା ଗୋଷ୍ଠୀର ମହିଳାମାନେ ଯୋଗ ଦେଇଥିଲେ । ସିକ୍ରିଡ଼ାର ପୁରୁଷୋତମ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ଓ ଶିବାନୀ ସ୍ଵୟଂ ସହାୟିକା ଗୋଷ୍ଠୀ, ନୂଆଗାଁର ମା’ ପାର୍ବତୀ ମହିଳା ସ୍ଵୟଂ ସହାୟିକା ଗୋଷ୍ଠୀ ଓ ମା’ ସମଲେଶ୍ଵରୀ ସ୍ଵୟଂ ସହାୟିକା ଗୋଷ୍ଠୀର ମହିଳାମାନେ ଯୋଗଦେଇଥିବାବେ ବେଳେ ହାମ୍‌ସର ସମସ୍ତ କର୍ମକର୍ତା, ସିଆର୍‌ପି, ବିଜୟ ମିଲେଟ୍ କୃଷକ ଉତ୍ପାଦକ କର୍ମକର୍ତା ଏବଂ ସ୍ଥାନୀୟ ଅଂଚଳର ବହୁ ଜନସାଧାରଣ ଯୋଗଦେଇଥିଲେ । ଶେଷରେ ବ୍ଲକ୍ ସଂଯୋଜିକା ସୁନୀତା ଦାସଗୁପ୍ତା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ ର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ସମସ୍ତଙ୍କ ପାଇଁ ଗୋଟିଏ ବାର୍ତା ପ୍ରଦାନ କରାଯାଇଥିଲା । ‘ମିଲେଟ୍ ଖାଆନ୍ତୁ ସୁସୁ ରୁହନ୍ତୁ ,ପଇସା ଦେଇ ରୋଗ କିଣନ୍ତୁ ନାହିଁ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026
ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026
ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version