• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଭର୍ଚୁଆଲ୍‌ ମିଟିଙ୍ଗ ମାଧ୍ୟମରେ ବିଜୁ ଯୁବ ଛାତ୍ର ଜନତା ଦଳର ଚତୁର୍ଥ ପର୍ଯ୍ୟାୟ ସାଙ୍ଗଠନିକ ସମୀକ୍ଷା

Proprietor Abhimanyu Maharana by Proprietor Abhimanyu Maharana
August 31, 2020
in Uncategorized
0
ଭର୍ଚୁଆଲ୍‌ ମିଟିଙ୍ଗ ମାଧ୍ୟମରେ ବିଜୁ ଯୁବ ଛାତ୍ର ଜନତା ଦଳର ଚତୁର୍ଥ ପର୍ଯ୍ୟାୟ ସାଙ୍ଗଠନିକ ସମୀକ୍ଷା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୩୧ ଅଗଷ୍ଟ ସୋମବାର) ଭୁବନେଶ୍ୱର :– ବିଜୁ ଯୁବଛାତ୍ର ଜନତା ଦଳ ପକ୍ଷରୁ ଚତୁର୍ଥ ପର୍ଯ୍ୟାୟ ସମୀକ୍ଷା ସମ୍ପର୍କୀୟ ଭର୍ଚୁଆଲ୍‌ ମିଟିଙ୍ଗ୍ ଅନୁଷ୍ଠିତ ହୋଇଯାଇଅଛି । ଆଜି ଓଡିଶାର କେନ୍ଦ୍ରାପଡା, ନୟାଗଡ, ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାର ସାଂଗଠନିକ କାର୍ଯ୍ୟକୁ ସମୀକ୍ଷା କରାଯାଇଛି ।ଏହି ଭର୍ଚୁଆଲ୍‌ ବୈଠକରେ ଜିଲ୍ଲାସ୍ତରରୁ ଆରମ୍ଭ କରି ପଞ୍ଚାୟତସ୍ତର ପର୍ଯ୍ୟନ୍ତ ବହୁ ସଂଖ୍ୟାରେ ଯୁବ ଓ ଛାତ୍ରନେତା ମାନେ ଯୋଗଦେଇ ସଙ୍ଗଠନ ସମ୍ପର୍କରେ ନିଜରମତରଖିଥିଲେ । ସମୀକ୍ଷା ବୈଠକ ପ୍ରାରମ୍ଭରେ ପୂର୍ବତନ ରାଷ୍ଟ୍ରପତି ତଥା ବିଶିଷ୍ଟ ରାଷ୍ଟ୍ରନୀତିଜ୍ଞ ଭାରତରତ୍ନ ଡଃ. ପ୍ରଣବ ମୁଖାର୍ଜୀଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ୧ମିନିଟ୍ ନିରବ ପ୍ରାର୍ଥନା କରାଯାଇଥିଲା । ଏହି ସାଙ୍ଗଠନିକ ସମୀକ୍ଷା ଭର୍ଚୁଆଲ୍‌ ମିଟିଙ୍ଗ୍‌ରେମୁଖ୍ୟ ଅତିଥି ରୂପେ ବିଜୁଜନତା ଦଳର ସଙ୍ଗଠନ ସମ୍ପାଦକ ତଥା ମାନ୍ୟବର ବିଧାୟକ ଯାଜପୁର ଶ୍ରୀ ପ୍ରଣବ ପ୍ରକାଶ ଦାସ ଯୋଗ ଦେଇ ଜେଇ ଓ ନିଟ୍ ଆଶାୟୀ ପରିକ୍ଷାର୍ଥି ମାନଙ୍କ ପାଇଁ ୭ଟା ପରିକ୍ଷା କେନ୍ଦ୍ରରେ ରାଜ୍ୟସରକାରଙ୍କ ଦ୍ୱାରା ଯେଉଁ ସବୁ ସୁବ୍ୟବସ୍ଥାର ଆୟୋଜନ କରାଯାଇଛି , ସେଥିପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବିନ ପଟ୍ଟନାୟକଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ ।

ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ଓଡିଶାର ସାଢେ ଚାରିକୋଟି ଜନସାଧାରଣ ଆମ ପରିବାର, ତେଣୁ ଯୁବଛାତ୍ର ଓଡିଶାର ପ୍ରତ୍ୟେକ ବ୍ୟକ୍ତି ବିଶେଷଙ୍କୁ ପ୍ରତ୍ୟେକଟି ବିପଦ ସମୟରେସାହାର୍ଯ୍ୟରହାତବଢାନ୍ତୁ ।ତ୍ୟାଗକୁ ମନ୍ତ୍ର ରୂପରେ ଗ୍ରହଣ କରି ଓଡିଶାର ସମ୍ପ୍ରତ୍ତି ବନ୍ୟାରେ ପ୍ରତ୍ୟେକ ଯୁବ ଛାତ୍ର ମାନେ ବନ୍ୟା ଅଞ୍ଚଳରେ ବନ୍ୟା ପିଡିତଙ୍କ ସହଯୋଗ ପାଇଁ ଆଗେଇ ଆସିବାକୁ ପରାମର୍ଶ ଦେଇଥିଲେ । ଓଡିଶାର ମା’ ମାନେ ପ୍ରତ୍ୟେକ କାର୍ଯ୍ୟକ୍ରମରେ ଆଗକୁ ଆସନ୍ତୁ, ପ୍ରତ୍ୟେକ କ୍ଷେତ୍ରରେ ଆହୁରି ଉନ୍ନତି କରନ୍ତୁ ଏବଂ ମା’ ମାନଙ୍କର ପ୍ରଗତି ସମୃଦ୍ଧି ସଶକ୍ତିକରଣ କ୍ଷେତ୍ରରେ ଯୁବଛାତ୍ର ମାନଙ୍କର ସହଯୋଗ ନିତ୍ୟାନ୍ତ ଆବଶ୍ୟକ ବୋଲି ପରିପ୍ରକାଶ କରିଥିଲେ । ବିଜୁଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ (ଯୁବବ୍ୟାପାର) ତଥା ମାନ୍ୟବରବିଧାୟକ ଧର୍ମଶାଳାଶ୍ରୀ ପ୍ରଣବ କୁମାର ବଳବନ୍ତରାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ସାଧାରଣ ସମ୍ପାଦକ (ଛାତ୍ରବ୍ୟାପାର) ତଥା ମାନ୍ୟବରବିଧାୟକ ଚାନ୍ଦବାଲି ଶ୍ରୀଯୁକ୍ତ ବ୍ୟୋମକେଶ ରାୟ, ବିଜୁଜନତା ଦଳର ରାଜ୍ୟ ସମ୍ପାଦକ (ଯୁବବ୍ୟାପାର) ତଥା ବିଜୁ ଯୁବଜନତା ଦଳର ରାଜ୍ୟ ସଭାପତି ଶ୍ରୀଯୁକ୍ତ ଅମରେଶ ପତ୍ରୀ ଏବଂ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ଶ୍ରୀ ରାଣା ପ୍ରତାପ ପାତ୍ର ପ୍ରମୂଖ ପରିଚାଳନା କରିଥିଲେ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଘୁ ଦିବାକର ଉଚ୍ଚ ବିଦ୍ୟାଳୟବିକାଶ ପାଇଁ ସମୀକ୍ଷା କଲେ, ବ୍ଲକ ଅଧ୍ୟକ୍ଷା

ରଘୁ ଦିବାକର ଉଚ୍ଚ ବିଦ୍ୟାଳୟବିକାଶ ପାଇଁ ସମୀକ୍ଷା କଲେ, ବ୍ଲକ ଅଧ୍ୟକ୍ଷା

September 5, 2026
ବେଣ୍ଟ ଠାରୁ ମିଳିଥିବା ନର କଂକାଳର ଦୁଇ ଜଣ ହତ୍ୟାକାରୀଙ୍କୁ ପୁଲିସ ଗିରଫ କରିଛି ଓ ତାହା ଦିବ୍ୟପ୍ରକାଶ ଙ୍କର ବୋଲି ପୁଲିସ ଦୃଢତାର ସହ କହୁଛି

ବେଣ୍ଟ ଠାରୁ ମିଳିଥିବା ନର କଂକାଳର ଦୁଇ ଜଣ ହତ୍ୟାକାରୀଙ୍କୁ ପୁଲିସ ଗିରଫ କରିଛି ଓ ତାହା ଦିବ୍ୟପ୍ରକାଶ ଙ୍କର ବୋଲି ପୁଲିସ ଦୃଢତାର ସହ କହୁଛି

September 4, 2026
ରଣପୁର ଥାନା : ଯୁବକଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର – ଅଭିଯୋଗ ଆଣିଲେ ପରିବାର ଲୋକ

ରଣପୁର ଥାନା : ଯୁବକଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର – ଅଭିଯୋଗ ଆଣିଲେ ପରିବାର ଲୋକ

September 4, 2026
ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ୧୮ତମ ବଳିଦାନ ଦିବସ ପାଇଁ ଜାଲେଶପଟ୍ଟାରେ ପହଞ୍ଚିଲେ ବହୁ ସାଧୁସନ୍ଥ : ସମଗ୍ର ଜିଲ୍ଲା

ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ୧୮ତମ ବଳିଦାନ ଦିବସ ପାଇଁ ଜାଲେଶପଟ୍ଟାରେ ପହଞ୍ଚିଲେ ବହୁ ସାଧୁସନ୍ଥ : ସମଗ୍ର ଜିଲ୍ଲା

September 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଘୁ ଦିବାକର ଉଚ୍ଚ ବିଦ୍ୟାଳୟବିକାଶ ପାଇଁ ସମୀକ୍ଷା କଲେ, ବ୍ଲକ ଅଧ୍ୟକ୍ଷା

ରଘୁ ଦିବାକର ଉଚ୍ଚ ବିଦ୍ୟାଳୟବିକାଶ ପାଇଁ ସମୀକ୍ଷା କଲେ, ବ୍ଲକ ଅଧ୍ୟକ୍ଷା

September 5, 2026
ବେଣ୍ଟ ଠାରୁ ମିଳିଥିବା ନର କଂକାଳର ଦୁଇ ଜଣ ହତ୍ୟାକାରୀଙ୍କୁ ପୁଲିସ ଗିରଫ କରିଛି ଓ ତାହା ଦିବ୍ୟପ୍ରକାଶ ଙ୍କର ବୋଲି ପୁଲିସ ଦୃଢତାର ସହ କହୁଛି

ବେଣ୍ଟ ଠାରୁ ମିଳିଥିବା ନର କଂକାଳର ଦୁଇ ଜଣ ହତ୍ୟାକାରୀଙ୍କୁ ପୁଲିସ ଗିରଫ କରିଛି ଓ ତାହା ଦିବ୍ୟପ୍ରକାଶ ଙ୍କର ବୋଲି ପୁଲିସ ଦୃଢତାର ସହ କହୁଛି

September 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version