• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସଂସ୍କୃତ ପଣ୍ଡିତ ସ୍ବର୍ଗତ ମହେଶ୍ବର ଦାଶଙ୍କ ସ୍ମୃତିସଭା

Proprietor Abhimanyu Maharana by Proprietor Abhimanyu Maharana
April 20, 2025
in ଓଡ଼ିଶା, ପୁରୀ, ହୋମ୍
0
ସଂସ୍କୃତ ପଣ୍ଡିତ ସ୍ବର୍ଗତ ମହେଶ୍ବର ଦାଶଙ୍କ ସ୍ମୃତିସଭା
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) :- ପୁରୀଜିଲ୍ଲା ସାକ୍ଷୀଗୋପାଳ ସ୍ଥିତ ଶ୍ରୀରାମଚନ୍ଦ୍ରପୁର ଶାସନ ଗ୍ରାମର ପ୍ରଥମ ଖଣ୍ଡି ଗୋପୀନାଥ ମନ୍ଦିର ନିକଟସ୍ଥ ବିଶିଷ୍ଟ ପଣ୍ଡିତ ସ୍ବର୍ଗତ ମହେଶ୍ବର ଦାଶଙ୍କ ଦଶାହ ଦିନ ଏକ ସ୍ମୃତିସଭା ଅନୁଷ୍ଠିତ ହୋଇଯାଇଛି । ମୃତ୍ଯୁ ବେଳକୁ ତାଙ୍କୁ ୬୪ ବର୍ଷ ହୋଇଥିଲା। ତାଙ୍କ ପିତା ସ୍ବର୍ଗତ ପଣ୍ଡିତ ଚିନ୍ତାମଣି ଦାଶ ଓ ମାତା ସୋରୀ ଦେବୀଙ୍କ ପାଞ୍ଚ ପୁତ୍ର ମଧ୍ଯରୁ ଅନ୍ୟତମ ପୁତ୍ର ଥିଲେ ।ସଂସ୍କୃତ ବିଦ୍ବାନ, ମିଷ୍ଟଭାଷୀ, ଧର୍ମପରାୟଣ ଓ ମେଳାପି ବ୍ଯକ୍ତି ଭାବେ ପୁରୀଜିଲ୍ଲାରେ ପରିଚିତ ଥିଲେ । ଛାତ୍ରବତ୍ସଳ ସଂସ୍କୃତ ଶିକ୍ଷକ ଭାବେ ଅସ୍ତରଙ୍ଗ ପାଟଳଦା ହାଇସ୍କୁଲରେ ଶିକ୍ଷାଦାନ କରି ଅବସର ଗ୍ରହଣ କରିଥିଲେ ।

ଚାକିରି ଆରମ୍ଭରୁ ସେହି ବିଦ୍ୟାଳୟରେ ଶିକ୍ଷାଦାନ କରି ସେହି ଅଞ୍ଚଳରେ ଲୋକପ୍ରିୟ ପଣ୍ଡିତ ସାର ଭାବେ ଅଞ୍ଚଳରରେ ବେଶ ପରିଚିତ ଥିଲେ । ସରଳତା, ସ୍ନେହ, ଶ୍ରଦ୍ଧା, ପ୍ରେରଣା ଓ ଦିଗଦର୍ଶନ ଗମ୍ଭୀର ହୃଦୟ ଆମ୍ଭ ଜୀବନରେ ପାଥେୟ ହେଉ ବୋଲି ସ୍ମୃତିଚାରଣ ସଭାରେ ଅତିଥି ମାନେ ଆଲୋକପାତ କରିଥିଲେ । ସେ ବାର୍ଦ୍ଧକ୍ଯ ଜନିତ ଅସୁସ୍ଥତା ହେତୁ ଭୁବନେଶ୍ବର ଏକ ଘରୋଇ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ସମୟରେ ପରଲୋକ ଗମନ କରିଥିଲେ । ଯେଉଁ ମାଟିରେ ଜନ୍ମ ଗ୍ରହଣ କରିଥିଲେ ସେଇ ମାଟିର ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା । ତାଙ୍କର ଦୁଇପୁତ୍ର ସିଦ୍ଧାର୍ଥ ଓ ଶ୍ରୀପତି ମୁଖାଗ୍ନି ଦେଇଥିଲେ ।

ସ୍ମୃତି ସଭାରେ ତାଙ୍କ ସହକର୍ମୀ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପିତ୍ତବାସ ନାୟକ, ଶିକ୍ଷକ ପ୍ରମୋଦ କୁମାର କର, ଅମ୍ବିକା କର,ଅଜିତ ସାର ଯୋଗଦେଇ ସ୍ବର୍ଗତ ପଣ୍ଡିତ ସାରଙ୍କ ଆଦର୍ଶ, ସଚ୍ଚୋଟତା, ତ୍ଯାଗ, ନିଷ୍ଠା,ଶ୍ରଦ୍ଧା, ସମୟାନୁବର୍ତ୍ତିତା ଆମ ପାଇଁ ଚିରଦିନ ଉଦାହରଣ ହୋଇ ରହିବ ବୋଲି ମତବ୍ୟକ୍ତ କରି ସ୍ମୃତିଚାରଣ କରିଥିଲେ । ପ୍ରାରମ୍ଭରେ ଶ୍ରୀଜଗନ୍ନାଥ କର୍ମକାଣ୍ଡ ମହାବିଦ୍ୟାଳୟର ଛାତ୍ରଙ୍କ ଦ୍ବାରା ବେଦପାଠ କରାଯାଇଥିଲା ।

ଗ୍ରାମର ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ, ସାମାଜସେବୀ, ଅସ୍ତରଙ୍ଗ ବିଦ୍ୟାଳୟର ଶିକ୍ଷକ, ସାଙ୍ଗସାଥୀଙ୍କ ସମେତ ଦାଶ ପରିବାରର ବନ୍ଧୁ ପରିବାରବର୍ଗ, ଅତ୍ମିୟସ୍ବଜନ, ଶତାଧିକ ବ୍ଯକ୍ତି ଓ ଗ୍ରାମର ଲିଙ୍କରାଜ ଯୁବକ ସଂଘ, ଗୋପୀନାଥ ଯୁବକ ସଂଘ, ଆଚାର୍ଯ୍ଯ ହରିହର ଯୁବକ ସଂଘର ସମସ୍ତ ସଦସ୍ଯ ମାନେ ଯୋଗଦେଇ ତାଙ୍କ ଫଟୋଚିତ୍ରରେ ପୁଷ୍ପ ଅର୍ପଣ କରି ପ୍ରଣିପାତ କରି ଅମର ଆତ୍ମାର ସଦଗତି କାମନା କରି ଶ୍ରୀଜଗନ୍ନାଥଙ୍କ ଚରଣରେ ପ୍ରାର୍ଥନା କରିଥିଲେ । ଶ୍ରୀବତ୍ସ ଦାଶ, ସଂବୀତ କେଶରୀ ଦାଶ, ସାନ୍ଦିପନୀ ଦାଶ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

May 9, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

May 9, 2026
ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

May 9, 2026
ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

May 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

May 9, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

May 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version