• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୀମନ୍ଦିର ପ୍ରଶାସନ ପକ୍ଷ ରୁ ରାମକୃଷ୍ଣ ଙ୍କୁ କୈଫତ ତଳବ, ୭ ଦିନ ଭିତରେ ଉତ୍ତର ଦେବେ

Proprietor Abhimanyu Maharana by Proprietor Abhimanyu Maharana
May 4, 2025
in ଓଡ଼ିଶା, ପୁରୀ, ହୋମ୍
0
ଶ୍ରୀମନ୍ଦିର ପ୍ରଶାସନ ପକ୍ଷ ରୁ ରାମକୃଷ୍ଣ ଙ୍କୁ କୈଫତ ତଳବ, ୭ ଦିନ ଭିତରେ ଉତ୍ତର ଦେବେ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍)  :- ନିଜର ଦ୍ବନ୍ଦ୍ବାତ୍ମକ ବୟାନ ଦ୍ବାରା ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଅଗଣିତ ଭକ୍ତ ତଥା ଶ୍ରଦ୍ଧାଳୁଙ୍କ ମାନସରେ ବିଭ୍ରାନ୍ତି ସୃଷ୍ଟି ଏବଂ ଶ୍ରୀମନ୍ଦିର ଗରିମାକୁ କ୍ଷୁର୍ଣ୍ଣ କରିବା ଅଭିଯୋଗରେ ଦଇତାପତି ସେବକ ରାମକୃଷ୍ଣ ଦାସ ମହାପାତ୍ରଙ୍କୁ କୈଫିୟତ୍ ତଲବ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ l ନୋଟିସ ପାଇବାର ୭ ଦିନ ମଧ୍ୟରେ କୈଫିୟତ୍ ଦାଖଲ କରିବାକୁ ସମୟ ଦିଆଯାଇଛି l ଏହି ସମୟ ଭିତରେ ସନ୍ତୋଷ ଜନକ କୈଫିୟତ୍ ହସ୍ତଗତ ନହେଲେ, ଶ୍ରୀଜଗନ୍ନାଥ ମନ୍ଦିର ଆଇନ ୧୯୫୫ ଅନୁଯାୟୀ ଦୃଢ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନୋଟିସରେ କୁହାଯାଇଛି l

ପଶ୍ଚିମବଙ୍ଗ ଦୀଘା ଶ୍ରୀଜଗନ୍ନାଥ ମନ୍ଦିରର ପ୍ରତିଷ୍ଠା/ଉଦଘାଟନ ଉତ୍ସବରେ ଯୋଗଦାନ କରି ଏବଂ ଶ୍ରୀମନ୍ଦିର ଚତୁର୍ଦ୍ଧାମୂର୍ତ୍ତିଙ୍କର ନବକଳେବର ବକଳା ଦାରୁରେ ନିର୍ମିତ ମୂର୍ତ୍ତି ସେହି ଦୀଘା ମନ୍ଦିରକୁ ପ୍ରଦାନ କରିଥିବା ଶ୍ରୀ ଦାସ ମହାପାତ୍ର ବଙ୍ଗୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେଇଥିବା ଅଭିଯୋଗ ହୋଇଥିଲା । ପରେ ଓଡିଶା ଗଣମାଧ୍ୟମରେ ସେ ଏହାକୁ ଖଣ୍ଡନ କରିଥିବା ସହ ଅନ୍ୟ ନିମ୍ବ କାଠରେ ବିଗ୍ରହ ନିର୍ମାଣ କରି ନେଇ ନିଜେ ତାକୁ ପ୍ରତିଷ୍ଠା କରିଥିବା କହିଥିଲେ । ନବକଳେବରରେ ସଂଗୃହୀତ ଦାରୁ ମଧ୍ୟରୁ ବଳକା ଦାରୁ ଶ୍ରୀମନ୍ଦିର “ଦାରୁଘର”ରେ ସଂରକ୍ଷିତ ରହିବାର ବିଧି ରହିଥିବା ବେଳେ ଆବଶ୍ୟକ ସମୟରେ କେବଳ ଶ୍ରୀଜୀଉମାନଙ୍କ ବ୍ଯବହାରରେ ବିନିଯୋଗର ବିଧି ତଥା ପରମ୍ପରା ରହିଛି ।

ଜଣେ ଅଭିଜ୍ଞ ତଥା ବରିଷ୍ଠ ଦଇତାପତି ଭାବେ ସେନେଇ ଅବଗତ ଥାଇ ମଧ୍ୟ ଶ୍ରୀ ଦାସ ମହାପାତ୍ର ଏଭଳି ବୟାନ ଦେବା ଦ୍ବାରା ଶ୍ରୀଜଗନ୍ନାଥ ପ୍ରେମୀ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ମାନସରେ ବିଭ୍ରାନ୍ତି ସୃଷ୍ଟି ହୋଇଥିବା ନୋଟିସରେ କୁହାଯାଇଛି । ଦଇତାପତି ଶ୍ରୀ ଦାସମହାପାତ୍ରଙ୍କ ଦ୍ବନ୍ଦ୍ବାତ୍ମକ ବୟାନ ଅଗଣିତ ଶ୍ରୀଜଗନ୍ନାଥ ପ୍ରେମୀ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅଲୋଡ଼ନ ସୃଷ୍ଟି କରିବା ସହ ତାଙ୍କ ଧାର୍ମିକ ଭାବନାରେ ଗଭୀର ଆଘାତ ଦେବା ସହ ଶ୍ରୀମନ୍ଦିରର ଗରିମା ଓ ଐତିହ୍ୟକୁ କ୍ଷୂର୍ଣ୍ଣ କରିଥିବା ନୋଟିସରେ ଦର୍ଶାଯାଇଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version