• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଡେଲାଙ୍ଗ ନାବାଳକ ହତ୍ଯାକାଣ୍ଡ ଘଟଣାରେ ଅଭିଯୁକ୍ତ ପାଇଁ ଓକିଲ ନଦେବାକୁ ଛାତ୍ର କଂଗ୍ରେସର ନିବେଦନ

Proprietor Abhimanyu Maharana by Proprietor Abhimanyu Maharana
April 24, 2025
in ଓଡ଼ିଶା, ପୁରୀ, ହୋମ୍
0
ଡେଲାଙ୍ଗ ନାବାଳକ ହତ୍ଯାକାଣ୍ଡ ଘଟଣାରେ ଅଭିଯୁକ୍ତ ପାଇଁ ଓକିଲ ନଦେବାକୁ ଛାତ୍ର କଂଗ୍ରେସର ନିବେଦନ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) :- ପୁରୀ ଜ଼ିଲ୍ଲା ଛାତ୍ର କଂଗ୍ରେସ ତରଫରୁ ରାଜ୍ୟ ର ପ୍ରତ୍ୟକ ଓକିଲ ସଂଘ ର ଦୃଷ୍ଟି ଆକର୍ଷଣ କରିବାକୁ ଏକ ଦାବିପତ୍ର ପୁରୀ ଜିଲ୍ଲା ଓକିଲ ସଂଘର ସଭାପତି ପ୍ରେମାନନ୍ଦ ମହାନ୍ତିଙ୍କୁ ପ୍ରଦାନ କରିଛନ୍ତି । ଏହା ସହ ରାଜ୍ୟ ଓକିଲ ସଂଘକୁ ଏହି ଦାବିପତ୍ର ଦେବା ପାଇଁ ଅନୁରୋଧ କରିଛନ୍ତି । ଏଠାରେ ଉଲ୍ଲେଖଯୋଗ୍ଯ ଯେ ପୁରୀ ଜ଼ିଲ୍ଲା ପିପିଲି ବିଧାନସଭା ମଣ୍ଡଳୀ ଅନ୍ତର୍ଗତ ଡେଲାଙ୍ଗ ବ୍ଲକର ରତନପୁର ନାବାଳକ ଆଶୀର୍ବାଦ ସାହୁ (୧୧) ଙ୍କ ସହ ତାର ପଡୋଶୀ ଦାଦା ପ୍ରଭାକର ସାହୁ ଓରଫ ବାପି ଅନୈତିକ ସମ୍ପର୍କ ରଖି ତାଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତ ସପକ୍ଷରେ ଓକିଲ ନଦେବା ପାଇଁ ଦଳ ନିବେଦନ କରିଛି ।

ଏହି ଦାବିପତ୍ର ଦେବା ସମୟରେ ପୂର୍ବତନ ଛାତ୍ର ନେତା ସାହିଲ ମହାନ୍ତି, ଜଗଦୀଶ ରାଉତ, ହେମନ୍ତ ପ୍ରଧାନ ସୁମିତ ପାଲ, ସମ୍ବିତ ପ୍ରଧାନ, ଅସ୍ମିତ ବରାଳ, ଟୁନାଲ ସାମଲ, ସନ୍ତୋଷ ଵସନ୍ତରା, ଲକି ପ୍ରଧାନ, ଟୁବୁଲା ପାତ୍ର, ବିଷ୍ଣୁ ପ୍ରସାଦ ମହାନ୍ତି, ଆଦର୍ଶ ବରାଳ, ବିଶ୍ୱଜିତ ସ୍ୱାଇଁ ଙ୍କ ସହ ଶତାଧିକ ପୁରୀ ଜ଼ିଲ୍ଲା ଛାତ୍ର କଂଗ୍ରେସ କର୍ମୀ ପୁରୀ ଓକିଲ ସଂଘ ଯାଇ ଅନୁରୋଧ ପତ୍ର ଦେବା ସହ ଆଶା ଓ ବିଶ୍ୱାସ ରଖିଛନ୍ତି କି ଆମ୍ଭର ଅନୁରୋଧ କୁ ରକ୍ଷା କରି ଓଡିଶା ର ଓକିଲ ମାନେ ଏକ ଐତିହାସିକ ନିଷ୍ପତି ନେବେ ଏବଂ ଏଭଳି ଅପରାଧ ଭିଆଉଥିବା ଅପରାଧୀ ଙ୍କ ମଧ୍ୟରେ ଏହା ଏକ ବଡ ଦଣ୍ଡ ହେବ ବୋଲି ଆଶାବ୍ୟକ୍ତ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

May 8, 2026
Advento Communications Honored for Excellence in  PR Services

Advento Communications Honored for Excellence in PR Services

May 8, 2026
ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

Eastern India Regional Students’ Conference–2026 to be Held at Bhubaneswar

May 8, 2026
ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

May 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

May 8, 2026
Advento Communications Honored for Excellence in  PR Services

Advento Communications Honored for Excellence in PR Services

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version