• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

୧୦ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

Proprietor Abhimanyu Maharana by Proprietor Abhimanyu Maharana
May 9, 2025
in Uncategorized, ଓଡ଼ିଶା, କନ୍ଧମାଳ, ହୋମ୍
0
୧୦ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ
Share on FacebookShare on TwitterWhatsapp

ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲ୍ଲା ବାଲିଗୁଡା ଅଦାଲତ ପରିସରରେ ତାଲୁକ ଆଇନ ସେବା ସମିତି ଆନୁକୂଲ୍ୟରେ ଚଳିତ ମାସ ୧୦ ତାରିଖ ଶନିବାର ଦିନ ଦ୍ବିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୫ ଅନୁଷ୍ଠିତ ହେବ। ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରଧିନ ମକଦ୍ଦମା ଯଥା ଫୌଜଦାରି (ସାଲିସ ଯୋଗ୍ୟ), ଚେକ ବାଉନ୍ସ ମାମଲା, ବ୍ୟାଙ୍କ ରଣ ମାମଲା, ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ, ଶ୍ରମ ଓ ନିଯୁକ୍ତି ବିବାଦ, ବିଦ୍ୟୁତ, ଜଳ ଓ ଅନ୍ୟାନ୍ୟ ବିଲ ଦେୟ ଜନିତ ବିବାଦ (ସାଲିସ ବିହୀନ ବିବାଦକୁ ବାଦ ଦେଇ), ବୈବାହିକ ବିବାଦ (ଛାଡପତ୍ର ବ୍ୟତିତ) ଜମି ଅଧୂଗ୍ରହଣ, ଚାକିରି ସମ୍ବନ୍ଧୀୟ (ଦରମା, ଭତ୍ତା ଅବସର କାଳୀନ ପ୍ରାପ୍ୟ) ଓ ଅନ୍ୟାନ୍ୟ ଦେୱାନୀ ମକଦ୍ଦମା ଇତ୍ୟାଦି ର ଆପୋଷ ସ‌ହମତିରେ ସମାଧାନ କରାଯାଇପାରିବ।

କେବଳ ବିଚାରଧିନ ମକଦ୍ଦମା ନୁହେଁ, ପ୍ରାକ-ମକଦ୍ଦମା ସ୍ତରୀୟ (କଚେରୀରେ ଦାଏର ହୋଇନଥିବା) ଚେକ ବାଉନ୍ସ ମାମଲା , ବ୍ୟାଙ୍କ ଋଣ ବିବାଦ, ଶ୍ରମ ଓ ନିଯୁକ୍ତି ବିବାଦ, ବିଦ୍ୟୁତ, ଜଳ ଓ ଅନ୍ୟାନ୍ୟ ବିଲ ଦେୟ ଜନିତ ବିବାଦ (ସାଲିସ ବିହୀନ ବିବାଦକୁ ବାଦ ଦେଇ), ଭରଣପୋଷଣ ବିବାଦ, ଅନ୍ୟାନ୍ୟ ସାଲିସଯୋଗ୍ୟ ଫୌଜଦାରି ଓ ଅନ୍ୟାନ୍ୟ ଦେୱାନୀ ମକଦ୍ଦମା ଇତ୍ୟାଦିର ମଧ୍ଯ ସମାଧାନ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ହୋଇପାରିବ। ଲୋକ ଅଦାଲତରେ ମକଦ୍ଦମା/ବିବାଦର ସମାଧାନ ଲାଗି କୌଣସି ଆର୍ଥିକ ଖର୍ଚ୍ଚ ପଡେନାହିଁ ଏବଂ ଲୋକ ଅଦାଲତଙ୍କ ରାୟ ବୈଧ, ଚୁଡାନ୍ତ ଏବଂ ଅମଳଯୋଗ୍ୟ।

ଯଦି କୌଣସି ବେ ବିଚାରଧୀନ ମକଦ୍ଦମାର ସମାଧାନ ଲୋକ ଅଦାଲତ ମାଧ୍ୟମରେ ହୁଏ। ଆଗରୁ ପଇଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ। ଦୀର୍ଘଦିନ ଧରି ଚାଲୁ ରହିଥ‌ିବା ମକଦ୍ଦମାର ସହଜ ସମାଧାନ ଲାଗି ଏବଂ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ଲାଗି ଏହି ସୁଯୋଗର ସଦୁପଯୋଗ କରିବା ସହ ସବିଶେଷ ବିବରଣୀ ତ‌ଥା ଏହି ବିଷୟରେ ଅଧିକ ଜାଣିବା ଲାଗି ନିକଟସ୍ଥ ଅଦାଲତରେ କାର୍ଯ୍ୟରତ ଜିଲ୍ଲା ଆଇନସେବା ପ୍ରାଧିକରଣ ବା ତାଲୁକ ଆଇନସେବା କାର୍ଯ୍ୟାଳୟ ସହ ଯୋଗାଯୋଗ କରିବାକୁ ଅନୁରୋଧ କରାଯାଇଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
World Odisha Society hosts Shakti Utsaba with grandeur

ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ୱାରା ଦିଲ୍ଲୀରେ ଶକ୍ତି ଉତ୍ସବ ଆୟୋଜିତ

March 9, 2026
World Odisha Society hosts Shakti Utsaba with grandeur

World Odisha Society hosts Shakti Utsaba with grandeur

March 8, 2026
ଓଡ଼ିଶା ଦୃଷ୍ଟିହୀନ ମହିଳା ସଂଘ ତରଫରୁ ଅନ୍ତର୍ଜାତୀୟ ମହିଳା ଦିବସ

ଓଡ଼ିଶା ଦୃଷ୍ଟିହୀନ ମହିଳା ସଂଘ ତରଫରୁ ଅନ୍ତର୍ଜାତୀୟ ମହିଳା ଦିବସ

March 8, 2026
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

World Odisha Society hosts Shakti Utsaba with grandeur

ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ୱାରା ଦିଲ୍ଲୀରେ ଶକ୍ତି ଉତ୍ସବ ଆୟୋଜିତ

March 9, 2026
World Odisha Society hosts Shakti Utsaba with grandeur

World Odisha Society hosts Shakti Utsaba with grandeur

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version