• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସମାବେଶୀ ଅଭିବୃଦ୍ଧି, ପରିବେଶଗତ ସ୍ଥିରତା ଏବଂ ସାମାଜିକ କଲ୍ୟାଣ ପାଇଁ ପ୍ରଯୁକ୍ତିବିଦ୍ୟା ଉପଯୋଗ କରିବାକୁ ରାଜ୍ୟପାଳଙ୍କ ଆହ୍ୱାନ

Proprietor Abhimanyu Maharana by Proprietor Abhimanyu Maharana
May 11, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ସମାବେଶୀ ଅଭିବୃଦ୍ଧି, ପରିବେଶଗତ ସ୍ଥିରତା ଏବଂ ସାମାଜିକ କଲ୍ୟାଣ ପାଇଁ ପ୍ରଯୁକ୍ତିବିଦ୍ୟା ଉପଯୋଗ କରିବାକୁ ରାଜ୍ୟପାଳଙ୍କ ଆହ୍ୱାନ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :–  ସମାବେଶୀ ଅଭିବୃଦ୍ଧି, ପରିବେଶଗତ ସ୍ଥିରତା ଏବଂ ସାମାଜିକ କଲ୍ୟାଣ ପାଇଁ ପ୍ରଯୁକ୍ତିବିଦ୍ୟାର ଉପଯୋଗ କରିବାକୁ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପାଟି ଆହ୍ୱାନ ଜଣାଇଛନ୍ତି । ଚଳିତ ମଇ ୧୧ ତାରିଖ ଦିନ ଭୁବନେଶ୍ୱରଠାରେ “ଜାତୀୟ ପ୍ରଯୁକ୍ତିବିଦ୍ୟା ଦିବସ” ଏବଂ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଇଞ୍ଜିନିୟରସ୍ (ଭାରତ)ର ୬୪ତମ ବୈଷୟିକ ଅଧିବେଶନକୁ ମୁଖ୍ୟ ଅତିଥିଭାବେ ଉଦ୍‌ଘାଟନ କରି ରାଜ୍ୟପାଳ ଏହା କହିଛନ୍ତି ।

ଏହି ସମାରୋହରେ ଉଦ୍‌ବୋଧନ ଦେଇ ରାଜ୍ୟପାଳ କହିଥିଲେ ଯେ, ଜାତୀୟ ପ୍ରଯୁକ୍ତିବିଦ୍ୟା ଦିବସ ଆମ ଜାତୀୟ କ୍ୟାଲେଣ୍ଡରରେ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛି । ଏହି ଦିନଟି ଭାରତର ଉଲ୍ଲେଖନୀୟ ଯାତ୍ରାର ଗର୍ବର ସ୍ମରଣକାରୀ ଭାବେ ପରିଚିତ ହୋଇଛି । ଯାହା ସାହସ, ନବସୃଜନ ଏବଂ ଉତ୍କର୍ଷତାର ଏକ ନିରନ୍ତନର ପ୍ରୟାସ । ୧୯୯୮ ମସିହାର ଏହି ଦିନ, ୧୧ ମଇରେ ଭାରତ ରାଜସ୍ଥାନର ପୋଖରାଣରେ ଅପରେସନ ଶକ୍ତି ନାମରେ ସଫଳ ପରମାଣୁ ପରୀକ୍ଷଣ କରିଥିଲା । ଏହା ଭାରତକୁ ପରମାଣୁ-ସଶସ୍ତ୍ର ରାଷ୍ଟ୍ରଗୁଡ଼ିକର ଆଭିଜାତ୍ୟ ଗୋଷ୍ଠୀ ମଧ୍ୟରେ ସ୍ଥାନିତ କରିଥିଲା ।

ଏହି ସଫଳତାକୁ ସମ୍ମାନ ଜଣାଇ ପ୍ରତିବର୍ଷ ଏହି ଐତିହାସିକ ଘଟଣା ଜାତୀୟ ପ୍ରଯୁକ୍ତିବିଦ୍ୟା ଦିବସ ଭାବରେ ପାଳନ କରାଯାଏ । ଜାତୀୟ ପ୍ରଯୁକ୍ତି ବିଦ୍ୟା ଦିବସ କେବଳ ଆମର ବୈଜ୍ଞାନିକ ସଫଳତା ପ୍ରତି ସମ୍ମାନ ନୁହେଁ – ଏହା ସ୍ୱପ୍ନ ଦେଖିବା, ନବସୃଜନ, ପ୍ରତ୍ୟେକ ଚ୍ୟାଲେଞ୍ଜକୁ ସାମ୍ନା କରିବା ଏବଂ ନେତୃତ୍ୱ ନେବା ପାଇଁ ଆମର ସାମୂହିକ ଭାବନାର ପୁନନିର୍ମାଣ । ଆଜି ଯେତେବେଳେ ଆମେ ଏକ ପରିବର୍ତନଶୀଳ ଯୁଗର ଦ୍ୱାରଦେଶରେ ଛିଡା ହୋଇଛୁ, ପ୍ରଯୁକ୍ତିବିଦ୍ୟାର ଗୁରୁତ୍ୱ ଆହୁରି ବଢ଼ି ଯାଇଛି ।

ଏହା ଏକ ନୂତନ ଭାରତର ଆକାଂକ୍ଷା ପଛରେ ପ୍ରେରଣାଦାୟକ ଶକ୍ତି ହୋଇ ରହିଛି । ଭାରତ ଏକ ନୂତନ ପୁନର୍ଜାଗରଣର ପାଶ୍ୱର୍ରେ ଠିଆ ହୋଇଛି । ଏପରି ଏକ ଯୁଗରେ ଯେଉଁଠାରେ ଦ୍ରୁତ ପ୍ରଯୁକ୍ତିବିଦ୍ୟା ଜୀବନର ପ୍ରତ୍ୟେକ ଦିଗକୁ ପୁନଃ ଆକୃତି ଦେଉଛି, ନବସୃଜନ ଏବଂ ଗବେଷଣା ଆମ ବିକାଶ ଯାତ୍ରାର ମୂଳରେ ରହିବା ଉଚିତ ବୋଲି ରାଜ୍ୟପାଳ କହିଥିଲେ । ପୁଣି ରାଜ୍ୟପାଳ କହିଥିଲେ ଯେ, ପ୍ରଯୁକ୍ତିବିଦ୍ୟା ହେଉଛି ଆଶା, ପ୍ରଗତି ଏବଂ ସମ୍ଭାବନାର ଭାଷା ।

ଆମର ଇଞ୍ଜିନିୟର, ବୈଜ୍ଞାନିକ, ପ୍ରଯୁକ୍ତିବିଦ୍ୟାବିତ୍‌ ଏବଂ ଉଦ୍ଭାବକମାନେ ଏହି ନୂତନ ଯୁଗର ସ୍ଥପତି । ଆଜି ମୁଁ ଆପଣମାନଙ୍କ ମଧ୍ୟରୁ ପ୍ରତ୍ୟେକଙ୍କୁ – ଇଞ୍ଜିନିୟର, ପ୍ରଯୁକ୍ତିବିଦ୍ୟାବିତ୍‌ମାନେ ସୀମା ବାହାରକୁ ଯାଇ ସ୍ୱପ୍ନ ଦେଖିବା, ଉଦ୍ଦେଶ୍ୟ ସହିତ ନବସୃଜନ କରିବାକୁ ଏବଂ ସଚ୍ଚୋଟତାର ସହିତ ନେତୃତ୍ୱ ନେବାକୁ ଆହ୍ୱାନ କରୁଛି । ଆସନ୍ତୁ ଆମେ ଏପରି ଏକ ଭବିଷ୍ୟତର କଳ୍ପନା କରିବା ଯେଉଁଠାରେ ପ୍ରଯୁକ୍ତିବିଦ୍ୟା ପ୍ରତ୍ୟେକ ନାଗରିକଙ୍କୁ ଉତ୍‌ଥାନ କରିବ, ଆମ ବିଶ୍ୱକୁ ସୁରକ୍ଷା ଦେବ ଏବଂ ଏକ ନ୍ୟାୟପୂର୍ଣ୍ଣ, ସମୃଦ୍ଧ ରାଷ୍ଟ୍ର ଗଠନ ପାଇଁ ଆମର ସଂକଳ୍ପକୁ ଦୃଢ କରିବ ।

ଏହି ମହାନ ପ୍ରୟାସରେ, ଦି ଇନଷ୍ଟିଚ୍ୟୁସନ୍ ଅଫ୍ ଇଞ୍ଜିନିୟର୍ସ (ଭାରତ) ଦୀର୍ଘ ସମୟ ଧରି ଏକ ମଶାଲବାହକର ଭୂମିକା ନିଭାଉଛି । ଏହି ଅନୁଷ୍ଠାନ ସାରା ଦେଶରେ ଇଞ୍ଜିନିୟରିଂ ଶିକ୍ଷା, ଗବେଷଣା ଏବଂ ବୃତିଗତ ଉତ୍କର୍ଷତାକୁ ଆଗକୁ ବଢାଇବାରେ ଅଗ୍ରଣୀ ରହିଛି ବୋଲି ରାଜ୍ୟପାଳ କହିଥିଲେ । ବୈଷୟିକ ଅଧିବେଶନ, ସେମିନାର, ଦକ୍ଷତା ବିକାଶ କାର୍ଯ୍ୟକଳାପ ଆୟୋଜନରେ କେନ୍ଦ୍ରର ପଦକ୍ଷେପଗୁଡ଼ିକ ନୂତନ ପିଢ଼ୀର ଇଂଜିନିୟମାନଙ୍କୁ ସଶକ୍ତ କରୁଛି ବୋଲି ରାଜ୍ୟପାଳ କହିଥିଲେ । ଏହି କାର୍ଯ୍ୟକ୍ରମରେ ଓଡିଶାର ବିଜ୍ଞାନ ଓ କାରିଗରୀ,

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସମ୍ମାନନୀୟ ଅତିଥିଭାବେ ଯୋଗଦେଇ ଦେଶ ଗଠନରେ ଇଂଜିନିୟରମାନଙ୍କର ଭୂମିକା ସଂପର୍କରେ ଆଲୋକପାତ କରିବା ସହ ରାଜ୍ୟରେ ବୈଜ୍ଞାନିକ ଭିତିଭୂମିର ବିକାଶ ଏବଂ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଆଗ୍ରହ ବୃଦ୍ଧି ପାଇଁ ରାଜ୍ୟ ସରକାରଙ୍କ ତରଫରୁ ନିଆଯାଉଥିବା ପଦକ୍ଷେପ ସଂପର୍କରେ ଅବତାରଣା କରିଥିଲେ । ଇନ୍‌ଷ୍ଟିଚ୍ୟୁଟ ଅଫ୍ ଇଂଜିନିୟରସ୍‌ର ପ୍ରେସିଡେଂଟ୍ ଭି ବି ସିଂହ ଏହି କାର୍ଯ୍ୟକ୍ରମରେ ବକ୍ତବ୍ୟ ପ୍ରଦାନ କରିଥିବା ବେଳେ ଚେୟାରମ୍ୟାନ୍ ପ୍ରଫେସର ଡ. ସୁଧାଂଶୁ ଶେଖର ଦାସ ସ୍ୱାଗତଭାଷଣ ପ୍ରଦାନ କରିଥିଲେ ଏବଂ ଶେଷରେ ଅନରାରୀ ସେକ୍ରେଟାରୀ ସଂଗ୍ରାମ କେଶରୀ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ଏକ ସ୍ମରଣିକା ଉନ୍ମୋଚିତ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

May 11, 2026
ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

May 11, 2026
ମେ ୨୬ ଓ ୨୭ରେ ଓଡ଼ିଶା ଅମଲା ରାଜ୍ଯସଂଘର ସମ୍ମିଳନୀ

ମେ ୨୬ ଓ ୨୭ରେ ଓଡ଼ିଶା ଅମଲା ରାଜ୍ଯସଂଘର ସମ୍ମିଳନୀ

May 11, 2026
ଚାଙ୍ଗଡା ଘରେ ରକ୍ତଛିଟା ମହାପ୍ରଭୁଙ୍କ ମହାସ୍ନାନ

ଚାଙ୍ଗଡା ଘରେ ରକ୍ତଛିଟା ମହାପ୍ରଭୁଙ୍କ ମହାସ୍ନାନ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

May 11, 2026
ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version