• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଯାଜପୁର କେନ୍ଦୁଝର ରୋଡ଼ରେ ରେଳ କର୍ମଚାରୀଙ୍କ ପାଇଁ “ଇ-କ୍ଲିନିକ୍” ସୁବିଧାର ଉଦଘାଟନ

Proprietor Abhimanyu Maharana by Proprietor Abhimanyu Maharana
May 4, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଯାଜପୁର କେନ୍ଦୁଝର ରୋଡ଼ରେ ରେଳ କର୍ମଚାରୀଙ୍କ ପାଇଁ “ଇ-କ୍ଲିନିକ୍” ସୁବିଧାର ଉଦଘାଟନ
Share on FacebookShare on TwitterWhatsapp

ଖୋର୍ଦ୍ଧା-ଜଟଣୀ (ଓଡ଼ିଶା ତାଜା ନ୍ୟୁଜ୍) :-  ଖୋର୍ଦ୍ଧା ରୋଡ୍ ମଣ୍ଡଳ ରେଳ ପ୍ରବନ୍ଧକ ଶ୍ରୀ ଏଚ୍ ଏସ ବାଜ୍ଵା ଯାଜପୁର – ଯଖପୁରା ସେକ୍ସନରେ କାର୍ଯ୍ୟରତ ରେଳ କର୍ମଚାରୀଙ୍କ ପାଇଁ ଯାଜପୁର କେନ୍ଦୁଝର ରୋଡ଼ରେ, “ଇ-କ୍ଲିନିକ୍” ସୁବିଧାର ଉଦଘାଟନ କରିଛନ୍ତି।ଏହି ଇ-କ୍ଲିନିକ୍ ଦ୍ବାରା ରେଳ କର୍ମଚାରୀ ଏବଂ ସେମାନଙ୍କ ପରିବାରର ସଦସ୍ୟ ମାନେ ଅନଲାଇନ୍ ମୋଡ୍ ମାଧ୍ୟମରେ ଚିକିତ୍ସା ସହାୟତା ପାଇପାରିବେ ।

ଏହି ପ୍ରକାରର ଇ-କ୍ଲିନିକ୍ ସୁବିଧା ଭାରତୀୟ ରେଳବାଇରେ ପ୍ରଥମ ଥର ପାଇଁ ଆରମ୍ଭ କରାଯାଇଛି । ଏହି ଇ-କ୍ଲିନିକ୍ ସୁବିଧା ଆଉଟସୋର୍ସିଂ ମାଧ୍ୟମରେ ଏକ ପାଇଲଟ୍ ପ୍ରୋଜେକ୍ଟ ଭାବରେ ଆରମ୍ଭ କରାଯାଇଛି ଏବଂ ଏହା ଯାଜପୁର-ଜଖପୁରା ସେକ୍ସନରେ କାର୍ଯ୍ୟରତ ୬୮୫ ଜଣ ରେଳ କର୍ମଚାରୀ ଏବଂ ସେମାନଙ୍କ ପରିବାରଙ୍କ ଚିକିତ୍ସା ଆବଶ୍ୟକତା ପୂରଣ କରିବ।

ଯେଉଁଥିରୁ ୫୩୫ ଜଣ ରନିଂ ଷ୍ଟାଫ୍ ଅଛନ୍ତି।ପୂର୍ବରୁ ଏହି ସେକ୍ସନର ରେଳ କର୍ମଚାରୀ ଏବଂ ସେମାନଙ୍କ ପରିବାର ସେମାନଙ୍କର ଚିକିତ୍ସା ପାଇଁ ଭଦ୍ରକର ରେଳ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଯାଉଥିଲେ । ଇ-କ୍ଲିନିକ୍ ସୁବିଧାରେ ଅନେକ ବୈଶିଷ୍ଟ୍ୟ ରହିଛି ଯେ’ପରିକି ରେଳ କର୍ମଚାରୀ ଏବଂ ସେମାନଙ୍କ ପରିବାର ସଦସ୍ୟମାନେ UMID କାର୍ଡ ପଞ୍ଜିକରଣ ପରେ ଅନଲାଇନ୍ ମୋଡ୍‌ରେ ଡାକ୍ତର ଏବଂ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରିପାରିବେ ।

ପଞ୍ଜିକୃତ ସଦସ୍ୟଙ୍କ ପାଇଁ ଇ-ପରାମର୍ଶ 24X7 ଉପଲବ୍ଧ ହେବ। ରୋଗୀମାନେ ଇ-କ୍ଲିନିକ୍‌ରେ ଫାର୍ମାସିଷ୍ଟଙ୍କ ଠାରୁ ପ୍ରେସକ୍ରିପସନ୍ ହୋଇଥିବା ଔଷଧ ପାଇପାରିବେ। ଇ-କ୍ଲିନିକ୍‌ରେ ପାଥୋଲୋଜିକାଲ୍ ପରୀକ୍ଷା ସୁବିଧା ମଧ୍ୟ ଉପଲବ୍ଧ। ମଣ୍ଡଳ ରେଳ ପ୍ରବନ୍ଧକ ଶ୍ରୀ ଏଚ୍ ଏସ ବାଜ୍ଵା କର୍ମଚାରୀ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କ ପାଇଁ ଏପରି ଏକ ଅନନ୍ୟ ପଦକ୍ଷେପ ଗ୍ରହଣ କରିଥିବାରୁ

ଖୋର୍ଦ୍ଧାରୋଡ୍ ଡିଭିଜନର ଚିକିତ୍ସା ବିଭାଗକୁ ଅଭିନନ୍ଦନ ଜଣାଇଥିଲେ ଏବଂ ଏହି ସେକ୍ସନରେ କାର୍ଯ୍ୟରତ ସମସ୍ତ କର୍ମଚାରୀଙ୍କୁ ଇ-କ୍ଲିନିକ୍ ସୁବିଧାର ପୂର୍ଣ୍ଣ ଲାଭ ଉଠାଇବାକୁ ପରାମର୍ଶ ଦେଇଥିଲେ। ଏହି ଅବସରରେ ଅତିରିକ୍ତ ମଣ୍ଡଳ ରେଳ ପ୍ରବନ୍ଧକ (ଅପରେସନ) ଶ୍ରୀ ପି.କେ.ବେହେରା ଖୋର୍ଦ୍ଧା ରୋଡର ମୁଖ୍ୟ ଚିକିତ୍ସା ଅଧୀକ୍ଷକ ଡକ୍ଟର ସବିତା ଶତପଥୀ ଏବଂ ଡିଭିଜନର ଅନ୍ୟ ଶାଖା ଅଧିକାରୀମାନେ ଉପସ୍ଥିତ ଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

May 11, 2026
ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version