• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦଶପଲ୍ଲାରେମାନବିକ ଅଧିକାର ସଚେତନତା କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
May 3, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଦଶପଲ୍ଲାରେମାନବିକ ଅଧିକାର ସଚେତନତା କାର୍ଯ୍ୟକ୍ରମ
Share on FacebookShare on TwitterWhatsapp

ଦଶପଲ୍ଲା (ଓଡ଼ିଶା ତାଜା ନ୍ୟୁଜ୍)  :- ଦଶପଲ୍ଲା ଓକିଲ ସଂଘ ଆୟୋଜନ କ୍ରମେ ଦଶପଲ୍ଲାସ୍ଥ ଗୋବିନ୍ଦ ଭବନ ଠାରେ ଅନୁସୂଚିତ ଜାତି , ଜନଜାତି ଓ ମହିଳା ମାନଙ୍କର ମାନବିକ ଅଧିକାର ଉପରେ ଏକ ସଚେତନତା କାର୍ଯକ୍ରମ ଅନୁଷ୍ଠିତ ହୋଯାଇଅଛି।ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପ୍ରାକ୍ତନ ମୁଖ୍ୟ ବିଚାରପତି ହାଇକୋର୍ଟ ତଥା ଅଧୁନା ଜାତୀୟ ମାନବିକ ଅଧିକାର ଆୟୋଗର ମାନ୍ୟବର ସଦସ୍ୟ ଜଷ୍ଟିସ ଡ. ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀ ଓ ମୁଖ୍ୟବକ୍ତା ଭାବରେ ପ୍ରାକ୍ତନ ସି.ବି.ଆଇ. ଜଜ୍ ଶ୍ରୀଯୁକ୍ତ ଶରତ ଚନ୍ଦ୍ର ମିଶ୍ର ଯୋଗଦେଇଥିଲେ।

ସଭାର ପ୍ରାରମ୍ଭରେ ଅତିଥି ମାନଙ୍କ ଦ୍ଵାରା ବାବା ସାହେବ୍ ଡ. ଆମ୍ବେଦକରଙ୍କ ଫଟୋଚିତ୍ରରେରେ ମାଲ୍ୟାର୍ପଣ ଏବଂ ପ୍ରଦୀପ ପ୍ରଯୋଳନ କରାଗଲା ପରେ ଓକିଲ ସଂଘର ସମ୍ପାଦକ ଶରତ ଚନ୍ଦ୍ର ବେହେରା ଅତିଥି ପରିଚୟ ସହିତ ସ୍ବାଗତ ଭାଷଣ ଦେଇ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ। ଏହାପରେ ମୁଖ୍ୟବକ୍ତା ଶ୍ରୀଯୁକ୍ତ ମିଶ୍ର ମାନବିକ ଅଧିକାର ର ବିଭିନ୍ନ ଦିଗ ଉପରେ ବକ୍ତବ୍ୟ ରଖିଥିଲେ।ମୁଖ୍ୟ ଅତିଥି ଜଷ୍ଟିସ ଷଡ଼ଙ୍ଗୀ ମଣିଷର ଜନ୍ମ ଠାରୁ ମୃତ୍ୟୁ ପର୍ଯ୍ୟନ୍ତ ଥିବା ସମସ୍ତ ଅଧିକାର କିଭଳି ସୁରକ୍ଷିତ ରହିବ ଓ ସେ କିଭଳି ସମ୍ମାନର ସହ ବଞ୍ଚିବା ତାର ବିଭିନ୍ନ ଦିଗ ଉପରେ ଆଲୋଚନା କରିବା ସହ ସେଥିପାଇଁ ସମାଜରେ ଆଦିବାସୀ , ଦଳିତ ଓ ମହିଳାମାନେ ଏବିଷୟରେ ସଚେତନ ହେବା ଦରକାର।

ଏଥିରେ ଆଇନଜୀବୀଙ୍କ ଠାରୁ ଆରମ୍ଭ କରି ସରକାରୀ ଓ ବେସରକାରୀ ସଂଗଠନ ମାନେ କାର୍ଯ୍ୟ କରିବା ଦରକାର। ଏଭଳି ଏକ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଓ ଏସ ପି ଙ୍କ ଅସହଯୋଗ କରିଥିବାରୁ କ୍ଷୋଭ ପ୍ରକାଶ କରିଥିଲେ। ଦଶପଲ୍ଲା ଓକିଲ ସଂଘ ପକ୍ଷରୁ ବରିଷ୍ଠ ଆଇନଜୀବି ଶ୍ରୀଯୁକ୍ତ ଗୌରଚନ୍ଦ୍ର ମିଶ୍ରଙ୍କ ସମେତ ଅନ୍ୟ ସଦସ୍ୟମାନେ ମୁଖ୍ୟଅତିଥି ଓ ଆଇନଜୀବୀ ମାନସ କୁମାର ମହାକୁଡ଼ ଙ୍କ ସହିତ ଅନ୍ୟ ମାନେ ମୁଖ୍ୟବକ୍ତା ଙ୍କୁ ଉପଢୌକନ ପ୍ରଦାନ କରାଗଲା ପରେ ସଂଘର ଅନ୍ୟତମ ସଦସ୍ୟ ଶ୍ରୀ ଆଲୋକ କୁମାର ସେନାପତି ଧନ୍ୟବାଦ୍ ଅର୍ପଣ କରିଥିଲେ। ଶେଷର ସଭାପତିଙ୍କ ଅଭିଭାଷଣ ପରେ କାର୍ଯ୍ୟକ୍ରମ ସମାପ୍ତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲା ଦୌରା ଜଜ, ଜିଲ୍ଲା ରେଜିଷ୍ଟର,ଦଶପଲ୍ଲା ଯୁଡ଼ିଶିଆଲ ମାଜିଷ୍ଟ୍ରେଟଙ୍କ ସମେତ ନୟାଗଡ଼ ଜିଲ୍ଲାର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି, ଭାଦ୍ରମହିଳା ଓ ବିଭିନ୍ନ ସାମାଜିକ ସଂଗଠନର କର୍ମକର୍ତ୍ତା ମାନେ ଯୋଗଦେଇଥିବା ଦେଖାଯାଇଥିଲା।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version