• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅଗ୍ନିକାଣ୍ଡରେ ବିନ୍ଧାଣିଆ ଗ୍ରାମରେ ୧୫ବଖରା ଚାଳଘର ଜଳିପୋଡି ଭୟାଭୟ ପରିସ୍ଥିତି ସୃଷ୍ଟି ହୋଇଛି

Proprietor Abhimanyu Maharana by Proprietor Abhimanyu Maharana
April 27, 2025
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଅଗ୍ନିକାଣ୍ଡରେ ବିନ୍ଧାଣିଆ ଗ୍ରାମରେ ୧୫ବଖରା ଚାଳଘର ଜଳିପୋଡି ଭୟାଭୟ ପରିସ୍ଥିତି ସୃଷ୍ଟି ହୋଇଛି
Share on FacebookShare on TwitterWhatsapp

ଚାନ୍ଦପୁର  (ଓଡ଼ିଶା ତାଜା ନ୍ୟୁଜ୍) :- ପ୍ରବଳ ଖରାରେ   ଲୋକେ ଏବେ ତ୍ରାହି  ତ୍ରାହି ଡାକୁଛନ୍ତି।ଠିକ ଏହି ସମୟରେ ବିନ୍ଧାଣିଆ ଗ୍ରାମବାସୀଙ୍କୁ   ଘାରିଛି  ଅଗ୍ନିକାଣ୍ଡ  ର ଭୟ । ବିନ୍ଧାଣିଆ ଗ୍ରାମରେ ପୁଣି ନିଆଁ ଲାଗି ଜଳି ପୋଡି ଛାର ଖାର ହୋଇ ଯାଇଛି ୧୫ ବଖରା ଚାଳ ଘର  ଆଜି ସକାଳୁ ନିଆଁ ଲାଗି ଜଳି ଯାଇଛି । ଏହି ଚାଳ ଘର ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ବିନ୍ଧାଣିଆ ଗ୍ରାମରେ ।ଆଜି ସକାଳୁ   ଚାଳ ଘରେ ଲାଗିଥିଲା ନିଆଁ । ପ୍ରବଳ ପଵନ ଯୋଗୁଁ ନିଆଁ ବ୍ୟାପିବାରେ ଲାଗିଥିଲା।ଫଳରେ ସୁଧାକର ବେହେର, ବୃନ୍ଦାବନ ବେହେରା, ଗୋପୀନାଥ ବେହେରା ,କାର୍ତିକ ବେହେରା ,ଓ ରବିନ୍ଦ୍ର ବେହେରା ଙ୍କ ଘରକୁ ବ୍ୟାପିଥିଲା ନିଆଁ।

ନିଆଁ ର ଆଁ ରେ   ଜଳି ପୋଡି ପାଉଁଶ ହୋଇ ଯାଇଛି ଧାନ ଚାଉଳ।,ସିନ୍ଦୁକ, ଟଙ୍କା ପଇସା ସହ ବହୂ ମୂଲ୍ୟବାନ ସାମଗ୍ରୀ ନିଆଁ ଛଡ଼ାଇବାକୁ ଯାଇ କେତେକ ଲୋକ ଆହତ ହୋଇଛନ୍ତି । ଏପଟେ ଖବର ପାଇ ଟାଙ୍ଗୀ ଅଗ୍ନିଶମ ବାହିନୀ ନିଆଁ କୁ ଆୟତ କରିଛି । ଖବର ପାଇ ଟାଙ୍ଗୀ ପୋଲିସ ସହ ଟାଙ୍ଗୀ ତହସିଲ କର୍ମଚାରୀ ଅଗ୍ନିକାଣ୍ଡ ର ତଦନ୍ତ କରିଛନ୍ତି । ଟାଙ୍ଗୀ ଗ୍ରାମ ପଂଚାୟତ ସରପଞ୍ଚ କିଶୋର  କୁମାର ବେହେରା ଅଗ୍ନିକାଣ୍ଡ ଦୁର୍ଗତ ମାନଙ୍କୁ  ଚାଉଳ ସହ ନଗଦ ଟଙ୍କା ସହାୟତା ଯୋଗାଇ ଦେଇଛନ୍ତି । ଏପରି  ସ୍ଥଳେ ଅଗ୍ନିକାଣ୍ଡ ଦୁର୍ଗତ ମାନଙ୍କୁ ସରକାରୀ ସହାୟତା ସହ ଆବାସ ଯୋଜନା ରେ ଘର ଯୋଗାଇ ଦେବାକୁ ଦାବି ହେଉଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତାଲୁକ୍ ଆଇନ୍ ସେବା କମିଟି, ରଣପୁର ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

ତାଲୁକ୍ ଆଇନ୍ ସେବା କମିଟି, ରଣପୁର ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

October 10, 2026
କଟକ ଜିଲ୍ଲା ଅବକାରୀ ବିଭାଗର ଅତର୍କିତ ଚଢ଼ାଉ, ବିପୁଳ ଚୋରା ନିଶାଦ୍ରବ୍ୟ ଜବତ

କଟକ ଜିଲ୍ଲା ଅବକାରୀ ବିଭାଗର ଅତର୍କିତ ଚଢ଼ାଉ, ବିପୁଳ ଚୋରା ନିଶାଦ୍ରବ୍ୟ ଜବତ

October 10, 2026
ଦଶମ ଶ୍ରେଣୀର କୃତୀ ଛାତ୍ର ଅର୍ଣ୍ଣବ ସାହୁଙ୍କ ଏକାଦଶାହରେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

ଦଶମ ଶ୍ରେଣୀର କୃତୀ ଛାତ୍ର ଅର୍ଣ୍ଣବ ସାହୁଙ୍କ ଏକାଦଶାହରେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

October 10, 2026
କୁଇବାହାଲ ରେ ନୁଆଁଖାଇ ଭେଟ

କୁଇବାହାଲ ରେ ନୁଆଁଖାଇ ଭେଟ

October 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତାଲୁକ୍ ଆଇନ୍ ସେବା କମିଟି, ରଣପୁର ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

ତାଲୁକ୍ ଆଇନ୍ ସେବା କମିଟି, ରଣପୁର ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

October 10, 2026
କଟକ ଜିଲ୍ଲା ଅବକାରୀ ବିଭାଗର ଅତର୍କିତ ଚଢ଼ାଉ, ବିପୁଳ ଚୋରା ନିଶାଦ୍ରବ୍ୟ ଜବତ

କଟକ ଜିଲ୍ଲା ଅବକାରୀ ବିଭାଗର ଅତର୍କିତ ଚଢ଼ାଉ, ବିପୁଳ ଚୋରା ନିଶାଦ୍ରବ୍ୟ ଜବତ

October 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version