• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁରୀଜିଲ୍ଲା ଅଦାଲତ ସ୍ଥାନାନ୍ତର ପ୍ରସଙ୍ଗକୁ ନେଇ ମୁଖ୍ଯମନ୍ତ୍ରୀଙ୍କ ସହ ଓକିଲ ସଂଘର ଆଲୋଚନା

Proprietor Abhimanyu Maharana by Proprietor Abhimanyu Maharana
April 26, 2025
in ଓଡ଼ିଶା, ପୁରୀ, ହୋମ୍
0
ପୁରୀଜିଲ୍ଲା ଅଦାଲତ ସ୍ଥାନାନ୍ତର ପ୍ରସଙ୍ଗକୁ ନେଇ ମୁଖ୍ଯମନ୍ତ୍ରୀଙ୍କ ସହ ଓକିଲ ସଂଘର ଆଲୋଚନା
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) :- ପୁରୀଜିଲ୍ଲା ଅଦାଲତ କୋଠା ତାଳବଣିଆ ବାଲୁଖଣ୍ଡ ଜଙ୍ଗଲକୁ ଉଠିଯିବା ପ୍ରସଙ୍ଗକୁ ନେଇ ପୁରୀଜିଲ୍ଲା ଓକିଲ ସଂଘର ନୂତନ କର୍ମକର୍ତ୍ତା ମାନେ ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାଳବଣିଆ ସଭାସ୍ଥଳରେ ସାକ୍ଷାତ କରି ଆଲୋଚନା କରିଛନ୍ତି । ୧୬୦ ବର୍ଷ ତଳର ଏହି କୋଠାକୁ କାହିଁକି ସ୍ଥାନାନ୍ତର କରାଯିବ, କିଏ ଏହି ଯୋଜନା କରିଥିଲା, କି ଉଦ୍ଦେଶ୍ଯ ନେଇ କରାଯାଇଥିଲା ସେ ସଂପର୍କରେ ମୁଖ୍ଯମନ୍ତ୍ରୀ ପଚାରି ବୁଝିଥିଲେ । ସଂଘ ଏ ସଂପର୍କରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି ।

ଏ ସଂପର୍କରେ ସଂଘର ସଭାପତି ପ୍ରେମାନନ୍ଦ ମହାନ୍ତି ଓ ସମ୍ପାଦକ ଶରତ କୁମାର ରାୟଗୁରୁ କହିଲେ ସେହି ଅଞ୍ଚଳରେ କୋର୍ଟ ସ୍ଥାପିତ ହେଲେ ଓକିଲ ଓ ମହକିଲ ଅଧିକ ଖର୍ଚ୍ଚାନ୍ତ ହେବେ । ସେହି ଅଞ୍ଚଳ ମଧୁରଜଳ ଓ ଜଙ୍ଗଲ ଜମି ବିବାଦରେ ରହିଛି । ଏ ସଂପର୍କରେ ପୁରୀ ଲୋକସଭା ସାଂସଦ ସମ୍ବିତ ପାତ୍ର କହିଲେ ଏହି ଐତିହ୍ଯ ନ୍ଯାୟପାଳିକାକୁ ସ୍ଥାନାନ୍ତର କଲେ ଆଇନଜୀବୀଙ୍କ ସହ ପୁରୀବାସୀଙ୍କ ଅସନ୍ତୋଷ ବୃଦ୍ଧି ପାଇବ ।

ପୁରୀ ବିଧାୟକ ସୁନିଲ ମହାନ୍ତି ଆଇନଜୀବୀ ମାନଙ୍କ ଦାବିକୁ ସମର୍ଥନ କରି ସ୍ଥାନାନ୍ତର କରିବା ଠିକ ନୁହେଁ ବୋଲି କହିଥିଲେ । ଉପମୁଖ୍ଯମନ୍ତ୍ରୀ ପ୍ରଭାତି ପରିଡା କହିଲେ ଏହା ଏକ ସମ୍ବେଦନଶୀଳ ପ୍ରସଙ୍ଗ । ଏସଂପର୍କରେ ନୂଆ ସରକାର ନୂଆ ପଦକ୍ଷେପ ନେବେ । ଏହି ଆଲୋଚନାରେ ସହ ସଂପାଦକ ସମୀର ଘୋଷ, ଅନିଲ କୁମାର ସାହୁ,ସଭ୍ୟ ଜ୍ୟୋତି ପ୍ରକାଶ ମହାନ୍ତି,କର୍ଣ୍ଣଵୀର ମହାପାତ୍ର ମଧ୍ୟ ଉପସ୍ଥିତ ରହିଥିଲେ । ବରିଷ୍ଠ ଓକିଲ ସୋମନାଥ ଦାସ, ବିଶ୍ବଜିତ ସେନାପତି ଓ ଦିଗଦର୍ଶନ ପଟ୍ଟନାୟକ ମଧ୍ୟ ଉପସ୍ଥିତ ରହି ଓକିଲ ମାନଙ୍କର ଦାବିକୁ ସମର୍ଥନ କରିବା ସହ ପୁରୀବାସୀଙ୍କ ଅସୁବିଧା କଥା ମୂଖ୍ୟମନ୍ତ୍ରୀଙ୍କୁ ବୁଝାଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମାଲକାନଗିରିରେ ୮୦ ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ମାଲକାନଗିରିରେ ୮୦ ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

August 5, 2026
ସରିଗଲାଣି ରଥଯାତ୍ରା – ବଡଦାଣ୍ଡ ରୁ ଉଠିନି ବାଲିବସ୍ତା

ସରିଗଲାଣି ରଥଯାତ୍ରା – ବଡଦାଣ୍ଡ ରୁ ଉଠିନି ବାଲିବସ୍ତା

August 5, 2026
ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ପରିସରରେ ବୃକ୍ଷ ପୂଜନ ଓ ବୃକ୍ଷ ରୋପଣ

ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ପରିସରରେ ବୃକ୍ଷ ପୂଜନ ଓ ବୃକ୍ଷ ରୋପଣ

August 5, 2026
ରଥଯାତ୍ରା ଆଣ୍ଟି ସ୍ନାଚିଂ ଅଭିଯାନ ୧୭୫ ସ୍ନାଚର ଗିରଫ, ୩୦୪ ମୋବାଇଲ ଉଦ୍ଧାର

ରଥଯାତ୍ରା ଆଣ୍ଟି ସ୍ନାଚିଂ ଅଭିଯାନ ୧୭୫ ସ୍ନାଚର ଗିରଫ, ୩୦୪ ମୋବାଇଲ ଉଦ୍ଧାର

August 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମାଲକାନଗିରିରେ ୮୦ ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ମାଲକାନଗିରିରେ ୮୦ ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

August 5, 2026
ସରିଗଲାଣି ରଥଯାତ୍ରା – ବଡଦାଣ୍ଡ ରୁ ଉଠିନି ବାଲିବସ୍ତା

ସରିଗଲାଣି ରଥଯାତ୍ରା – ବଡଦାଣ୍ଡ ରୁ ଉଠିନି ବାଲିବସ୍ତା

August 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version