• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଧାନସଭା ପରିସରରେ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
April 26, 2025
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ବିଧାନସଭା ପରିସରରେ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀ ପାଳିତ
Share on FacebookShare on TwitterWhatsapp

ବିଧାନସଭା ପରିସରରେ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) ବିଧାନସଭା :- ନବଉତ୍କଳର ନିର୍ମାତା, ବିଚ୍ଛିନ୍ନ ଉତ୍କଳର ଏକତି୍ରକରଣର କର୍ଣ୍ଣଧାର, ସାହିତ୍ୟାନୁରାଗୀ, ସୁଶାସକ ତଥା ପ୍ରଜାବତ୍ସଳ, ଦାନବୀର ରୂପେ ସର୍ବଜନବିଦିତ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ଉତ୍କଳମାତାର ସେବାରେ ନିଜକୁ ନିୟୋଜିତ କରିଥିଲେ । ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ କରିବାରେ ତାଙ୍କର ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ । ୧୮୯୨ ମସିହା ଅପ୍ରେଲ ୨୬ ତାରିଖରେ ଗଞ୍ଜାମ ଜିଲ୍ଲାର ପାରଳାଖେମୁଣ୍ଡିର ରାଜପରିବାରରେ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ପିତା ଗୌରଚନ୍ଦ୍ର ଗଜପତି ନାରାୟଣ ଦେବ ଓ ମାତା ରାଧାମଣି ଦେବୀଙ୍କର କୋଳମଣ୍ଡନ କରିଥିଲେ ।

୧୯୨୪ ମସିହା ମଇ ମାସ ୨୫ ତାରିଖରେ ୮୨ ବର୍ଷ ବୟସରେ ପାରଳାଖେମୁଣ୍ଡି ସହରରେ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ କର୍ମମୟ ଜୀବନର ଅବସାନ ଘଟିଥିଲା । ଓଡ଼ିଆ ଭାଷାଭାଷୀ ଅଞ୍ଚଳକୁ ନେଇ ଏକ ସ୍ୱତନ୍ତ୍ର ରାଜ୍ୟ ଗଠନ କରିବାରେ ତାଙ୍କର ଅଦମ୍ୟ ପ୍ରଚେଷ୍ଟା ଥିଲା ଅତୁଳନୀୟ । ଜଣେ ବିଚକ୍ଷଣ ରାଜନୀତିଜ୍ଞ, ଦେଶଭକ୍ତ, ଶିକ୍ଷାନୁରାଗୀ ତଥା ସୁଶାସକ ଭାବେ ତାଙ୍କର ନାମ ଚିରଦିନ ପାଇଁ ଓଡ଼ିଶା ଇତିହାସରେ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇରହିବ ।

ଆଜି ବିଧାନସଭା ପରିସରରେ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ଯୋଗଦେଇ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟ ସଚେତକ ଶ୍ରୀ ଗୋବିନ୍ଦ ଚନ୍ଦ୍ର ଦାସ, କଂଗ୍ରେସ ବିଧାୟକ ଦଳ ନେତା ଶ୍ରୀ ରାମଚନ୍ଦ୍ର କାଡ଼ାମ, ଉତ୍କଳ ସମ୍ମିଳନୀର ସଦସ୍ୟବୃନ୍ଦ, ଗଜପତି ବିକାଶ ପରିଷଦର ବରିଷ୍ଠ କର୍ମକର୍ତ୍ତା, ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ ପ୍ରମୁଖ ଉପସ୍ଥିତ ରହି କୃଷ୍ଣଚନ୍ଦ୍ର ଗଜପତିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଦେଶାତ୍ମବୋଧକ ସଂଗୀତ ପରିବେଷିତ ହୋଇଥିଲା । ସୁଶ୍ରୀ ରୋଜାଲିନ୍‌ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

June 27, 2026
ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

June 27, 2026
ବିଜେପି ସିଂହଦ୍ଵାର ପକ୍ଷରୁ ନିଃଶୁଳ୍କ ସ୍ବାସ୍ଥ୍ୟ ଶିବିର

ବିଜେପି ସିଂହଦ୍ଵାର ପକ୍ଷରୁ ନିଃଶୁଳ୍କ ସ୍ବାସ୍ଥ୍ୟ ଶିବିର

June 27, 2026
ରଥଯାତ୍ରା ପାଇଁ ପ୍ରଥମ ମକ ଡ୍ରିଲ ଅନୁଷ୍ଠିତ

ରଥଯାତ୍ରା ପାଇଁ ପ୍ରଥମ ମକ ଡ୍ରିଲ ଅନୁଷ୍ଠିତ

June 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

June 27, 2026
ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

June 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version